Browsing Tag

padmapur news

ଜେନିଥ ଲାୟଂସ ଗୁରୁକୁଳରେ ଗଙ୍ଗାଧର ମେହେର ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଜେନିଥ ଲାୟଂସ ଗୁରୁକୁଳରେ ଆଜି ଗଙ୍ଗାଧର ମେହେରଙ୍କ ଜନ୍ମ ଦିବସ ପାଳନ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ତଥା ବକ୍ତା ଭାବରେ ବୁଦ୍ଧଦେବ ମେହେର ମହାବିଦ୍ୟାଳୟ ଦହିତାର ଇଂରାଜୀ ଅଧ୍ୟାପକ, ବିଶିଷ୍ଟ
Read More...

ସାପଲହର ସେବାଶ୍ରମ ତାଲାବନ୍ଦରୁ ଓହରିଲେ ଗ୍ରାମବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ବାଦିକଟା ପଞ୍ଚାୟତ ସାପଲହର ସେବାଶ୍ରମରେ ଗତ ଚାରିଦିନ ହେଲା ଶିକ୍ଷକ ଅଭାବକୁ ନେଇ ଗ୍ରାମବାସୀ ତଥା ଅଭିଭାବକ ଅଭିଭାବିକା ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଜଣାଇବା ସତ୍ୱେ ଅଣଦେଖା କରିବାରୁ ବାଧ୍ୟ ହୋଇ
Read More...

ଗାଇସିଲେଟ ଅଞ୍ଚଳରେ ବେଧଡକ ନିଶା କାରବାର : ପୁଲିସ ପେଟ୍ରୋଲିଂ କଡାକଡି କରିବାକୁ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଅଞ୍ଚଳରେ ଦିନକୁ ଦିନ ବଢି ଚାଲିଥିବା ବେଆଇନ ନିଶା କାରବାର, ଦୋକାନ, ଘର, ଚାଷୀଙ୍କ ପାଣି ମୋଟର ଚୋରି, ରାସ୍ତାରେ ଲୁଟପାଟ ବଢିବାରେ ଲାଗିଛି । ଆଜି ଗାଇସିଲେଟର ସର୍ବପୁରାତନ ସାମାଜିକ ଅନୁଷ୍ଠାନ ୟୁଥ କ୍ଲବର ନେତୃତ୍ୱରେ
Read More...

ପ୍ରେରଣା ଦାୟକ ପୁରସ୍କାର କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋରାସମ୍ବର ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ନିର୍ଦ୍ଦେଶ କ୍ରମେ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ପ୍ରେରଣା ଦାୟକ ପୁରସ୍କାର କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କର୍ମଶାଳା ସଭାରେ ଅତିରିକ୍ତ ଗୋଷ୍ଠୀ
Read More...

ଟ୍ରକ ଓ କାର ଦୁର୍ଘଟଣାରେ ଆଠ ଗାଈଗୋରୁ ମୃତ : ଗାଈଗୋରୁଙ୍କ ମୃତଦେହ ଉଦ୍ଧାର କଲେ ସ୍ୱେଚ୍ଛାସେବୀ ଦଳ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ୧୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମୀପୁର ଠାରେ ଚାଳିଶିରୁ ଅଧି ଗାଈଗୋରୁ ଶୋଇଥିବା ବେଳେ ସେମାନଙ୍କ ଉପରେ ଟ୍ରକ ଓ କାର ମାଡ଼ିଯାଇଥିଲା । ଫଳରେ ଆଠ ଗୋଟି ଗାଈର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ଅନ୍ୟ ଗାଈଗୋରୁ ମଧ୍ୟ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ଖବର
Read More...

ଗଣ ଇସ୍ତାହାର ଖବର କାଗଜର ୪୫ତମ ବାର୍ଷିକୋତ୍ସବ ବିଶେଷାଙ୍କ ଉନ୍ମୋଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ରାଜବାଟି ପ୍ରାଙ୍ଗଣରେ ଗଣ ଇସ୍ତାହାର ଖବର କାଗଜର ୪୫ତମ ବାର୍ଷିକୋତ୍ସବ ବିଶେଷାଙ୍କ ଉନ୍ମୋଚିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଣଇସ୍ତାହାର ସମ୍ପାଦକ ପ୍ରସନ୍ନ ମିଶ୍ର ଯୋଗଦେଇ ଗଣ ଇସ୍ତାହାର ଖବର କାଗଜର ବିଗତ ୪୫ ପଦ୍ମପୁର ଉପଖଣ୍ଡ
Read More...

ପାଇକମାଲ ବିିନ୍ଧ୍ୟା ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଫ୍ୟାଲେରିଆ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିିନ୍ଧ୍ୟା ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଫ୍ୟାଲେରିଆ ରୋଗର ନିରାକରଣ ପାଇଁ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକ ଅଧ୍ୟକ୍ଷତା କରିଥିଲେ । ପାଇକମାଲ ଗୋଷ୍ଠୀ
Read More...

ଶିକ୍ଷକ ସଂଘ ପକ୍ଷରୁ ପେନସନ ଦାବୀରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଦାବୀ ପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର ବ୍ଲକର ନୂତନ ପେନସନ ଯୋଜନାଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସରକାରଙ୍କ ଉଦ୍ଧେଶ୍ୟରେ ତିନିଦଫା ଏକ ସମ୍ବଳିତ ଦାବିପତ୍ର ସ୍ଥାନୀୟ ବ୍ଲକ ଶିକ୍ଷାଅଧିକାରୀ ଲୋକନାଥ ଭୋଇଙ୍କ ଜରିଆରେ ପ୍ରଦାନ କରିଥିଲେ । ଦାବୀ
Read More...

ବ୍ଲକ ସ୍ତରୀୟ “ଓଷ୍ଟା” ଶିକ୍ଷକ ସଙ୍ଗଠନର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବ୍ଲକ ସ୍ତରୀୟ "ଓଷ୍ଟା " ଶିକ୍ଷକ ସଙ୍ଗଠନର ଏକ ଗୁରୁତ୍ଵ ପୂର୍ଣ୍ଣ ବୈଠକ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପାଇକମଲଠାରେ ସଙ୍ଘର ଉପ- ସଭାପତି ସୁଶାନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସମ୍ପାଦକ ଜୀବର୍ଦ୍ଧନ ବିଶି ସଭାର
Read More...

ପାଇକମାଲ ହାଇସ୍କୁଲରେ ରେଡକ୍ରସ ପ୍ରଶିକ୍ଷଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷ୍ୟାଳୟରେ ରେଡକ୍ରସ ପ୍ରଶିକ୍ଷଣ ପ୍ରଧାନ ଶିକ୍ଷକ ଡ଼ ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଛି । ଜିଲ୍ଲା ରେଡକ୍ରସ ତରଫରୁ ଆୟୋଜିତ ଏହି ପ୍ରଶିକ୍ଷଣରେ ଡିଲେଶ୍ୱର ସାହୁ
Read More...