Browsing Tag

padmapur news

ଡଙ୍ଗାଘାଟ ଗ୍ରାମ ପଞ୍ଚାୟତରେ ଶିଶୁଟିଏ ଗଛଟିଏ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଡଙ୍ଗାଘାଟ ଗ୍ରାମ ପଞ୍ଚାୟତର ପଥୁରି ଗ୍ରାମରେ ଶିଶୁଟିଏ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡଙ୍ଗାଘାଟ ସରପଞ୍ଚ ଶଙ୍କର୍ଷଣ ନାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚ ସମ୍ପାଦକ ପ୍ରକୃତି…
Read More...

ଛୋଟଅନକି ଗ୍ରାମରେ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନମୁଦ ମହୋତ୍ସବ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ଛୋଟଅନକି ଗ୍ରାମରେ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନମୁଦ ଓ ଅଷ୍ଟପ୍ରହରୀ ନାମଯଜ୍ଞ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଦୁଇ ଦିନ ଧରି ରତ୍ନମୁଦ ମହୋତ୍ସବ ଚାଲିଥିଲା । ପ୍ରଥମ ଦିନରେ ବିରାଟ କଳସ ଶୋଭାଯାତ୍ରାରେ…
Read More...

ବନାଗ୍ନି ପ୍ରତିକାର ପରିଚାଳନା ଓ ପ୍ରଶିକ୍ଷଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ବନ୍ୟାଞ୍ଚଳ ଆନୁକୁଲ୍ୟରେ ଜାମସେଠ ସେକ୍ସନ୍‌ର ଭୂଇଁଖାର ଗ୍ରାମରେ ଏକ ଦିବସୀୟ ବନାଗ୍ନି ପ୍ରତିକାର ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବନ୍ୟାଞ୍ଚଳ ଅଧିକାରୀ ରାଜେନ୍ଦ୍ର କୁମାର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ…
Read More...

ପଦ୍ମପୁରକୁ ଜିଲ୍ଲା ଘୋଷଣା ଦାବିକୁ ନେଇ ଗୋରୁବାଜର ଠାରେ ସମାବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳବାସୀ ଦୀର୍ଘ ଦିନ ଧରି ଆନ୍ଦୋଳନ କରି ଚାଲିଥିବା ବେଳେ ଗତ ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କ ଇଚ୍ଛା ସାକାର ହେବ ବୋଲି ନିର୍ବାଚନ ସଭାରେ ଘୋଷଣା କରିଥିଲେ । ଗତ ଉପନିର୍ବାଚନ ସମୟରେ ୨୦୨୩ ଡିସେମ୍ବର ୩୧ସୁଦ୍ଧା…
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃଭାଷା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଶ୍ୱ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବାଳିକା ଉଚ୍ଚ ବିଦ୍ୟାଳୟର ଅବସର ପ୍ରାପ୍ତ ସାହିତ୍ୟ ଶିକ୍ଷକ ବୃନ୍ଦାବନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ମାତୃଭାଷା ଦିବସ…
Read More...

ଜନ ଭାରତ ରଙ୍ଗ ଅବସରରେ ସଚେତନ ହେମାର ନାଟକ ପରିବେଷଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଭାରତୀୟ ନାଟ୍ୟ ବିଦ୍ୟାଳୟ ନୂଆଦିଲ୍ଲୀ ତଥା ସଂସ୍କୃତି ମନ୍ତ୍ରାଳୟ ଭାରତ ସରକାରଙ୍କ ଆନୁକୂଲ୍ୟରେ ସଚେତନ ହେମା ଅନୁଷ୍ଠାନ ଦ୍ୱାରା ପଞ୍ଚପ୍ରାଣ ଉପରେ ଆଧାରିତ ନାଟକ 'ନିଅ ଫେରିଆସେ ସୁନାର ଚଡେଇ' ପ୍ରଦର୍ଶିତ ହୋଇଛି ।…
Read More...

ଜଙ୍ଗଲ ନିଆଁ ନିରାକରଣ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ବନଖଣ୍ଡ ପଦ୍ମପୁର ବନାଞ୍ଚଳ ତରଫରୁ ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ ଜମରତଲା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜଙ୍ଗଲ ନିଆଁ ନିରାକରଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବନାଞ୍ଚଳ ଅଧିକାରୀ ସୁଦାମ ଜଗଦଲ୍ଲାଙ୍କ…
Read More...

ଅମଠି ଗ୍ରାମ ପଞ୍ଚାୟତରେ ସଚେତନତା କାର୍ଯ୍ୟକ୍ରମ : ବରଗଡ଼ ଜିଲ୍ଲା ଚମ୍ପିୟାନ ମହିଳା କ୍ରିକେଟ ଦଳକୁ ସମ୍ବର୍ଦ୍ଧିତ କଲେ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଅମଠି ଗ୍ରାମ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅମଠି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଯୋଗ…
Read More...

ପ୍ରକୃତି ପ୍ରେମୀ ଗୋବର୍ଦ୍ଧନ ଅଗ୍ରୱାଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକର ଜଣାଶୁଣା ବ୍ୟକ୍ତିତ୍ୱ ସମାଜସେବୀ ଗୋବର୍ଦ୍ଧନ ଅଗ୍ରୱାଲ । ଯିଏ କି ଗୋବର୍ଦ୍ଧନ ଭାଇ ନାମରେ ପରିଚିତ ଏବଂ ପାଇକମାଲ ଲାୟନ୍ସ କ୍ଲବର ସଭାପତି । ବର୍ଷ ସାରା ଦୁଃଖୀ, ଗରିବଙ୍କ ସେବା କରିବା ସଙ୍ଗେ ସଙ୍ଗେ ପରିବେଶ ସୁରକ୍ଷା ପାଇଁ କାର୍ଯ୍ୟ କରି…
Read More...

ରାଜ ବୋରାସମ୍ବର ବ୍ଲକ ସ୍ତରୀୟ ବେଟି ବଚାଓ ବେଟି ପଢ଼ାଓ ଓ ବ୍ଲକ ସ୍ତରୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ବେଟି ବଚାଓ ବେଟି ପଢ଼ାଓ ଓ ବ୍ଲକ ସ୍ତରୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମାର୍ଦ୍ଧରେ ଚାରିଗୋଟି ଜୋନର ବାଳିକାମାନଙ୍କ ମଧ୍ୟରେ ଏକ ସୌହାର୍ଦ୍ଧ୍ୟପୂର୍ଣ୍ଣ ଫୁଟବଲ ମ୍ୟାଚ୍‌ ଅନୁଷ୍ଠିତ…
Read More...