Browsing Tag

padmapur news

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଳ ବ୍ଲକର ଏକ ମାତ୍ର ବାଳିକା ଉଚ୍ଚ ବିଦ୍ୟାଳୟରେ ଉତ୍ସାହ, ଉଦ୍ଦୀପନା ସହିତ ବାର୍ଷିକ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି । ଆଜି ସକାଳ ୯ ଘଣ୍ଟା ସମୟରେ ପାଇକମାଲ ଶିବ ମନ୍ଦିରରୁ ଏକ ମଶାଲ ଶୋଭାଯାତ୍ରା ଛାତ୍ରୀମାନଙ୍କ ଦ୍ୱାରା ବିଦ୍ୟାଳୟରେ ପହଂଚି
Read More...

ଟ୍ଵିଟର ଗାର୍ଲ ଦୀପାଙ୍କ ପ୍ରୟାସରେ ହେବ ବୈତାଳି-ଧନେଶ୍ୱର ସେତୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଟେମରି ଗ୍ରାମର ସ୍ୱେଚ୍ଛାସେବୀ ଦୀପା ବାରିକ ଝାରବନ୍ଧ ତଥା ପାଇକମାଲ ଅଞ୍ଚଳର ମୌଳିକ ସମସ୍ୟା ଗୁଡ଼ିକର ସମାଧାନ ନିମନ୍ତେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଆସୁଥିବା ବେଳେ ଅନେକ ସମସ୍ୟାର ସମାଧାନ ହୋଇସାରିଛି, ଯାହା
Read More...

ସଂଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ସଂଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ନାଟ୍ୟ ରଚନା ପାଇଁ ଗୁରୁଶ୍ରୀ ନାଟ୍ୟ ତପସ୍ୱୀ ଅଶୋକ ବହିଦାର, ଲୋକନୃତ୍ୟ
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ବରଗଡ଼ ଜିଲ୍ଲା ଗସ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ବରଗଡ଼ ଜିଲ୍ଲାର ପଦ୍ମପୁର ଉପଖଣ୍ଡର ପାଇକମାଲ ଓ ଝାରବନ୍ଧ ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ କରିଛନ୍ତି । ପାଇକମାଲ ବ୍ଲକ ଅଞ୍ଚଳରେ କୃଷି ଉଦ୍ୟୋଗୀ ଯୋଜନା, ବିହନ ପ୍ରକ୍ରିୟାକରଣ, ଛେଳି ପାଳନ
Read More...

ପାଇକମାଲ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଦୀର୍ଘ ୬୨ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ବିଦ୍ୟାଳୟ ପରିସରରେ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ନୃସିଂହନାଥ ଧର୍ମଶାଳାରୁ ଏକ ଭବ୍ୟ ଶିକ୍ଷାଜ୍ୟୋତି ମଶାଲ ଶୋଭାଯାତ୍ରାରେ ପୁରାତନ ଛାତ୍ରଛାତ୍ରୀ
Read More...

ବୃଦ୍ଧାଶ୍ରମ ଅନ୍ତେବାସୀମାନଙ୍କୁ ନୃସିଂହନାଥ ଦର୍ଶନ କରାଇଲେ ସମାଜସେବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାରେ ପ୍ରବଳ ଶୀତ ସାଙ୍ଗକୁ ଆରମ୍ଭ ହୋଇଛି ବଣଭୋଜି ଋତୁ । ଏଥିପାଇଁ ଜିଲ୍ଲାର ପର୍ଯ୍ୟଟନସ୍ଥଳୀ ମାନଙ୍କରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି । ଏହି ସବୁ ଭିତରେ ସମାଜରୁ ଅବହେଳିତ ନିଷ୍ପେସିତ ହୋଇ ଜରାଶ୍ରମରେ ରହୁଥିବା ଅନ୍ତେବାସୀମାନଙ୍କ ବିଷୟରେ
Read More...

ଟାଟା ପାୱାର ବରଗଡ ତରଫରୁ ଜର୍ଜଗଡ଼ରେ କମ୍ବଳ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଟାଟା ପାୱାର ବରଗଡ ତରଫରୁ ସୋମବାର ପାଇକମାଲ ବ୍ଲକ ଜର୍ଜଗଡ଼ ଗ୍ରାମ ସ୍ଥିତ ନୃସିଂହନାଥ ବୃଦ୍ଧାଶ୍ରମରେ ଥିବା ୮ ଜଣ ବୃଦ୍ଧ ବୃଦ୍ଧାମାନଙ୍କୁ କମ୍ବଳ ବଣ୍ଟନ କରାଯାଇଛି । ସେହିପରି ଜର୍ଜଗଡ ଗ୍ରାମର ନିଃସହାୟ ଗରିବ ବିକଳାଙ୍ଗ ବିଧବା ମହିଳା ଓ ପୁରୁଷ ୧୮
Read More...

ପଲସଦା ପଞ୍ଚାୟତରେ ଭତ୍ତା ପାଇବାରୁ ହିତାଧିକାରୀ ବଞ୍ଚିତ ଥିବା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପରିଣତ ବୟସରେ ଗରିବ ଅସହାୟ ବ୍ୟକ୍ତିମାନଙ୍କ ନିମନ୍ତେ ସାମାଜିକ ସୁରକ୍ଷା ପାଇଁ ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ପରିତ୍ୟକ୍ତ ଭତ୍ତା, ଅବିବାହିତ ଭତ୍ତା ପ୍ରଦାନ କରିବା ପାଇଁ କେନ୍ଦ୍ର ସରକାର ତଥା ରାଜ୍ୟ ସରକାର ବିଭିନ୍ନ ଯୋଜନା ମାନ ପ୍ରଣୟନ
Read More...

ରାଜବୋଡାସମ୍ବର ଫଟୋଗ୍ରାଫର୍ସ ଆସୋସିଏସନ୍‌ର ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ପୁରୋହିତ କଲ୍ୟାଣ ମଣ୍ଡପ ପରିସରରେ ରାଜବୋଡାସମ୍ବର ଫଟୋଗ୍ରାଫର୍ସ ଆସୋସିଏସନ୍ ତାର ୬ଷ୍ଠ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ନାଟ୍ୟକାର ଅଶୋକ କୁମାର ବହିଦାରଙ୍କ ସଂଯୋଜନାରେ ଆୟୋଜିତ ସଭାରେ
Read More...

କାମୁଡିଲା ବୁଲା କୁକୁର : ବୃଦ୍ଧା ଆହତ, ସାହାଯ୍ୟର ହାତ ବଢାଇଲେ ସାମାଜିକ କର୍ମୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଷ୍ଟେଟ ବ୍ୟାଙ୍କ ନିକଟରେ ଜଣେ ଅସହାୟ ବୃଦ୍ଧାଙ୍କୁ ଗୋଟିଏ ବୁଲା କୁକୁର କାମୁଡି ଦେବା ପରେ ବୃଦ୍ଧା ଜଣକ ଭୟରେ ତଳେ ପଡି ଯାଇଥିଲେ । ତାଙ୍କୁ ଘଟଣା ସ୍ଥଳରୁ ଚନ୍ଦ୍ରଶେଖର ମିଶ୍ର ଓ ସାମାଜିକ କର୍ମୀ ବଡ ଶତପଥି ପାଇକମାଲ ସରକାରୀ
Read More...