Browsing Tag

padmapur news

ଗଙ୍ଗାଧର ମେହେର ଜୟନ୍ତୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ଶିକ୍ଷକ କୁଳମଣି ପ୍ରଧାନ, ଘନଶ୍ୟାମ ସାହୁ ଓ ସାନନ୍ଦ…
Read More...

ପାଇକମାଲ ନାଗରିକ କମିଟିର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ନାଗରିକ କମିଟିର ଏକ ବୈଠକ ମନୋଜ ତ୍ରିବେଦୀଙ୍କ ସଭାପତିତ୍ୱରେ ନୃସିଂହନାଥ ଧର୍ମଶାଳା ପରିସରରେ ଅନୁଷ୍ଠିତ ହୋଇଯାଇଛି । ସହ ସମ୍ପାଦକ ରାଜ କିଶୋର ସାହୁ ସଭାର ଉଦ୍ଦେଶ ଜ୍ଞାପନ କରିଥିବା ବେଳେ ପାଇକମାଲରେ ଟ୍ରାଫିକ ସମସ୍ୟା, ବସଷ୍ଟାଣ୍ଡ ସମସ୍ୟା,…
Read More...

ଭାଜପା ସଂଯୁକ୍ତ ମୋର୍ଚ୍ଚା ବୈଠକରେ ଯୋଗ ଦେବେ ରାଜ୍ୟ ସଭାପତି ମନମୋହନ ସାମଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟିର ମହାଜନ ସମ୍ପର୍କ ଯାତ୍ରା ପରିପ୍ରେକ୍ଷୀରେ ଆସନ୍ତା ୧୮ ତାରିଖ ଦିନ ପଦ୍ମପୁର ଠାରେ ଭାଜପା ପାର୍ଟି ତରଫରୁ ଆୟୋଜିତ ସଂଯୁକ୍ତ ମୋର୍ଚ୍ଚା ସମ୍ମିଳନୀରେ ରାଜ୍ୟ ସଭାପତି ମନମୋହନ ସାମଲ ଯୋଗ ଦେବେ ବୋଲି ପାର୍ଟି କାର୍ଯ୍ୟାଳୟ ତରଫରୁ…
Read More...

ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ସମୀକ୍ଷା ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣି) : ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଭାଗୃହରେ ଏକ ସମୀକ୍ଷା ବୈଠକ ହୋଇଯାଇଛି । ଏଥିରେ ବରଗଡ଼ ସାଂସଦ ସୁରେଶ ପୂଜାରୀ, ପଦ୍ମପୁର ଉପଜିଲ୍ଲାପାଳ ସଦାକର କୁମ୍ଭାର, ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ୬ଟି ବ୍ଲକର ବିଡିଓ, ଏନ୍‌ଏସି କାର୍ଯ୍ୟନିର୍ବାହୀ…
Read More...

ବୋଡାସମ୍ବର ଜମିଦାର ବୀର ବିକ୍ରମାଦିତ୍ୟ ସିଂହ ବରିହାଙ୍କ ଶ୍ରଦ୍ଧାଞ୍ଜଳି ସଭା : ସ୍ମୃତି କମିଟି ଗଠିତ

ପଦ୍ମପୁର (ନିରୋଜ କୁମାର ପାଣୀ) : ଦଳମତ ନିର୍ବିଶେଷରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ବୋଡାସମ୍ବର ଜମିଦାର ସ୍ୱର୍ଗତ ବୀର ବିକ୍ରମାଦିତ୍ୟ ସିଂହ ବରିହା (ଯୁବରାଜ)ଙ୍କ ଶ୍ରଦ୍ଧାଞ୍ଜଳି ସଭା ବୋଡାସମ୍ବର ଜମିଦାରର ଖମାର ଭେଙ୍ଗରାଜପୁରଠାରେ ଅନୁଷ୍ଠିତ ହୋଇଯାଇଛି । ଯୁବରାଜଙ୍କ ସାନ…
Read More...

ମହା ଜନ ସମ୍ପର୍କ ଅଭିଯାନ ପାଇଁ ପଦ୍ମପୁର ବିଜେପିର ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ମେ' ୩୦ ତାରିଖରୁ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ବିଜେପି ପକ୍ଷରୁ ସାରା ଭାରତ ବର୍ଷରେ ମହା ଜନ ସମ୍ପର୍କ ଅଭିଯାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଅଭିଯାନକୁ ସଫଳ କରିବା ପାଇଁ ଆଜି ନୃସିଂହନାଥ ସ୍ଥିତ…
Read More...

ଦିବ୍ୟାଙ୍ଗମାନଙ୍କୁ ଆଇନ ସେବା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଏନ୍‌ଏସି ରାଜାପଡା ମିଶନ ଶକ୍ତି ଗୃହରେ ବରଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶରେ ଦିବ୍ୟାଙ୍ଗମାନଙ୍କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ଦିବ୍ୟାଙ୍ଗମାନଙ୍କର ସଭାପତି ଚନ୍ଦ୍ରମଣୀ…
Read More...

ନବୋଦୟ ବିଦ୍ୟାଳୟର ଶିକ୍ଷକଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ହନୁମାନପଡା ନିବାସୀ ତଥା ଛତିଶଗଡ଼ର ଜଗଦଲପୁରଠାରେ କାର୍ଯ୍ୟରତ ନବୋଦୟ ବିଦ୍ୟାଳୟର ଓଡିଆ ଶିକ୍ଷକ ହେମନ୍ତ କୁମାର ଜେନାଙ୍କ ମାତ୍ର ୫୭ ବର୍ଷ ବୟସରେ ଗତ ୨୪ ତାରିଖରେ ପରଲୋକ ହୋଇଯାଇଛି । ସ୍ୱର୍ଗତ ଜେନା ଅଞ୍ଚଳ ମହାବିଦ୍ୟାଳୟରୁ ଓଡିଆ ସମ୍ମାନରେ…
Read More...

ସପ୍ତ ଦିବସୀୟ ଶିଶୁ ନାଟ୍ୟ କର୍ମଶାଳା ଉଦ୍‌ଯାପିତ ଓ ନାଟ୍ୟ ସଂକଳନ ‘ପାଏନ ତ ଜୀବନ’ ଉନ୍ମୋଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା 'ସଚେତନ ହେମା' ଅନୁଷ୍ଠାନ ଆୟୋଜିତ ଓ ସଂଗୀତ ନାଟକ ଏକାଡେମୀ ନୂଆଦିଲ୍ଲୀର ସହଯୋଗରେ ଚାଲିଥିବା ସାତ ଦିନିଆ ନାଟ୍ୟ କର୍ମଶାଳା ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପଦ୍ମପୁର…
Read More...

ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ମହାଦେବ ବାବା ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜ୍ୟେଷ୍ଠ ଶୁକ୍ଳ ପଞ୍ଚମୀ ହିନ୍ଦୁ ମାନ୍ୟତା ଅନୁଯାୟୀ ଦେବ ଦେବ ମହାଦେବ ଏବଂ ଶକ୍ତି ସ୍ଵରୂପିଣୀ ମା' ଜଗତ ଜନନୀ ପାର୍ବତୀଙ୍କର ପବିତ୍ର ବିବାହ ତିଥି ଅନୁଯାୟୀ ପାଳନ କରାଯାଇଥାଏ । ଗ୍ରୀଷ୍ମର ପ୍ରଚଣ୍ଡ ରୌଦ୍ରତାପରୁ ଏହି ତିଥିରୁ ପ୍ରକୃତି ଶୀତଳତାକୁ…
Read More...