ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ : ଆଜି ଉଦଘାଟନୀ ମ୍ୟାଚରେ ପଦ୍ମପୁର ରାଜବୋଡ଼ାସମ୍ବର ସ୍ଫୋଟିଂ ଓ ବଲାଙ୍ଗିର…
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଳା ପାଇକମାଲ ବ୍ଳକ ଛିନ୍ଦେଇକେଲା ଗ୍ରାମର ଲୋକସଂଖ୍ୟା ପାଖାପାଖି ୨୦୦୦ । ଏହା ଜାମସେଠ ବସଷ୍ଟାଣ୍ଡରୁ ପାଖାପାଖି ୫ କିମି ଦୂରରେ ଅବସ୍ଥିତ । ଛିନ୍ଦେଇକେଲାକୁ କିଏ ନ ଜାଣେ, ଛୋଟ ଛୋଟ ଗାଁ, ଜିଲ୍ଳା, ରାଜ୍ୟର କ୍ରୀଡ଼ାପ୍ରେମୀ ସଭିଏଁ ଜାଣନ୍ତି!-->…
Read More...
Read More...