Browsing Tag

padmapur news

ପାଇକମାଲରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ

ଜାତୀୟ ପତାକାର ମାନ ରଖିବା ପାଇଁ ଦେଶର ନାଗରିକଙ୍କ କର୍ତ୍ତବ୍ୟ : ବିଡ଼ିଓ ଶ୍ରୀ ଓଦୁ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମଣ୍ଡଳ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ…
Read More...

ପଦ୍ମପୁରରେ ଆତ୍ମଦାହ ବିରୁଦ୍ଧରେ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଛାତ୍ରୀମାନଙ୍କ ପାଇଁ ପଦ୍ମପୁର ଥାନା ଆନୁକୂଲ୍ୟରେ ଆତ୍ମଦାହ ବିରୁଦ୍ଧରେ ସଚେତନତା କାର୍ଯ୍ୟକ୍ରମ ରଖାଯାଇଥିଲା । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ…
Read More...

ଡୁଡୁକିଝରିଆ ଜଙ୍ଗଲରୁ ଝୁଲନ୍ତା ଶବ ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଡୁଡ଼କିଝୁରିଆ ଗ୍ରାମ ନିକଟସ୍ଥ ଜଙ୍ଗଳରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରିଛି ପାଇକମାଳ ପୋଲିସ । ତେବେ ମୃତ ଯୁବକ ସେହି ଗ୍ରାମର ଚନ୍ଦ୍ରଶେଖର ଭୋଇ ବୋଲି ଜଣା ପଡ଼ିଥିବା ବେଲେ, ଗତ କିଛି ଦିନ ହେଲା ତାଙ୍କର…
Read More...

ସଫଳ ହେଉଛି ଆସ ସ୍କୁଲ ଯିବା ଅଭିଯାନ

ସିଆରସିସିଙ୍କ ପ୍ରୟାସରେ ମୁଖ୍ୟ ସ୍ରୋତରେ ସାମିଲ ହେଲେ ୬ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ସିଆରସିସି ଦିବସ କୁମାର ସାହୁଙ୍କ ନେତୃତ୍ୱରେ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପ୍ରତ୍ୟେକ ଯୋଜନା ନିଜ…
Read More...

ଯମୁନା କନ୍ଧୁଣୀ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ହସ୍ତୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଯମୁନା କନ୍ଧୁଣୀ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ହସ୍ତୀ ଦିବସ ପାଳିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ନନ୍ଦଳାଲ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ସଚେତନତା ସଭାରେ ବନାଞ୍ଚଳ ଅଧିକାରୀ ହୃଦାନନ୍ଦ ମିଶ୍ର…
Read More...

ସଂସ୍କୃତ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳନ କରାଯାଇଥିଲା । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଉକ୍ତ ଅବସର ନିମନ୍ତେ ସଭା ଅନୁଷ୍ଠିତ ହୋଇଥିଲା । ଅଞ୍ଚଳ…
Read More...

ଜେନିଥ ଲାୟଂସ ଗୁରୁକୁଳରେ ଗଙ୍ଗାଧର ମେହେର ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଜେନିଥ ଲାୟଂସ ଗୁରୁକୁଳରେ ଆଜି ଗଙ୍ଗାଧର ମେହେରଙ୍କ ଜନ୍ମ ଦିବସ ପାଳନ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ତଥା ବକ୍ତା ଭାବରେ ବୁଦ୍ଧଦେବ ମେହେର ମହାବିଦ୍ୟାଳୟ ଦହିତାର ଇଂରାଜୀ ଅଧ୍ୟାପକ, ବିଶିଷ୍ଟ…
Read More...

ସାପଲହର ସେବାଶ୍ରମ ତାଲାବନ୍ଦରୁ ଓହରିଲେ ଗ୍ରାମବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ବାଦିକଟା ପଞ୍ଚାୟତ ସାପଲହର ସେବାଶ୍ରମରେ ଗତ ଚାରିଦିନ ହେଲା ଶିକ୍ଷକ ଅଭାବକୁ ନେଇ ଗ୍ରାମବାସୀ ତଥା ଅଭିଭାବକ ଅଭିଭାବିକା ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଜଣାଇବା ସତ୍ୱେ ଅଣଦେଖା କରିବାରୁ ବାଧ୍ୟ ହୋଇ…
Read More...

ଗାଇସିଲେଟ ଅଞ୍ଚଳରେ ବେଧଡକ ନିଶା କାରବାର : ପୁଲିସ ପେଟ୍ରୋଲିଂ କଡାକଡି କରିବାକୁ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଅଞ୍ଚଳରେ ଦିନକୁ ଦିନ ବଢି ଚାଲିଥିବା ବେଆଇନ ନିଶା କାରବାର, ଦୋକାନ, ଘର, ଚାଷୀଙ୍କ ପାଣି ମୋଟର ଚୋରି, ରାସ୍ତାରେ ଲୁଟପାଟ ବଢିବାରେ ଲାଗିଛି । ଆଜି ଗାଇସିଲେଟର ସର୍ବପୁରାତନ ସାମାଜିକ ଅନୁଷ୍ଠାନ ୟୁଥ କ୍ଲବର ନେତୃତ୍ୱରେ…
Read More...

ପ୍ରେରଣା ଦାୟକ ପୁରସ୍କାର କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋରାସମ୍ବର ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ନିର୍ଦ୍ଦେଶ କ୍ରମେ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ପ୍ରେରଣା ଦାୟକ ପୁରସ୍କାର କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କର୍ମଶାଳା ସଭାରେ ଅତିରିକ୍ତ ଗୋଷ୍ଠୀ…
Read More...