Browsing Tag

padmapur news

ଶାନ୍ତି ମୈତ୍ରି ଉଚ୍ଚ ବିଦ୍ୟାପୀଠ ପଲ୍ଳୀ ବିକାଶର କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶାନ୍ତି ମୈତ୍ରୀ ଉଚ୍ଚ ବିଦ୍ୟାପୀଠ ପଲ୍ଳୀବିକାଶ ବିଦ୍ୟାଳୟର ବାର୍ଷିକକ୍ରୀଡା ଉତ୍ସବ ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ପ୍ରଧାନ ଶିକ୍ଷକ ଋକ୍ମଣ ଦିଶ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ…
Read More...

ମେଲଛାମୁଣ୍ତା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ତରଫରୁ ସ୍ୱଚ୍ଛ ଭାରତ ଅଭିଯାନ ଉପରେ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ତରଫରୁ ମେଲଛାମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ସ୍ୱଚ୍ଛ ଭାରତ ଅଭିଯାନ ଉପରେ ଏକ ପ୍ରବନ୍ଧ ପ୍ରତିଯୋଗିତା କରାଯାଇଥିଲା । ଏହି ପ୍ରତିଯୋଗିତାରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ…
Read More...

ପଦ୍ମପୁର ଯଦି ଏକ ସ୍ୱତନ୍ତ୍ର ଜିଲ୍ଲା ହେବ ତେବେ ଇତିହାସ କ’ଣ ଲେଖିବ

ନିରୋଜ କୁମାର ପାଣୀ ପଦ୍ମପୁର ଏକ ସ୍ୱତନ୍ତ୍ର ଜିଲ୍ଲା ହେବା ଆମ ସମସ୍ତଙ୍କ ପାଇଁ ଏକ ଖୁସିର ଖବର । ପଦ୍ମପୁର ଜିଲ୍ଲା ଗଠନ ହେଲେ ଇତିହାସ କ'ଣ ଲେଖିବ ସେ ବିଷୟରେ ମୁଁ ମୋର ସଂକ୍ଷିପ୍ତ ଅଭିମତ ଦେଉଛି । ଏହା ମୋର ବ୍ୟକ୍ତିଗତ ମତ ଓ ବିଚାର । ପଦ୍ମପୁର ସବ୍‌ଡିଭିଜନ୍‌କୁ ଏକ ସ୍ଵତନ୍ତ୍ର…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟଠାରେ ମହା ସମାରୋହରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚୂଡ଼ାମଣି ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ପଦ୍ମପୁର ଉପ ଜିଲ୍ଲାପାଳ ଆଲୋକ କୁମାର ପଟେଲ…
Read More...

ପଦ୍ମପୁର ବ୍ଲକ ତରଫରୁ ନୂଆ ଓଡିଶା ଯୁବ ଓଡିଶା କାର୍ଯ୍ୟକ୍ରମରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବର୍ତ୍ତମାନ ସାରା ଓଡିଶାରେ ରାଜ୍ୟ ସରକାରଙ୍କର ଯୁବପିଢ଼ିଙ୍କୁ ବିଭିନ୍ନ କ୍ଷେତ୍ରରେ ପ୍ରୋତ୍ସାହନ ପାଇଁ ନୂଆ ଓଡିଶା ଯୁବ ଓଡିଶା କାର୍ଯ୍ୟକ୍ରମ ହେଉଥିବା ବେଳେ ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ତରଫରୁ ଯୁବପିଢିଙ୍କ ପାଇଁ ପ୍ରତିଦିନ କ୍ରିକେଟ…
Read More...

ପାଇକମାଲ ଛକ ରାସ୍ତା ଅବସ୍ଥା ଶୋଚନୀୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଛକ ବିଜୁ ଏକ୍ସପ୍ରେସ ୱେ ନିକଟରେ ଝାରବନ୍ଧ ରାସ୍ତା ବିପଦ ସଂକୁଳ ଅବସ୍ଥାରେ ଅଛି ହେଲେ କାହାରିର ନଜର ପଡୁନାହିଁ । ଝାରବନ୍ଧ ଉପାନ୍ତ ଅଞ୍ଚଳ ଛତିଶଗଡ ପଟରୁ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ଦର୍ଶନ…
Read More...

ରାଜବୋଡାସମ୍ବର ବ୍ଲକ ଓଷ୍ଟା ଶିଶୁ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ ଉଚ୍ଚ ବିଦ୍ୟାଳୟ ପରିସରରେ ରାଜବୋଡାସମ୍ବର ବ୍ଲକ ଓଷ୍ଟାର ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରମୋଦ ନାଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିବା ଉଦ୍‌ଘାଟନୀ ଉତ୍ସବରେ ସହ ବ୍ଲକ ଶିକ୍ଷା ଅଧିକାରୀ ଶିବପ୍ରସାଦ ଯୋଶୀ ମୁଖ୍ୟ…
Read More...

ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି…
Read More...

କଳାକାରମାନଙ୍କୁ ସମ୍ମାନିତ କଲେ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ଘର ପ୍ରାଙ୍ଗଣଠାରେ ପୁରେନା ଗ୍ରାମର ଜୟ ଜଗନ୍ନାଥ ସଂକୀର୍ତ୍ତନ ମଣ୍ଡଳୀ ଓ ପରସ୍ ଖଣ୍ଡି ଡ଼ଣା ନାଚ ଦଳଙ୍କୁ ମାନପତ୍ର ଉପଢୌକନ ଦେଇ ସମ୍ମାନିତ କରିଥିଲେ । ଉଭୟ କଳାକାରମାନେ…
Read More...

ପାଇକମାଲରେ ଯୁଗ୍ମ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲାର ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ବରଗଡ଼ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ପଦ୍ମପୁର ଉପ ଜିଲ୍ଲାପାଳ ଆଲୋକ ପଟେଲ,…
Read More...