Browsing Tag

padmapur news

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉପଲକ୍ଷେ କୁନି କୁନି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଶୋଭାଯାତ୍ରା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମଙ୍ଗଳବାର ଦିନ ମହାମାୟା ପବ୍ଲିକ ସ୍କୁଲ ପାଇକମାଳର କୁନି କୁନି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ଛାତ୍ରଛାତ୍ରୀମାନେ ରାମ, ଲକ୍ଷ୍ମଣ,ସୀତା, ହନୁମାନ, ଶବରୀ…
Read More...

ରାଷ୍ଟ୍ରୀୟ ବାଳିକା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦେଓଳୀ ପରିସର ମଧ୍ୟରେ ରାଷ୍ଟ୍ରୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାମ ସିଂ ଭୋଇ ଦୀପ ପ୍ରଜ୍ୱଳନ କରି ଏହି ଦିବସ ପାଳନର ଉଦ୍ଦେଶ୍ୟ ଓ ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।…
Read More...

ଗୋଁଣ୍ଡ ଭବନରେ ବୀରସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ସ୍ଥିତ ଗୋଁଣ୍ଡ ସମାଜ ମଣ୍ଡପଠାରେ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ ହୋଇଯାଇଛି । ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଜୟନ୍ତୀ ପାଳନ ହୋଇଥିଲା । ମଣ୍ଡପ ସଭାପତି ଦୁର୍ଯ୍ୟୋଧନ ପୁଟାଙ୍କ…
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଲଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଏସ୍‌ଏମ୍‌ସି ଚେୟାର ପର୍ସନ…
Read More...

ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବୀର ସୁରେନ୍ଦ୍ର ସାଏ ଏବଂ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ଓ ବ୍ଲକ ସ୍ତରୀୟ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପାଇକମାଲଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ ସହିତ "ବ୍ଲକ ସ୍ତରୀୟ ଜାତୀୟ ବାଳିକା ଦିବସ" ପାଳନ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ…
Read More...

ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ସଭାରେ ସଭାପତିତ୍ୱ କରିଥିଲେ ପ୍ରଧାନ ଶିକ୍ଷକ ରେଣୁଧର ସାହୁ । ଏହି ଜାତୀୟବୀରଙ୍କ ସ୍ମୃତି…
Read More...

କୋଶଲ ରାଜ୍ୟ ଦାବୀ ନେଇ ପୋଷ୍ଟକାର୍ଡ ଅଭିଯାନ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକର ଭାଙ୍ଗମୁଣ୍ଡା ଗ୍ରାମରେ ମର୍ଯ୍ୟାଦା ପୁରୁଷୋତ୍ତମଙ୍କର ଶ୍ରୀରାମଙ୍କର ପ୍ରାଣ ପ୍ରତିଷ୍ଠା ଦିବସରେ ଦୀପାବଳୀ ପାଳନ କରାଯାଇଛି । କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚା ଗାଇସିଲେଟ ବ୍ଲକର ସଭାପତି ଗଜପତି…
Read More...

ନୃସିଂହନାଥ ପୀଠରେ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ବନାଞ୍ଚଳ ତରଫରୁ ନୃସିଂହନାଥଠାରେ ହେଉଥିବା ବଣଭୋଜି ସ୍ଥଳରେ ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚ ବରଗଡ, ମାଉଣ୍ଟ ଏକ୍ସପ୍ଲୋର୍, ଗନ୍ଧମାର୍ଦ୍ଦନ ବନୌଷଧି ଓ ପାଇକମାଲ ବନାଞ୍ଚଳର ସକ୍ରିୟ ସହଯୋଗରେ ଏକ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ସଂଗ୍ରହ ସହ…
Read More...

ପଲସଦାରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦାରେ ୨୪ତମ ମା' ବ୍ରାହ୍ମଣୀ ପଠାରି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ମହେନ୍ଦ୍ର ସିଂହ ବରିହା ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପତକା ଉତ୍ତୋଳନ କରି ଖେଳ ଆରମ୍ଭ କରିଥିଲେ । ଏଥିରେ ୮ଟି ଦଳ…
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେବାପା ଜେଜେମାଆ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେବାପା ଜେଜେମାଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମତୀ ସୁଚିତ୍ରା ବେହେରାଙ୍କ ଦୀପ ପ୍ରଜ୍ୱଳନ ପରେ ଛାତ୍ରୀମାନଙ୍କ ସ୍ୱାଗତ ସଙ୍ଗୀତ ପରେ ପରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ମୁଖ୍ୟ ଅତିଥି…
Read More...