Browsing Tag

padmapur news

ଡଭା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଡଭା ଠାରେ ଯୁବକବି ସତ୍ୟଭୂଷଣ ସାହୁଙ୍କ ସଂଯୋଜନାରେ 'ମାଁ ପାଇଁ ଗଛଟିଏ' ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଯୁବ
Read More...

ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅନ୍ତର୍ଗତ ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ବନବିଭାଗର କର୍ମଚାରୀ ହେମସାଗର ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବୃକ୍ଷରୋପଣର ମହତ୍ତ୍ଵ ବିଷୟରେ ଆଲୋଚନା କରିଥିଲେ । ଆଚାର୍ଯ୍ୟ ହରେରାମ ସାହୁ
Read More...

ସାଂସଦ ପ୍ରଦୀପ ପୁରୋହିତଙ୍କୁ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶିକ୍ଷକ, ଅଭିଭାବକ, ଶିକ୍ଷାବିଦ୍, ଛାତ୍ରୀ ମାନଙ୍କ ଦ୍ଵାରା ଏକ ସମ୍ବର୍ଦ୍ଧନା ସଭା ପ୍ରଧାନ ଶିକ୍ଷକ ସୁଶାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ବରଗଡ଼ ସାଂସଦ ପ୍ରଦୀପ
Read More...

ପାଇକମାଲ ହାଇସ୍କୁଲରେ ସାଂସଦଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ନବନିର୍ବାଚିତ ସାଂସଦ ପୂର୍ବତନ ଛାତ୍ର ପ୍ରଦୀପ ପୁରୋହିତଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଉଛି । ଶ୍ରୀ ପୁରୋହିତଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନ
Read More...

ବ୍ଲକସ୍ତରୀୟ ପ୍ରେରଣା ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଛାତ୍ରଛାତ୍ରୀ ମାନଙ୍କର ଅନ୍ତର୍ନିହିତ ଗୁଣାବଳୀକୁ ପରିସ୍ଫୁଟନ କରିବା ଲକ୍ଷ୍ୟନେଇ ସ୍କୁଲ ଓ ସାକ୍ଷରତା ବିଭାଗ, ଶିକ୍ଷା ମନ୍ତ୍ରଣାଳୟ ଭାରତ ସରକାରଙ୍କ ପ୍ରାୟୋଜିତ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓଡ଼ିଶା ସରକାରଙ୍କ ଆନୁକୁଲ୍ୟରେ ବିକଶିତ ଭାରତ ୨୦୪୭ କୁ
Read More...

ପଦ୍ମପୁର ବିଧାନସଭା ଭାରତୀୟ ଜନତା ପାର୍ଟିର ସମୀକ୍ଷା ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ପଦ୍ମାବତୀ ଲଜ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ନବରଙ୍ଗପୁର ପୂର୍ବତନ ସାଂସଦ ପର୍ଶୁରାମ ମାଝୀ ଯୋଗଦାନ କରି ନିର୍ବାଚନରେ କାର୍ଯ୍ୟକର୍ତ୍ତାଙ୍କ ସକ୍ରିୟତା, ପ୍ରଚାର ସାମଗ୍ରୀର ବିତରଣ ଓ ବ୍ୟବହାର, ପ୍ରାର୍ଥୀଙ୍କ
Read More...

ମେଲଛାମୁଣ୍ଡା ଗ୍ରାମପଞ୍ଚାୟତରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ମେଲଛାମୁଣ୍ଡା ଗ୍ରାମ ପଞ୍ଚାୟତରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମେଲଛାମୁଣ୍ଡା ସରପଞ୍ଚ ପ୍ରତ୍ୟୁଷ ରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ଏକ ବୈଠକରେ ପ୍ରକୃତିବଂଧୁ ମୀନକେତନ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ହେରା ପଞ୍ଚମୀରେ ଲକ୍ଷ୍ମୀ ଭାଙ୍ଗିଲେ ରଥ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ମନ୍ଦିରରୁ ମହାଲକ୍ଷ୍ମୀ ତାଙ୍କ ରଥରେ ବାହାରି ପାଇକମାଲ ମାଉସୀ ମାଁ ମନ୍ଦିର ନିକଟକୁ ଆସିଥିଲେ । ମାଉସା ମାଁ ଘର ସମୁଖରେ ଥିବା ମହାପ୍ରଭୁ ଜଗନ୍ନାଥଙ୍କ ରଥକୁ ରାଗରେ ଭାଙ୍ଗିଥିଲେ । ସ୍ୱିତିୟା ଦିନ ମହାପ୍ରଭୁ ଜଗନ୍ନାଥ ତାଙ୍କ ବଡଭାଇ,
Read More...

ଯୋଖିପାଲି ରଥଯାତ୍ରାର ନିଆରା ପରମ୍ପରା :୧୦ ଦିନ ପର୍ଯ୍ୟନ୍ତ ରଥାରୁଢ଼ ହୁଅନ୍ତି ତିନି ଠାକୁର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜଗନ୍ନାଥ ସ୍ୱାମୀ ନୟନ ପଥଗାମୀ ଭବ ତୁମେ! ପ୍ରଭୂ ଜଗନ୍ନାଥଙ୍କ ଲୀଳା ସବୁଠାରୁ ନିଆରା । ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ଵିତୀୟା ଦିନ ପ୍ରଭୁ ଜଗନ୍ନାଥ ତାଙ୍କ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହ ଶ୍ରୀଗୁଣ୍ଡିଚା ମନ୍ଦିରକୁ ରଥରେ ଯାଇଥାନ୍ତି । ପୁରୀ
Read More...

ବ୍ରାହ୍ମଣଡିହି ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସ୍ଥିତ ବ୍ରାହ୍ମଣଡିହି ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଧାନ ଶିକ୍ଷକ ଗୁରୁବାରୁ ମିରିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱ ଅବଧାନରେ ସ୍କୁଲ ପରିସରରେ ବୃକ୍ଷରୋପଣ କରାଯାଇଥିଲା । ଏହି
Read More...