ଜେନିଥ ଲାଇନ୍ସ ଗୁରୁକୁଳରେ ସମ୍ବଲପୁରୀ ଦିବସ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ଅଗଷ୍ଟ ୧ ତାରିଖରେ ସମ୍ବଲପୁରୀ ଦିବସ ଭାବରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଣ୍ଡୋସିଲ କଲେଜର ଓଡିଆ ଅଧ୍ୟାପକ ସନ୍ତୋଷ ସିଂହ ଠାକୁର!-->…
Read More...
Read More...