Browsing Tag

padmapur news

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଶିକ୍ଷା ବିକାଶ ସମିତି ବିଦ୍ୱତ୍ ପରିଷଦ ସଭାପତି ଡ. ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବୃକ୍ଷରୋପଣର ମହତ୍ତ୍ଵ ବିଷୟରେ ଆଲୋଚନା କରିଥିଲେ ।…
Read More...

ରାଜବୋଡ଼ା ସମ୍ବର୍ ହାଇସ୍କୁଲରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପୃଥିବୀ ପୃଷ୍ଠରେ ବଢ଼ୁଥିବା ତାପମାତ୍ରା ଓ ଅସନ୍ତୁଳିତ ପାଣିପାଗର ଏକ ମାତ୍ର ଉପାୟ ହେଉଛି ବ୍ୟାପକ ବୃକ୍ଷରୋପଣ । ଜୁଲାଇ ମାସ ହିଁ ବୃକ୍ଷରୋପଣ କରିବାର ଉପଯୁକ୍ତ ସମୟ ଯଦିଓ ଜୁଲାଇ ପ୍ରଥମ ସପ୍ତାହକୁ ବନ ମହୋତ୍ସବ ଭାବରେ ପାଳନ କରାଯାଉଛି । ଏହି କ୍ରମରେ…
Read More...

ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଥମ ଶ୍ରେଣୀର ଅଭିଭାବକ, ଅଭିଭାବିକା ମାନଙ୍କ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭାପତି ପୃଥିରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ଶିଶୁର ଭାଷା ଶିକ୍ଷାରେ…
Read More...

ବିଧାୟିକା ବର୍ଷାଙ୍କ ସହ ସାମ୍ବାଦିକଙ୍କ ସୌଜନ୍ୟମୂଳକ ସାକ୍ଷାତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହାଙ୍କୁ ପଦ୍ମପୁର ଉପଖଣ୍ଡ ସାମ୍ବାଦିକ ମାନେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ନୃସିଂହନାଥ ବିନ୍ଧ୍ୟବାସିନୀ ଅତିଥି ଭବନରେ ସୋମବାର ଝାରବନ୍ଧ, ପାଇକମାଲ, ପଦ୍ମପୁରର ସାମ୍ବାଦିକ ପ୍ରତିନିଧି ତାଙ୍କୁ ଉପଢୌକନ…
Read More...

ପଦ୍ମପୁରରେ ରଥଯାତ୍ରା ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ରାଜପଡା ଠାରୁ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ ହୋଇ ରାଜପଡା କମିଟି ଓ ପଦ୍ମପୁର ସହିତ ଆଖପାଖ ଗାଁର ଶ୍ରଦ୍ଧାଳୁ ରଥ ଟାଣି ନେଇଥିଲେ । ଝିପି ଝିପି ବର୍ଷା ସତ୍ୱେ ବହୁତ ଭିଡ଼ ପରିଲକ୍ଷିତ ହୋଇଥିଲା । ସନ୍ଧ୍ୟାରେ ଭେଉଁରିଆ ଛକ ରଥ…
Read More...

ସାଂସଦ ପ୍ରଦୀପ ପୁରୋହିତଙ୍କୁ ପଦ୍ମପୁର ଉପଖଣ୍ଡ ସ୍ତରୀୟ ସାମ୍ବାଦିକ ସଂଘର କର୍ମକର୍ତ୍ତା ମାନେ ଭେଟିଲେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କୁ ତାଙ୍କ ପାଇକମାଲ ବାସ ଭବନରେ ପଦ୍ମପୁର ଉପଖଣ୍ଡ ସ୍ତରୀୟ ସାମ୍ବାଦିକ ସଂଘର କର୍ମକର୍ତ୍ତା ମାନେ ସୋମବାର ସାକ୍ଷାତ କରି ଉପଢୌକନ ସହ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ । ହଠାତ୍‌ ସାମ୍ବାଦିକ ମାନଙ୍କୁ ତାଙ୍କ ବାସ…
Read More...

ନୃସିଂହନାଥ ରଥଯାତ୍ରାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଛେରା ପହରା କଲେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ମନ୍ଦିରରେ ରବିବାର ଭକ୍ତ ମାନଙ୍କର ପ୍ରବଳ ଭିଡ ହୋଇଥିଲା । ତିନି ଠାକୁର ମାନଙ୍କୁ ବ୍ରଜ୍ଝହ୍ମଣ ସମାଜର କର୍ମକର୍ତ୍ତା ମାନେ ନୂତନ ବସ୍ତ୍ର ପିନ୍ଧାଇ ବେଶଭୁଷା କରି ଫୁଲ ଚନ୍ଦନ ତୁଳସୀ ମାଳା ସହ…
Read More...

‘ବାଟ୍ କଢୁଆଲ୍’ ସମ୍ବଲପୁରୀ ପତ୍ରିକା ଲୋକାର୍ପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁବୁଡା ଗ୍ରାମରେ ସୁରେନ୍ଦ୍ର ମେହେରଙ୍କ ସଂପାଦନାରୁ 'ବାଟ୍ କଢୁଆଲ୍' ସମ୍ବଲପୁରୀ ବାର୍ଷିକ ସାହିତ୍ୟ ପତ୍ରିକା ପ୍ରକାଶିତ ହୋଇ ଆସୁଥିଲା । ରଥଯାତ୍ରା ଅବସରରେ ବାଟ୍ କଢୁଆଲ୍ ପତ୍ରିକାର ନବ କଳେବର କରାଯାଇଛି ତଥା ବାର୍ଷିକ…
Read More...

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ପଦ୍ମିନୀ ଦାସଙ୍କ ଉପସ୍ଥିତିରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ ମୁଖ୍ୟ ଅତିଥି ଭାବେ ବିଜେପୁର ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟକ ସନତ କୁମାର ଗଡତିଆ,…
Read More...

ପାଇକମାଲ ଠାରେ ବ୍ଲକସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେରଣାଦାୟୀ ନେତୃତ୍ୱରେ କୋଟି କୋଟି ଭାରତୀୟଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଗତ ୨୦୨୩ ମସିହାରୁ ଶୁଭ ଉଦ୍‌ଘାଟନ ହୋଇଥିଲା । ନୀତି ଆୟୋଗଙ୍କ ଦ୍ୱାରା ପରିଚାଳିତ ଏହି ଅଭିଯାନ…
Read More...