ପଦ୍ମପୁର ଓକିଲ ସଂଘ ତରଫରୁ ନବନିର୍ବାଚିତ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସଂଘର ସଭାପତି ଆନନ୍ଦ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଓକିଲ ସଂଘର ସଭାଗୃହରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ନବନିର୍ବାଚିତ ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କୁ ସଂଘ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଂଘର!-->…
Read More...
Read More...