Browsing Tag

padmapur news

ସୀମାନ୍ତ ଝାରବନ୍ଧ ବ୍ଲକରେ ‘ଚା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିକଶିତ ରାଷ୍ଟ୍ର ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ କଲ୍ୟାଣକାରୀ ଯୋଜନାକୁ ଜନସାଧାରଣଙ୍କ ମଧ୍ୟରେ ସଚେତନତା କରିବାର ଉଦ୍ଦେଶ୍ୟ ନେଇ ଭାରତୀୟ ଜନତା ପାର୍ଟି ତରଫରୁ ଆଜି ଝାରବନ୍ଧର ଚାନ୍ଦିନୀ ଚୌକଠାରେ "ଚା ପେ ଚର୍ଚ୍ଚା"…
Read More...

ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ନେଇ ସ୍ମାରକପତ୍ର ପ୍ରଦାନ କଲା ପ୍ରାଥମିକ ଶିକ୍ଷକ ସଂଘ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ବିଭିନ୍ନ ସମସ୍ୟା ନେଇ ଉଠାଇଲା ଦାବି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ, ବିଡ଼ିଓ, ବିଇଓଙ୍କୁ ସଂଘ ଦେଇଛି ସ୍ମାରକପତ୍ର । ବିଇଓଙ୍କ ମାଧ୍ୟମରେ…
Read More...

ଆନ୍ତର୍ଜାତୀୟ ଆଥେଲେଟିକ୍‌ ସୂର୍ଣ୍ଣ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆନ୍ତର୍ଜାତୀୟ ମାଷ୍ଟର୍ସ୍ କ୍ରୀଡାବିତ୍ ତଥା ଚଳିତ ଖେଲୋ ଇଣ୍ଡିଆ ଜାତୀୟ ମାଷ୍ଟର୍ସ ଗେମ୍ ଦିଲ୍ଳୀଠାରେ ଆୟୋଜିତ ପ୍ରତିଯୋଗିତାର ହ୍ୟାଟ୍ରିକ୍ ସ୍ୱର୍ଣ୍ଣ ବିଜେତା (ଆଥେଲେଟିକ୍‌) ସନ୍ତୋଷ କୁମାର ପଧାନଙ୍କୁ ପାଇକମାଲ ସ୍ଥିତ ବିଜେପି କାର୍ଯ୍ୟାଳୟରେ ପଦ୍ମପୁର…
Read More...

ଦେଖ ଦେଖ ଛେକ ଛେକରେ ଚାଲିଛି ଡାକ୍ତରଖାନା : ଡାକ୍ତର ଏବଂ ନର୍ସ ପଦବୀ ପୂରଣ ହେବ କେବେ, ସାଧାରଣରେ ଅସନ୍ତୋଷ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଟି ଦେଖ ଦେଖ ଛେକ ଛେକରେ ଚାଲିଛି । ଦୀର୍ଘଦିନ ହେଲା ଅଚଳାବସ୍ଥା ଲାଗି ରହିଛି । ଏହି ସି.ଏଚ୍‌.ସିରେ ଡାକ୍ତର ଯଥା-ଭେଷଜ ବିଭାଗୀୟ ଡାକ୍ତର, ଶିଶୁରୋଗ ବିଶେଷଜ୍ଞ, ଦନ୍ତରୋଗ…
Read More...

ପାଇକମାଲ ହାଇସ୍କୁଲକୁ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇ ଥିବାରୁ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ କୁମାର ପୁରୋହିତ ସମ୍ବର୍ଦ୍ଧନା ଜଣାଇଥିଲେ । ସର୍ବଶ୍ରେଷ୍ଠ ପ୍ରଧାନ ଶିକ୍ଷକ ଭାବେ…
Read More...

ମୁରଲୀ କ୍ରିଷ୍ଣା ଫାଉଣ୍ଡେସନ ଦ୍ୱାରା ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳାଠାରେ ମୁରଲୀ କ୍ରିଷ୍ଣା ଫାଉଣ୍ଡେସନ ଦ୍ୱାରା ଏବଂ ଲକ୍ଷୟନ୍ସ କ୍ଲବ ପାଇକମାଲ ଓ ନୃସିଂହ ମେଡିକାଲ ଷ୍ଟୋର ପାଇକମାଲର ମିଳିତ ସହଯୋଗରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ହୋଇଯାଇଛି । ସର୍ବମୋଟ ୬୯୦ ଜଣ ରୋଗୀ ବିଭିନ୍ନ…
Read More...

ପଦ୍ମପୁର ମହାବିଦ୍ୟାଳୟରେ ଜାତୀୟ ଆଲୋଚନାଚକ୍ରର ଉଦ୍‌ଯାପନୀ ଉତ୍ସବ

ଶିକ୍ଷାର ଲକ୍ଷ୍ୟ ହେଲା ମଣିଷକୁ ମଣିଷ କରିବା : ପ୍ରଫେସର ଅରବିନ୍ଦ କୁମାର ଝା ପଦ୍ମପୁର, (ନିରୋଜ କୁମାର ପାଣୀ) : ସେହି ଶିକ୍ଷାକୁ ଶିକ୍ଷା ବୋଲି କୁହା ଯିବ ନାହିଁ ଯେଉଁ ଶିକ୍ଷା ମଣିଷକୁ ମଣିଷ ରୂପରେ ଗଢି ପରେନାହିଁ । ଶିକ୍ଷଣର ଫଳାଫଳ ହେଉଛି ଶିକ୍ଷାର ଏକ ମୁଖ୍ୟ ଅଂଶ । ଏହାକୁ ଆଧାର…
Read More...

ପ୍ରଧାନ ଶିକ୍ଷକଙ୍କ ମାସିକ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକସ୍ତରୀୟ ହାଇସ୍କୁଲ ପ୍ରଧାନ ଶିକ୍ଷକମାନଙ୍କ ପଞ୍ଚମ ମାସିକ ସମ୍ମିଳନୀ ଆଜି ସରକାରୀ ଉଚ୍ଚ ବିଦ୍ୟାଳୟ ଗୌରେନମୁଣ୍ଡାଠାରେ ଅନୁଷ୍ଠିତ ହୋଇଯାଇଛି । ଗାଇସିଲାଟ ବ୍ଲକ ଶିକ୍ଷା ଅଧିକାରୀ ରାମଲାଲ ବରିହା ଏହି କର୍ମଶାଳାଟିକୁ…
Read More...

ଜାତୀୟ କୃମିନାଶକ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଜାତୀୟ କୃମିନାଶକ ଦିବସ ପାଳିତ ହୋଇଯାଇଛି । ଶିକ୍ଷକ ପ୍ରମୋଦ ନାଥ, ଶ୍ରୀମତୀ ନନ୍ଦିନୀ ମିଶ୍ର ଓ ଲେଖ୍ରୃ ବାରିକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ଛାତ୍ରଛାତ୍ରୀଙ୍କୁ କୃମି ଔଷଧ…
Read More...

ପଞ୍ଚମ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ବ୍ଲକ୍ ଅନ୍ତର୍ଗତ ସମସ୍ତ ୫-ଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କ ମାସିକ ସମୀକ୍ଷା ବୈଠକ ଲୋହାରପାଲି ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…
Read More...