Browsing Tag

padmapur news

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗଙ୍ଗାଧର ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଏକ ସାହିତ୍ୟ ରସମୟ ପରିବେଶରେ ପଦ୍ମପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି ରଙ୍ଗାଜୀବ ଗଙ୍ଗାଧରଙ୍କ ଜନ୍ମୋତ୍ସବ । ଉତ୍ସବ ଆରମ୍ଭ ହୋଇ ପରିସର ଭିତରେ ଥିବା ଗଙ୍ଗାଧରଙ୍କର ପ୍ରତିମୂର୍ତ୍ତିରେ କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ
Read More...

ପଦ୍ମପୁର ଦୁର୍ଗାପୂଜା ପରିଚାଳନା କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ସହରର ପ୍ରସିଦ୍ଧ ଦୁର୍ଗାପୂଜା କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଦୁର୍ଗାପୂଜା କମିଟି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ସହରର ସମସ୍ତ ନାଗରିକ ମାନଙ୍କୁ ନେଇ ଅନୁଷ୍ଠିତ ସାଧାରଣ ପରିଷଦ ବୈଠକରେ ୨୦୨୩ ମସିହାରେ
Read More...

ଗାଇସିଲେଟ ଶିଶୁ ମନ୍ଦିରରେ ପରିଚାଳନା ସମିତିର ପୁନଃର୍ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ୍ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିଚାଳନା ସମିତିର ପୁନର୍ଗଠନ ହୋଇଯାଇଛି । ଉକ୍ତ ସମିତି ଗଠନରେ ଶିକ୍ଷ୍ୟା ବିକାଶ ସମିତି ଓଡ଼ିଶା, ପଶ୍ଚିମ ସମ୍ଭାଗର ସହ ସଂଯୋଜକ ଗୁପ୍ତେଶ୍ୱର ଥନାପତି, ଶିଶୁ ବାଟିକା ଶୈକ୍ଷିକ
Read More...

ସଂକୁଳ ସ୍ତରୀୟ ଜ୍ଞାନ ଓ ବିଜ୍ଞାନ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱାତୀ ଶିଶୁ ବିଦ୍ୟାମନ୍ଦିର ଠାରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାର ଉଦ୍‌ଘାଟନୀ ଉତ୍ସବରେ ପରିଚାଳନା ସମିତିର ସଭାପତି ପୃଥ୍ୱୀରାଜ ସାହୁ ଦୀପ ପ୍ରଜ୍ୱଳନ ପୂର୍ବକ ଜ୍ଞାନ ବିଜ୍ଞାନ ମେଳାକୁ ଶୁଭାରମ୍ଭ କରିଥିଲେ । ଏହି ଉତ୍ସବରେ ସଂକୁଳ
Read More...

ସଂସ୍କୃତି ମନ୍ତ୍ରୀଙ୍କୁ ସାକ୍ଷାତ କରି ସଙ୍ଗୀତ ବିଦ୍ୟାଳୟ ଖୋଲିବା ପାଇଁ ଦାବିପତ୍ର ପ୍ରଦାନ କଲେ ନାଟ୍ୟକାର ଲଳିତ ଜଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମର ଯୁବ ନାଟ୍ୟକାର, ପାଇକମାଲ ବ୍ଲକ କଳା ସଂସ୍କୃତି ସଂଘର ଉପ ସଭାପତି ଓ ପାଇକମାଲ ବ୍ଲକ କଳାକାର ମହାସଂଘର ସାଧାରଣ ସମ୍ପାଦକ ତଥା ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ଜିଲ୍ଲା ସଭାପତି ଶ୍ରୀ ଲଳିତ
Read More...

ବିଜେପୁର ସିଡିପିଓ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ସିଡିପିଓ କାର୍ଯ୍ୟାଳୟରେ ମାସିକିଆ ଗାଡି ଲଗାଇବାର ଅଭିଯୋଗ ହୋଇଛି । ଅଭିଯୋଗକାରୀଙ୍କ କହିବା ଅନୁସାରେ ପ୍ରଥମେ ଟେଣ୍ଡରର ବିଜ୍ଞପ୍ତି ପ୍ରକାଶ ପାଇବ । ତା'ପରେ ଲୋକମାନେ ଆବେଦନ କରିବେ ଏବଂ ଟେଣ୍ଡର ହେବ ଓ
Read More...

ପାଇକମାଲରେ କୌଶଳ ରଥକୁ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶା ସରକାରଙ୍କ ଦ୍ୱାରା ଚାଳିଥିବା ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କୌଶଳ ରଥକୁ ଶନିବାର ସକାଳ ୧୦ଟା ସମୟରେ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ କସ୍ତୁରବା ଗାନ୍ଧୀ ମାତୃ ନିକେତନ ପରିସରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
Read More...

ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପରିସର ମଧ୍ୟରେ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ୱରେ ଆଜାଦୀ କି ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ପାଳିତ ହେଉଥିବା ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଵାଧୀନତା ପାଇଁ
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ତତ୍ତ୍ଵାବଧାନରେ ଆଜାଦୀକା ଅମୃତ ମହୋତ୍ସବ ଅଧିନରେ ଆରମ୍ଭ ହୋଇଥିବା 'ହର୍‌ ଘର୍‌ ତ୍ରିରଙ୍ଗା' ଅଭିଯାନ ପାଳିତ ହୋଇଥିଲା । ଏହି ଅବସରରେ
Read More...

ନୃସିଂହନାଥ ଠାରେ ବିଂଝାଲ ସାମାଜ ପକ୍ଷରୁ ମହାସଭା ପାଇଁ ଏକ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ସ୍ଥିତ ମାଁ ବିନ୍ଧ୍ୟବାସିନୀ ଦୈବୀ ମନ୍ଦିର ପ୍ରାଙ୍ଗଣରେ ଥିବା ବିନ୍ଧ୍ୟବାସିନୀ ସଭା ଗୃହରେ ସର୍ବ ଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରିବାସୀ ବିଂଝାଲ ସାମାଜ ପକ୍ଷରୁ ମହାସଭା ପାଇଁ ଏକ ପ୍ରସ୍ତୁତି
Read More...