Browsing Tag

padmapur news

ପଦ୍ମପୁର ଓକିଲ ସଂଘର ନିର୍ବାଚନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଓକିଲ ସଂଘର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରିଷ୍ଠ ଓକିଲ ସନ୍ତୋଷ କୁମାର ଶତପଥୀ ସଭାପତି ଭାବରେ, ସୁନିଲ୍ କୁମାର ପାଣିଗ୍ରାହୀ ଉପ ସଭାପତି ଭାବରେ ଏବଂ ଚିନ୍ମୟ କୁମାର ପଣ୍ଡା ସମ୍ପାଦକ ଭାବରେ ନିର୍ବାଚିତ ହୋଇଛନ୍ତି । ନିର୍ବାଚନ
Read More...

ସରେଇକେଲା ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅନ୍ତର୍ଗତ ସରେଇକେଲା ଗ୍ରାମରେ ଶ୍ରୀ ଶ୍ରୀ ପୁଢ଼ୀ ମା' ମନ୍ଦିର ପ୍ରାଣ ପ୍ରତିଷ୍ଠା ମହୋତ୍ସବର ଆଜି ତୃତୀୟ ଦିନରେ ସଂକଳ୍ପ ପରିବାର, ବରଗଡ ଓ ସରେଇକେଲା ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଆଜି
Read More...

ପଦ୍ମପୁର ବାସନ୍ତିକ ନବରାତ୍ର ଦୁର୍ଗାପୂଜା ଓ ନବଦୁର୍ଗା ମୂର୍ତ୍ତି ପ୍ରତିଷ୍ଠା ଉତ୍ସବ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ବନଦୁର୍ଗା ମନ୍ଦିରରେ ନବରାତ୍ର ଦୁର୍ଗାପୂଜା ଓ ନବଦୁର୍ଗା ମୂର୍ତ୍ତି ପ୍ରତିଷ୍ଠା ଆରମ୍ଭ ହୋଇଯାଇଛି । ମହେନ୍ଦ୍ର ଭୋଇ ଓ ଉମା ପ୍ରଧାନ ପୂଜା ଉତ୍ସବର କର୍ତ୍ତା ଦାୟିତ୍ୱ ତୁଳାଉଛନ୍ତି । ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ, ପଣ୍ଡିତ ଗିରିଶ
Read More...

ଶ୍ରୀ ଶ୍ରୀ ଗୋପାଳଜୀ ମହାରାଜଙ୍କ ମନ୍ଦିରରେ ୫୯ତମ ନାମ ସଂକୀର୍ତ୍ତନ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ତା.୨୩.୦୩.୨୦୨୩ ପଦ୍ମପୁର ସାହୁପଡା ସ୍ଥିତ ଶ୍ରୀ ଶ୍ରୀ ଗୋପାଳଜୀ ମହାରାଜଙ୍କ ମନ୍ଦିର ପ୍ରାଙ୍ଗଣରେ ୩ ଦିନ ଧରି ହେବାକୁ ଥିବା ନାମଯଜ୍ଞ ଆରମ୍ଭ ହୋଇଯାଇଛି । ଗତ ବୁଧବାର ଦିନ ସନ୍ଧ୍ୟା ସମୟରେ ଶ୍ରୀ ଶ୍ରୀ ଗୋପାଳଜୀ ମହାପ୍ରଭୁଙ୍କର ୫୯ତମ ୨୪
Read More...

ମହୁଲପାଲିରେ ହିନ୍ଦୁ ନବବର୍ଷ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲି ଗ୍ରାମ ପଞ୍ଚାୟତରେ ବୁଧବାର ଦିନ ମହାସମାରୋହରେ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି । ଚୈତ୍ର ଶୁକ୍ଳ ପ୍ରତିପଦା ତିଥିରେ ଲୋକେ ଘର ସାମନାରେ ଝୋଟି ଦେଇ ଓ ସନ୍ଧ୍ୟାରେ ଦୀପ ଜାଳି ନବବର୍ଷକୁ ସ୍ୱାଗତ କରିଥିଲେ । ମା' ଭାରତୀ ଓ
Read More...

ଯୋଗ୍ୟ ହିତାଧିକାରୀ ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଂଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗରିବ ଅସହାୟ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ କେନ୍ଦ୍ର ସରକାର ତଥା ରାଜ୍ୟ ସରକାର ଅନେକ ଯୋଜନାମାନ ପ୍ରଣୟନ କରିଛନ୍ତି । ହେଲେ ଯୋଗ୍ୟ ହିତାଧିକାରୀ ଏଥିରୁ ବଂଚିତ ହେଉଛନ୍ତି । ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ପଲସଦା ଗ୍ରାମ ପଞ୍ଚାୟତର
Read More...

ଝିଟିକି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟଠାରେ ଫାଇନ ଆଦାୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ତହସିଲ ଅନ୍ତର୍ଗତ ଝିଟିକି ଗ୍ରାମରେ ଥିବା ଅସ୍ଥାୟୀ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟଠାରେ ଅନ୍ୟାୟ କାସ୍ତ ବିରୁଦ୍ଧରେ ଫାଇନ ଆଦାୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାଇକମାଲ
Read More...

ଝାରବନ୍ଧରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ମିଶନ ଶକ୍ତି ହଲ୍‌ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ୯୨ଜଣ ବ୍ୟକ୍ତି ଅଭିଯୋଗ କରିବା ପାଇଁ ପଞ୍ଜିକୃତ କରିଥିଲେ । ତନ୍ମଧ୍ୟରୁ ୮୪ ଜଣ ଜିଲ୍ଲାପାଳଙ୍କୁ
Read More...

ଆସନ୍ତା ୨୨ରୁ ପଦ୍ମପୁରରେ ବାସନ୍ତିକ ନବରାତ୍ରି ଓ ନବଦୁର୍ଗା ମୂର୍ତ୍ତି ପ୍ରତିଷ୍ଠା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବଡବନ୍ଧପଡ଼ା ଠାରେ ବାସନ୍ତିକ ନବରାତ୍ରି ଦୁର୍ଗାପୂଜା ଓ ନବଦୁର୍ଗା ମୂର୍ତ୍ତି ପ୍ରତିଷ୍ଠା ଉତ୍ସବ ଚଳିତ ମାସ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ୯ ଦିନ ବ୍ୟାପି ମହାସମାରୋହରେ ଅନୁଷ୍ଠିତ ହେବ । କାର୍ଯ୍ୟସୂଚୀ ଅନୁଯାୟୀ ଚଳିତ ଚୈତ୍ର ମାସ ୨୨ ତାରିଖ
Read More...

ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳର ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ବୀମା, ପିଇବା ପାଣି ସମସ୍ୟା, ଇଲେକ୍‌ଟ୍ରିକ ସମସ୍ୟା, ଇନ୍‌ପୁଟ୍‌ ସବସିଡ଼ି ଆଦି ଅନେକ ପ୍ରସଙ୍ଗ ଉପରେ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ କମିଟି ସଚିବାଳୟରେ
Read More...