Browsing Tag

padmapur news

ସମନ୍ଵିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଡ଼ିଶା ସରକାରଙ୍କ ଦ୍ୱାରା ଜୁଲାଇ ୧ରୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଆରମ୍ଭ ହୋଇଥିବା ଏହି ସମନ୍ଵିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ କାର୍ଯ୍ୟକ୍ରମ ଆଜି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ଅନୁଷ୍ଠିତ
Read More...

ସମ୍ବଲପୁରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ୭୫ତମ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସମ୍ବଲପୁରୀର ୭୫ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବନଖଣ୍ଡ ଅଧିକାରୀ ସୁଦାମ ଜଗଦଳା, ମୁଖ୍ୟବକ୍ତା ଭାବେ ପ୍ରକୃତି ବନ୍ଧୁ ମୀନକେତନ ସାହୁ,
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଯୁବ ରେଡ୍‌କ୍ରସ୍‌ ଓ ଏନ୍. ଏସ୍. ଏସ୍.ର ମିଳିତ ଆନୁକୂଲ୍ୟରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ
Read More...

ଅସହାୟ ଏବଂ ଗରିବ ମହିଳାଙ୍କ ପାଇଁ ମାଗଣା ସିଲେଇ ପ୍ରଶିକ୍ଷଣ କେନ୍ଦ୍ର ଖୋଲିଲେ ଡା. ଶଙ୍କର ରାମଚନ୍ଦାନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନିଜର ସମାଜ ସେବା ଓ ଜନ କଲ୍ୟାଣକାରୀ କାର୍ଯ୍ୟ ପାଇଁ ସବୁବେଳେ ଡା. ଶଙ୍କର ରାମଚନ୍ଦାନୀ ଚର୍ଚ୍ଚାରେ ରହୁଥିବା ବେଳେ ଗତ ୨୧ ଜୁନରେ ନିଜ ମାଁଙ୍କ ଦେହାନ୍ତ ପରେ ନିଜ ମାଁ ସ୍ୱର୍ଗତ ଲଜବନ୍ତି ରାମଚନ୍ଦାନୀଙ୍କ ସ୍ମୃତିରେ ଅସହାୟ ଗରିବ ଓ ବିଧବା ମହିଳାଙ୍କ
Read More...

ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଜ ବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ମାଧ୍ୟମିକ ସ୍କୁଲ ଛାତ୍ରଛାତ୍ରୀଙ୍କର ଗଣିତ ବିଷୟରେ ଦକ୍ଷତା ବୃଦ୍ଧି ନିମନ୍ତେ ବରଗଡ ଶିକ୍ଷା ଜିଲ୍ଲା ପ୍ରାୟୋଜିତ ଏକ ଦିବସୀୟ ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...

ପଦ୍ମପୁର ଓକିଲ ସଂଘ ପକ୍ଷରୁ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଓକିଲ ସଂଘ ତରଫରୁ କ୍ୟାବିନେଟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଓକିଲ ସଂଘ ସଭାପତି ଆନନ୍ଦ କୁମାର ପଣ୍ଡା ଏବଂ ସମ୍ପାଦକ ଚିନ୍ମୟ କୁମାର ପଣ୍ଡା
Read More...

ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସମ୍ୱର୍ଦ୍ଧନା ସଭାରେ ଯୋଗଦେଇ ଓଡ଼ିଆ ଅସ୍ମିତା କଥାକୁ ତାଙ୍କ ମତରେ ଦୋହରାଇଥିବା ବେଳେ ଆଗାମୀ ଦିନରେ ଓଡିଆ ଭାଷାର ଉନ୍ନତି ପାଇଁ ମେଡ଼ିକାଲ୍‌ ସାଇନ୍ସ ପୁସ୍ତକ
Read More...

ପଦ୍ମପୁର ସାମ୍ବାଦିକ ସଂଘ ପକ୍ଷରୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶା ଓ ଛତିଶଗଡ଼ର ସୀମାନ୍ତରେ ଅବସ୍ଥିତ ପଦ୍ମପୁର ଉପଖଣ୍ଡ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଏଠାରେ ପ୍ରାୟତଃ ଗ୍ରାମାଞ୍ଚଳ ଗୁଡିକରେ ଜନବସତିରେ ବସବାସ କରନ୍ତି । ପଦ୍ମପୁର ଠାରେ ତତ୍‌କାଳୀନ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଲାଲ ରାଜେନ୍ଦ୍ର ସିଂ
Read More...

ପଦ୍ମପୁର ଗସ୍ତରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ବରଗଡ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୂତନ ସରକାର ଗଠନ ତଥା ମନ୍ତ୍ରୀ ଭାର ନେବା ପରେ ନିଜର ଶିକ୍ଷା ମାଟି ତଥା ପିଲା ଦିନ ସ୍ମୃତି ସାଇତି ଥିବା ପଦ୍ମପୁରକୁ ଗସ୍ତରେ ଆସିଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ତେବେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ସ୍ଥାନୀୟ ଶାସ୍ତ୍ରୀ ଛକ ଠାରେ ସ୍ୱାଗତ
Read More...

ଅଙ୍କିତା ନର୍ସରୀରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଜର୍ଜଗଡ଼ ସ୍ଥିତ ଅଙ୍କିତା ନର୍ସରୀରେ ମଙ୍ଗଳବାର, ବୁଧବାର ଦୁଇ ଦିନ ଧରି ବନ ମହୋତ୍ସବ ପାଳିତ ହୋଇଛି । ଏଠାରେ ଗାଁର ମହିଳାମାନେ ତଥା ଭାଇ ମାନେ ଗଛ କାଟିଲେ ପାପ ଲାଗଇ, ଗଛ ଲଗାଇଲେ ପୁଣ୍ୟ ହୁଅଇ, ଗୋଟିଏ ଗଛ ମା' ପାଇଁ, ବୋଲି ସ୍ଲୋଗାନ
Read More...