Browsing Tag

padmapur news

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ଠାରେ ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟା ମନ୍ଦିରରେ କୋଷାଧ୍ୟକ୍ଷ ଘନଶ୍ୟାମ ପୁଞ୍ଜି ଦୀପ ପ୍ରଜ୍ୱଳନ ପୂର୍ବକ ଗୁରୁ ଦିବସ ବିଷୟରେ ମାର୍ଗଦର୍ଶନ କରିଥିଲେ । ଏହି ଉତ୍ସବରେ ଅନ୍ୟତମ
Read More...

ପୁରେନାରେ ଗୁରୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ପ୍ରଧାନ ଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଶିକ୍ଷକ ପ୍ରମୋଦ ନାଥ । ସର୍ବ ପ୍ରଥମେ ଡ. ସର୍ବପଲ୍ଲୀ
Read More...

ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ସ୍ଵାଗତ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ଗୃହବିଜ୍ଞାନ ବିଭାଗରେ ନବାଗତା ପ୍ରଥମ ବାର୍ଷିକ ଛାତ୍ରୀମାନଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥ ସଭାପତିତ୍ଵ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ପୁରୁଣା ସମ୍ମିଳନୀ କକ୍ଷରେ ଶିକ୍ଷା ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଭାରପ୍ରାପ୍ତ ଅଧ୍ୟକ୍ଷ ତାରାପ୍ରସାଦ ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି । ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ଶତପଥୀ ସମସ୍ତ ଯୁକ୍ତ ୩ ପ୍ରଥମ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର୍ ତାରାପ୍ରସାଦ ତ୍ରିପାଠୀଙ୍କ ସଭାପତିତ୍ୱରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଛି । ପ୍ରଫେସର୍ ତ୍ରିପାଠୀ
Read More...

ଓଡିଶା ବ୍ରାହ୍ମଣ ଶାସ୍ତ୍ରୀୟ ଆଲୋଚନା ମଞ୍ଚ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶା ବ୍ରାହ୍ମଣ ଶାସ୍ତ୍ରୀୟ ଆଲୋଚନା ମଞ୍ଚ ଆନୁକୂଲ୍ୟରେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର ପରିସରରେ ପ୍ରଥମ ମୈତ୍ରୀ ସମ୍ମିଳନୀ ଓଡ଼ିଶାରୁ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଅନେକ ଶାସ୍ତ୍ର ବିଶାରଦ ପଣ୍ଡିତ କର୍ମକାଣ୍ଡୀ
Read More...

ରାଜବୋଡାସମ୍ବର ବ୍ଲକ୍ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କେଆର୍‌ପି ହାଇସ୍କୁଲ ବାଜେନମୁଣ୍ଡା ପରିସର ମଧ୍ୟରେ ରାଜବୋଡାସମ୍ବର ବ୍ଲକ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ ବ୍ଲକ ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି । ଏହି ସଭାରେ ବରଗଡ଼ ଜିଲ୍ଲା ଓଷ୍ଟା ସଭାପତି ନନ୍ଦଲାଲ ନାଏକ, ଉପ ସଭାପତି
Read More...

ପଦ୍ମପୁର ଏନ୍‌ଏସି ତରଫରୁ ସ୍ୱାୟତ୍ତ ଶାସନ ଦିବସ ୨୦୨୪ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବିଜ୍ଞାପିତ ଅଂଚଳ ପରିଷଦ ତରଫରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ -୨୦୨୪ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ପ୍ରାତଃ ୫ଟା ସମୟରେ ରାମଧୂନ, ସକାଳ ୭ଟା ସମୟରେ
Read More...

ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୦ତମ ପ୍ରତିଷ୍ଠା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଛି । ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର ବିକାଶ ଆଗକୁ ଯାଇଥାଏ । ଛାତ୍ରଛାତ୍ରୀ ସାଧନାରତ ଭାବେ ପାଠ ପଢିବା ସହିତ
Read More...

ପଦ୍ମପୁର ଅଂଚଳ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଦ୍ୱାରା ନବାଗତ ମାନଙ୍କୁ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଅଂଚଳ ମହାବିଦ୍ୟାଳୟର କନ୍‌ଫରେନ୍ସ ହଲ୍‌ ଠାରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ବାଣିଜ୍ୟ ବିଭାଗ ଦ୍ୱାରା ଯୁକ୍ତ ୨ ଓ ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରାଯାଇଥିଲା । ଅଧ୍ୟକ୍ଷ ଶ୍ରୀ ପଣ୍ଡା
Read More...