Browsing Tag

padmapur news

ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମିଳିତ ମଞ୍ଚ ପଦ୍ମପୁର ଉପଖଣ୍ଡ ତରଫରୁ ସମ୍ବିଧାନ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜାଜୀ ଟାଉନ ହଲ ଠାରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମିଳିତ ମଞ୍ଚ ପଦ୍ମପୁର ତରଫରୁ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତୀ ଅବସରରେ ସମ୍ବିଧାନ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆବାହକ ଚନ୍ଦ୍ରହାସ୍ୟ ଜାଲ ସଂଯୋଜନା…
Read More...

ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ୍‌ ୨୦୨୪ ଦ୍ଵିତୀୟ ଦିନରେ ଏସ୍‌ଏସ୍‌ ଏଭେଞ୍ଜର୍ସ ଓ ଏସ୍‌ବିଏସ୍‌. XI ସେମିରେ ପ୍ରବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ୍‌ ୨୦୨୪ ଦ୍ଵିତୀୟ ଦିନ ଖେଳ ସମାପ୍ତ ହୋଇଯାଇଛି । ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୮ଟି ଦଳ ଭିତରେ ଖେଳା ହେଉଥିବା ଏହି…
Read More...

ନୃସିଂହ ପଞ୍ଜିକା – ୨୦୨୫ ଉନ୍ମୋଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର କପସିଲା ରୋଡ଼ ସ୍ଥିତ ଉଦୟନାଥ ଫର୍ଣିଚର ପରିସରରେ ଗତ କାଲି ଏକ ମନୋରମ ପରିବେଶରେ ପଶ୍ଚିମ ଓଡ଼ିଶା ବାର୍ତ୍ତାର ଦ୍ଵିତୀୟ ସ୍ୱ ନକ୍ଷତ୍ର ଦିବସ ବହୁ ଆଡମ୍ବର ସହକାରେ ଆୟୋଜିତ ହୋଇଯାଇଛି । ଏହି ଅବସରେ ଦୀର୍ଘ ବର୍ଷ ଧରି ପ୍ରକାଶିତ ହୋଇ ଆସୁଥିବା…
Read More...

ପାଇକମାଲ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛେତଗାଁ କେନ୍ଦ୍ର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବ୍ରାହ୍ମଣଡିହି ଠାରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ମହାଦେବ ବେହେରାଙ୍କ ତତ୍ତ୍ୱବଧାନରେ ଛେତଗାଁ ଉଚ୍ଚ ବିଦ୍ୟାଳୟର…
Read More...

ସୋଢାରେ ନାବାଳିକାକୁ ଦୁଷ୍କର୍ମ କରି ହତ୍ୟା ଘଟଣା

ପଦ୍ମପୁର ବିଧାୟିକା ବର୍ଷା ସହ ବରିଷ୍ଠ ନାରୀନେତ୍ରୀ ପହଞ୍ଚିଲେ ପୀଡ଼ିତା ପରିବାର ଘରକୁ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଳ ଥାନା ଅନ୍ତର୍ଗତ ସୋଢ଼ା ଗ୍ରାମର ନାବାଳିକାକୁ ଦୁଷ୍କର୍ମ କରି ହତ୍ୟା ଘଟଣା ପ୍ରଘଟ ହେବା ପରେ ରବିବାର ପୀଡ଼ିତା ପରିବାର ଘରକୁ…
Read More...

ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀମାନଙ୍କୁ ଫୁଲ ଚନ୍ଦନ ଲଗାଇ ସ୍ୱାଗତ କରିଥିଲେ । ଏହି ଅବସରରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର…
Read More...

ବରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ କାଂସଡା ଗ୍ରାମ ପଞ୍ଚାୟତ ବରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଗଣିତ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଧି ମେହେରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଏବଂ…
Read More...

କରଣ ସମାଜ ପଦ୍ମପୁର ତରଫରୁ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କର ପୂଜନୋତ୍ସବ ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : କରଣ ସମାଜର ପୂଜ୍ୟ ଆର୍ଯ୍ୟ ଦେବ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କର ପୂଜନୋତ୍ସବ ଭବ୍ୟ ସମାରୋହରେ ସମ୍ପନ୍ନ ହୋଇଯାଇଛି । ପଦ୍ମପୁର ସ୍ଥାନୀୟ ଟାଉନ ହଲ ଠାରେ ଆୟୋଜିତ ଏହି ପୂଜନୋତ୍ସବ ଏବଂ ବାର୍ଷିକ ବୈଠକରେ ଅଞ୍ଚଳର ସମସ୍ତ କରଣ ସମାଜ ପରିବାରର ସଦସ୍ୟ ଯୋଗ…
Read More...

ମା’ ଶ୍ୟାମା କାଳୀ ପୂଜା ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ ଅକ୍ଟୋବର ୨ ତାରିଖ ବୁଧବାର ଦିନ ଅପରାହ୍ନ ସମୟରେ ପଦ୍ମପୁର ହନୁମାନପଡ଼ା ସ୍ଥିତ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଆସନ୍ତା କାଲିପୂଜା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗତ ବର୍ଷର ଆୟବ୍ୟୟ ପଠନ ସହିତ ଆସନ୍ତା ଅକ୍ଟୋବର ୩୧ ତାରିଖରୁ…
Read More...

ପୁନେରେ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀଙ୍କ ନୂଆଁଖାଇ ଭେଟ୍‌ଘାଟ୍‌ ଧୁମଧାମରେ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହାରଷ୍ଟ୍ର ପୁନେରେ ରହୁଥିବା ପ୍ରବାସୀ ପଶ୍ଚିମ ଓଡ଼ିଶାର ସମସ୍ତ ପରିବାର ମିଶି ନୂଆଁଖାଇ ଭେଟ୍‌ଘାଟ୍‌ ବହୁତ ଖୁସିରେ ଧୁମଧାମରେ ପାଳନ କରିଛନ୍ତି । ଓଡ଼ିଶାର ମହାନ ଗଣପର୍ବ । ଏହି ନିଆରା କୃଷି ଭିତ୍ତିକ ପର୍ବରେ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ ଓଡ଼ିଶା…
Read More...