ଦୁର୍ଗେଇଖୋଲ ଯାତ୍ରାର ପ୍ରସ୍ତୁତି ବୈଠକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପାଦଦେଶରେ ଅବସ୍ଥିତ ମା' ଦୁର୍ଗେଇଦେବୀଙ୍କ ପୂଜା ମହୋତ୍ସବ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ପାଳନ କରାଯିବ । ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ପାଇକମାଲ ବ୍ଲକ ମିଠାପାଲି ଗ୍ରାମ ପଂଚାୟତ ଅନ୍ତର୍ଗତ ମନଭଙ୍ଗ ଠାରେ ଅନୁଷ୍ଠିତ ହୋଇଥିଲା ।ମା'!-->…
Read More...
Read More...