ବୃକ୍ଷରୋପଣ କଲେ ସରପଞ୍ଚ ସୁବାସିନୀ ନନ୍ଦ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଛିନ୍ଦେଇକେଲା ଉଚ୍ଚ ବିଦ୍ୟାଳୟ ପରିସରରେ ସରପଞ୍ଚ ଶ୍ରୀମତୀ ସୁବାସିନୀ ନନ୍ଦ ଓ ନନ୍ଦିକିଶୋର ନନ୍ଦ ବୃକ୍ଷରୋପଣ କରିଛନ୍ତି । ଏକ ସ୍ୱତନ୍ତ୍ର ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି, ମୋ ସ୍କୁଲ ଅଭିଯାନ ତଥା ସମସ୍ତ ଶିକ୍ଷକ ଉପସ୍ଥିତ ଥିଲେ ।!-->…
Read More...
Read More...