ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ସ୍ୱାଗତ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର୍ ତାରାପ୍ରସାଦ ତ୍ରିପାଠୀଙ୍କ ସଭାପତିତ୍ୱରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଛି । ପ୍ରଫେସର୍ ତ୍ରିପାଠୀ!-->…
Read More...
Read More...