Browsing Tag

padmapur news

ପାଇକମାଲ ହାଇସ୍କୁଲକୁ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇ ଥିବାରୁ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ କୁମାର ପୁରୋହିତ ସମ୍ବର୍ଦ୍ଧନା ଜଣାଇଥିଲେ । ସର୍ବଶ୍ରେଷ୍ଠ ପ୍ରଧାନ ଶିକ୍ଷକ ଭାବେ
Read More...

ମୁରଲୀ କ୍ରିଷ୍ଣା ଫାଉଣ୍ଡେସନ ଦ୍ୱାରା ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳାଠାରେ ମୁରଲୀ କ୍ରିଷ୍ଣା ଫାଉଣ୍ଡେସନ ଦ୍ୱାରା ଏବଂ ଲକ୍ଷୟନ୍ସ କ୍ଲବ ପାଇକମାଲ ଓ ନୃସିଂହ ମେଡିକାଲ ଷ୍ଟୋର ପାଇକମାଲର ମିଳିତ ସହଯୋଗରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ହୋଇଯାଇଛି । ସର୍ବମୋଟ ୬୯୦ ଜଣ ରୋଗୀ ବିଭିନ୍ନ
Read More...

ପଦ୍ମପୁର ମହାବିଦ୍ୟାଳୟରେ ଜାତୀୟ ଆଲୋଚନାଚକ୍ରର ଉଦ୍‌ଯାପନୀ ଉତ୍ସବ

ଶିକ୍ଷାର ଲକ୍ଷ୍ୟ ହେଲା ମଣିଷକୁ ମଣିଷ କରିବା : ପ୍ରଫେସର ଅରବିନ୍ଦ କୁମାର ଝା ପଦ୍ମପୁର, (ନିରୋଜ କୁମାର ପାଣୀ) : ସେହି ଶିକ୍ଷାକୁ ଶିକ୍ଷା ବୋଲି କୁହା ଯିବ ନାହିଁ ଯେଉଁ ଶିକ୍ଷା ମଣିଷକୁ ମଣିଷ ରୂପରେ ଗଢି ପରେନାହିଁ । ଶିକ୍ଷଣର ଫଳାଫଳ ହେଉଛି ଶିକ୍ଷାର ଏକ ମୁଖ୍ୟ ଅଂଶ । ଏହାକୁ ଆଧାର
Read More...

ପ୍ରଧାନ ଶିକ୍ଷକଙ୍କ ମାସିକ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକସ୍ତରୀୟ ହାଇସ୍କୁଲ ପ୍ରଧାନ ଶିକ୍ଷକମାନଙ୍କ ପଞ୍ଚମ ମାସିକ ସମ୍ମିଳନୀ ଆଜି ସରକାରୀ ଉଚ୍ଚ ବିଦ୍ୟାଳୟ ଗୌରେନମୁଣ୍ଡାଠାରେ ଅନୁଷ୍ଠିତ ହୋଇଯାଇଛି । ଗାଇସିଲାଟ ବ୍ଲକ ଶିକ୍ଷା ଅଧିକାରୀ ରାମଲାଲ ବରିହା ଏହି କର୍ମଶାଳାଟିକୁ
Read More...

ଜାତୀୟ କୃମିନାଶକ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଜାତୀୟ କୃମିନାଶକ ଦିବସ ପାଳିତ ହୋଇଯାଇଛି । ଶିକ୍ଷକ ପ୍ରମୋଦ ନାଥ, ଶ୍ରୀମତୀ ନନ୍ଦିନୀ ମିଶ୍ର ଓ ଲେଖ୍ରୃ ବାରିକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ଛାତ୍ରଛାତ୍ରୀଙ୍କୁ କୃମି ଔଷଧ
Read More...

ପଞ୍ଚମ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ବ୍ଲକ୍ ଅନ୍ତର୍ଗତ ସମସ୍ତ ୫-ଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କ ମାସିକ ସମୀକ୍ଷା ବୈଠକ ଲୋହାରପାଲି ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ମହାମାୟା ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାମାୟା ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ପ୍ରଥମରୁ ନବମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର ବିଜ୍ଞାନ ପ୍ରକଳ୍ପ ମାଧ୍ୟମରେ ବର୍ତ୍ତମାନର ପରିସ୍ଥିତିକୁ କିପରି ଭାବରେ
Read More...

ଅଞ୍ଚଳ ମହାବିଦ୍ୟାଳୟରେ ଜାତୀୟ ଆଲୋଚନାଚକ୍ରର ଉଦ୍‌ଘାଟନୀ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଜାତୀୟ ଶିକ୍ଷା ନୀତି- ୨୦୨୦ ଉପରେ ଏକ ଜାତୀୟ ଆଲୋଚନାଚକ୍ର ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଉଦ୍‌ଘାଟିତ ହୋଇଯାଇଛି । ଅଧ୍ୟକ୍ଷ ଶ୍ରୀ ପଣ୍ଡା ଅତିଥିମାନଙ୍କୁ ଆଲୋଚନାଚକ୍ରରେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ୩ ଜଣ ଶିକ୍ଷକଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ସଭାପତି ପୃଥିରାଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦକ
Read More...

ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଏକ ପରିବେଶ ସଚେତନତା କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରକୃତିବନ୍ଧୁ ମୀନକେତନ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରିବେଶ
Read More...