ବଢିବାରେ ଲାଗିଛି ଜିଲ୍ଲା ପରିଷଦ ସଭ୍ୟା ଝରଣା ପାଣିଗ୍ରାହୀଙ୍କ ପ୍ରତି ଲୋକପ୍ରିୟତା
ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜନୀତିରେ ପାଦ ଦେବାର ମାତ୍ର ୧୫ ମାସ ହୋଇଛି ହେଲେ ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଜୋନ - ୨ର ଜିଲ୍ଲା ପରିଷଦ ସଭ୍ୟା ଝରଣା ପାଣିଗ୍ରାହୀଙ୍କୁ ନେଇ ଏବେ ଖୁବ୍ ଚର୍ଚ୍ଚା । ଏ ଚର୍ଚ୍ଚା କେବଳ ତାଙ୍କ ନିଷ୍ଠା, ପରିଶ୍ରମ ଓ କାମ ପାଇଁ । ନିଜ ଅଞ୍ଚଳରେ ତାଙ୍କର!-->…
Read More...
Read More...