ସଂକ୍ରି ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ଉଦ୍ଯାପିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ୍ ଅନ୍ତର୍ଗତ ସଂକ୍ରି ଗ୍ରାମର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଣ ପ୍ରତିଷ୍ଠା ପ୍ରଥମ ବାର୍ଷିକ ଷୋହଳ ପହରୀ ନାମଯଜ୍ଞ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂକ୍ରି ଗ୍ରାମର ମନ୍ଦିରପଡ଼ା,!-->…
Read More...
Read More...