Browsing Tag

padmapur news

ଦ୍ୱାଦଶ ପଧାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପୁରସ୍କୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବୁଧବାର ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପଧାନ ରାଜ୍ୟର ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ରୂପେ ମୁଖମନ୍ତ୍ରୀ ଶିକ୍ଷା ପୁରସ୍କାରରେ ପୁରସ୍କୃତ…
Read More...

ଡୁମ୍ବେରବାହାଲ ସ୍କୁଲକୁ ଏକକାଳୀନ ତିନୋଟି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ଡୁମ୍ବେରବାହାଲ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଏକକାଳୀନ ତିନୋଟି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ…
Read More...

କୃତି ଇଂରାଜୀ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ତଥା କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କୁ ଇଂରାଜୀ ବିଷୟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୩-୨୪ ପ୍ରଦାନ କରାଯାଇଛି । ଏଠି ଉଲ୍ଲେଖ ଯୋଗ୍ୟ ଯେ ଶ୍ରୀ…
Read More...

ଅଞ୍ଚଳ ମହାବିଦ୍ୟାଳୟରେ ‘ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା’ର ଉଦ୍‌ଯାପନୀ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ନିଜ ଅଭିଭାଷଣରେ ଶ୍ରୀ ପଣ୍ଡା ଜିଲ୍ଲାସ୍ତରରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ…
Read More...

ବିଜେପି ମୁଖପାତ୍ର ପ୍ରଦୀପ ପୁରୋହିତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ପୂର୍ବତନ ବିଧାୟକ ତଥା ବିଜେପିର ବରିଷ୍ଠ ନେତା ପ୍ରଦୀପ ପୁରୋହିତ ବିଜେପି ରାଜ୍ୟ ମୁଖପାତ୍ର ଭାବେ ମନୋନୀତ ହୋଇଛନ୍ତି । ଏହି ଖବର ଶୁଣିଲା ପରେ ପଦ୍ମପୁର ବିଜେପି ମହଲରେ ଖୁସିର ଲହରୀ ଖେଳିଯାଇଛି । ବିଜେପିର ପଦାଧିକାରୀ, ନିର୍ବାଚିତ…
Read More...

ପାଇକମାଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ଓ ଷ୍ଟାପ୍‌ ନିଯୁକ୍ତି ପାଇଁ ବିଜେପି ପକ୍ଷରୁ ଜିଲ୍ଲା…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ସ୍ଥିତ ଗୋଷ୍ଠୀ ସ୍ୟାସ୍ଥ୍ୟ କେନ୍ଦ୍ରରେ ଦୀର୍ଘଦିନ ଧରି ବିଶେଷଜ୍ଞ ଡାକ୍ତର ଓ ଷ୍ଟାପ୍‌ ପଦବୀ ନିଯୁକ୍ତି ନେଇ ବିଜେପି ପକ୍ଷରୁ ଜିଲ୍ଲା ଚିକିତ୍ସାଧିକାରୀଙ୍କୁ ଏକ ସମ୍ମିଳିତ ଦାବି ପତ୍ର ପ୍ରଦାନ କରାଯାଇଛି । ସୂଚନା ଅନୁଯାୟୀ…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମର ଉଦ୍‌ଯାପନୀ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମେଳନ ପ୍ରକୋଷ୍ଠରେ ଛାତ୍ରୀମାନଙ୍କ ପାଇଁ ଆତ୍ମସୁରକ୍ଷା ତାଲିମର ଉଦ୍‌ଯାପନୀ ଉତ୍ସବ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମଟି ଗତ ଜାନୁଆରୀ ୧୨ ତାରିଖରୁ ୨୯ ତାରିଖ…
Read More...

ବରଗଡ଼ ଜିଲ୍ଲା ତୈଲିକ ବୈଶ୍ୟ ସାହୁ ସମାଜର ଜିଲ୍ଲା କମିଟି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ତୈଲିକ ବୈଶ୍ୟ ସାହୁ ସମାଜର ଜିଲ୍ଲା କମିଟିର ବୈଠକ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ସ୍ଥିତ ସମାଜର ଧର୍ମଶାଳାଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଭିକାରି ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବନ ବିହାର ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବନ ବିହାର ସ୍ଥାନୀୟ ଭଗତପୁର ସ୍ଥିତ ଭୋଇ ସାଗର ଡ୍ୟାମଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କେର୍ମେଲାବାହାଲ ସରପଞ୍ଚ ଶ୍ରୀମତୀ ମମତା ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ୱଳନ କରିଥିଲେ ।…
Read More...

ପାଇକମାଲ କୃଷି ବିଭାଗରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସାରା ଭାରତରେ ୭୫ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ପାଇକମାଲ କୃଷି ନିର୍ଦ୍ଦେଶାଳୟଠାରେ ମଧ୍ୟ ପତାକା ଉତ୍ତୋଳନ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କୃଷି ନିର୍ଦ୍ଦେଶାଳୟଠାରେ ଆତ୍ମା ସଭାପତି ଯୋଗେନ୍ଦ୍ର ଭୋଇ ପତାକା ଉତ୍ତୋଳନ କଲେ ଏବଂ…
Read More...