Browsing Tag

padmapur news

ପଦ୍ମପୁର ଶିଶୁ ବିଦ୍ୟା ମନ୍ଦିରରେ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ସମ୍ପାଦକ ଜନକଲାଲ ମେହେର ଦୀପ ପ୍ରଜ୍ୱଳନ ପୂର୍ବକ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡ଼ରେ ଅଭିଭାଦନ ଗ୍ରହଣ କରିଥିଲେ ।…
Read More...

ଛିନ୍ଦେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଳକ ଛିନ୍ଦେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାଡ଼ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଖେଳ ଶିକ୍ଷକ ଶ୍ରବଣ ମେହେର ଏବଂ ହେମସାଗର ସାହୁଙ୍କ ନେତୃତ୍ୱରେ ପ୍ରାତଃରେ ପ୍ରଭାତ ଫେରି କରି ଛାତ୍ରଛାତ୍ରୀମାନେ ନଗର…
Read More...

ଗଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡସମ୍ବର ବ୍ଲକ ଶିକ୍ଷା ଅଫିସ ପରିସର ମଧ୍ୟରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଲୋକନାଥ ଭୋଇ ପତାକା ଉତ୍ତୋଳନ କରି ଗଣତନ୍ତ୍ର ଦିବସର ମହତ୍ତ୍ୱ ସମ୍ପର୍କରେ ତାଙ୍କର ବକ୍ତବ୍ୟ ରଖିବା ସହ ସମସ୍ତଙ୍କୁ ଶୁଭେଚ୍ଛା…
Read More...

୭୫ତମ ଗଣନ୍ତ୍ରତ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ୭୫ତମ ଗଣନ୍ତ୍ରତ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀ ଜାତୀୟ ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ନିଜ ଭିତରେ…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ପତାକା ଉତ୍ତୋଳନ କରି ନିଜ ଅଧିକାର ସାବ୍ୟସ୍ତ କରିବା…
Read More...

ପଦ୍ମପୁର ଓ ପାଇକମାଲରେ ନମୋ ନବ ମତଦାତା ସମ୍ମିଳନୀ ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ଯୁବ ମୋର୍ଚ୍ଚା ଦ୍ୱାରା ନୂତନ ଭୋଟରଙ୍କୁ ନେଇ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆହ୍ୱାନ କ୍ରମେ ସାରା ଦେଶରେ ଆଜି ଯୁବମୋର୍ଚ୍ଚା ତରଫରୁ ନୂତନ ମତଦାତାମାନଙ୍କୁ ସଙ୍ଗଠିତ ଏବଂ ସଚେତନ…
Read More...

ଜାତୀୟ ମତଦାତା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଜାତୀୟ ମତଦାତା ଦିବସ ପାଳନ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥ ଏହି କାର୍ଯ୍ୟକ୍ରମରେ ସଭାପତିତ୍ଵ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପିକା ଶ୍ରୀମତୀ ମଧୁମିତା ପଧାନ ଓ ଅଧ୍ୟାପକ…
Read More...

ଦହିତାରେ ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜାନୁଆରୀ ୨୩ ମଙ୍ଗଳବାର ନାକା ପଡିଆଠାରେ ନେତାଜୀ କ୍ଲବ ଦହିତା ପକ୍ଷରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ସରୋଜ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜୟନ୍ତୀ…
Read More...

ଶ୍ରୀ ଶ୍ରୀ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ଓ ଗବେଷଣା ପ୍ରତିଷ୍ଠାନର ଆଉ ଏକ ସଫଳତା

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ରୀୟ ଆୟୁର୍ବେଦୀୟ ବିଜ୍ଞାନ ଅନୁସନ୍ଧାନ ପରିଷଦ, ଆୟୁଷ ମନ୍ତ୍ରାଳୟ ଭାରତ ସରକାରଙ୍କ ଆନୁକୁଲ୍ୟରେ ଆୟୁର୍ବେଦରେ ସ୍ନାତକ ଅଧ୍ୟୟନ ଛାତ୍ରଛାତ୍ରୀମାନଙ୍କ ଗବେଷଣା କ୍ଷେତ୍ରରେ ଉତ୍ସାହ ସୃଷ୍ଟି କରିବା ପାଇଁ Studentsh tship Programme for…
Read More...

ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍‌ଯାପନୀ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍‌ଯାପନୀ ସମାରୋହ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ପଦ୍ମଶ୍ରୀ ଲୋକକବି ରତ୍ନ ଡ଼. ହଳଧର ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲୋକ…
Read More...