Browsing Tag

padmapur news

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ସମ୍ବଲପୁରୀ ଗଣବେଶ କରିବା ପାଇଁ ବୋଡ଼ାସମ୍ବର ମେହେର ଯୁବାମଞ୍ଚର ଦାବିପତ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁରୀ ବସ୍ତ୍ର ହେଉଛି ପଶ୍ଚିମ ଓଡ଼ିଶାର ଅସ୍ମିତାର ପରିଚୟ । ଭୁଲିଆ ସମାଜର ବୁଣାକାରମାନେ ଦିନ ରାତି କଠିନ ପରିଶ୍ରମ କରି ସମ୍ବଲପୁରୀ ବସ୍ତ୍ର ତିଆରି କରିଥାନ୍ତି । ପଶ୍ଚିମ ଓଡ଼ିଶାର ପ୍ରାୟ ସମସ୍ତ ଅଞ୍ଚଳରେ ଏହାର ବିକ୍ରି ମଧ୍ୟ ଭୁଲିଆ ସମାଜର
Read More...

ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ସମ୍ବଲପୁରୀ ଦିନ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ହେଉଛି ସୋନପୁରର ବରପୁତ୍ର ତଥା କୋଶଲି ଭାଷା ସାହିତ୍ୟ ସଂସ୍କୃତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମଦିନ । ବିଶିଷ୍ଟ କବି, ଲେଖକ ତଥା ଭାଷାବିତ୍ ସମ୍ବଲପୁରୀ ଭାଷାକୁ ପରିଚୟ ଦେଇଥିବା ସେଇ ମହାନ ବ୍ୟକ୍ତିତ୍ୱଙ୍କ
Read More...

ଜେନିଥ ଲାୟନ୍ସ ଗୁରୁକୁଳରେ ସମ୍ବଲପୁରୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁରୀ ଭାଷା ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଓ ସମ୍ବଲପୁରୀ ଭାଷାର ଜନକ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ବାର୍ଷିକୀକୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୧ ତାରିଖକୁ ସମ୍ବଲପୁରୀ ଦିବସ ଭାବେ ପାଳନ କରିଥାଉ । ଏହି
Read More...

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗ୍ରନ୍ଥାଗାରିକ ପ୍ରଶାନ୍ତ କୁମାର ସାହୁଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନ ସଭାର ସଭାପତିତ୍ୱ କରିଥିଲେ ।
Read More...

ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ସମ୍ପୁର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ ବିଡ଼ିଓ ପ୍ରଫୁଲ୍ଲ କୁମାର ଓଦୁଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସମାରୋହରେ ମୁଖ୍ୟ ଅତିଥି ଭାବେ ଉପ
Read More...

ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଧେଶିକାଙ୍କ ପଦ୍ମପୁର ଗସ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୁରୁବାର ପଦ୍ମପୁର ଉପଖଣ୍ଡକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଧେଶିକା କଲ୍ୟାଣୀ ଦାସ ଏକ ଦିନିକିଆ ଗସ୍ତରେ ଆସି ଉପଖଣ୍ଡ ସୂଚନା ଓ ଲୋକ‌ ସମ୍ପର୍କ ବିଭାଗର କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ଅବସରରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ
Read More...

ଜନ୍ମ ଦିନ ବୃଦ୍ଧାଶ୍ରମ ଅନ୍ତୋନିବାସୀ ସହ ପାଳିଲେ ଯୋଗାଣ ଅଧିକାରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ବ୍ଳକ ଯୋଗାଣ ଅଧିକାରୀ ଦେବାଶିଷ ମେହେରଙ୍କ ୨୭ତମ ଜନ୍ମ ଦିବସକୁ ନିଆରା ଢଙ୍ଗରେ ପାଇକମାଲ ସ୍ଥିତ ବୃଦ୍ଧାଶ୍ରମରେ ପାଳନ କରାଯାଇଛି । ଏହି ଅବସରରେ ଅନ୍ତୋନିବାସିନୀ ଓ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଶ୍ରୀ ମେହେରଙ୍କ
Read More...

ଗଞ୍ଜେଇ ଚାଲାଣରେ ୨ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଖଣ୍ଡିଝରଣଠାରେ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଜଣ ବ୍ୟକ୍ତିକୁ ଗିରଫ କରି ପାଇକମାଲ ପୋଲିସ କୋର୍ଟ ଚାଲାଣ କରିଛି । ସୂଚନାଯୋଗ୍ୟ, ବୁଧବାର ପାଇକମାଳ ପୋଲିସ ଖଣ୍ଡିଝରଣ ନିକଟରେ ଯାଇଥିବା ବିଜୁ ଏକ୍ସପ୍ରେସ ୱେ ଚେକିଂ
Read More...

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଦ୍ଵିତୀୟ ଅଭିଭାବକ ଶିକ୍ଷକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ୨୦୨୫-୨୬ ଶିକ୍ଷାବର୍ଷର ଦ୍ୱିତୀୟ ଅଭିଭାବକ ଅଭିଭାବିକ ଶିକ୍ଷକ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇସାରିଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ
Read More...

ସମୀକ୍ଷା ବୈଠକରେ ଗର୍ଜିଲେ କାଉନସିଲର ଇଂ କୁନାଲ ପାଣିଗ୍ରାହୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦୀର୍ଘ ଦିନର ସମସ୍ୟାକୁ ନେଇ ସମୀକ୍ଷା ବୈଠଳରେ ଗର୍ଜିଲେ କାଉନସିଲର ଇଂ କୁନାଲ ପାଣିଗ୍ରାହୀ । ପଦ୍ମପୁର ଉପଖଣ୍ଡ ସଦର ମହକୁମା ବିଜ୍ଞାପିତ ଅଂଚଳ ପରିଷଦ ୨ ନମ୍ବର ୱାର୍ଡର ବିଭିନ୍ନ ସମସ୍ୟାକୁ ନେଇ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ
Read More...