Browsing Tag

padmapur news

ଜିଲ୍ଲାସ୍ତରୀୟ ସରପଞ୍ଚ ସଂଘର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସୋହେଲା ପଞ୍ଚାୟତ ସମିତି ପରିସରରେ ଜିଲ୍ଲା ସଭାପତି ଗୋବିନ୍ଦ ପଧାନଙ୍କ ସଭାପତିତ୍ୱରେ ଜିଲ୍ଲାସ୍ତରୀୟ ସରପଞ୍ଚ ସଂଘର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଶେଷ କରି ସରପଞ୍ଚମାନେ ନିର୍ବାଚିତ ହୋଇଥିଲେ ମଧ୍ୟ ବିଭିନ୍ନ ସମୟରେ…
Read More...

ପଦ୍ମପୁର ଉପଖଣ୍ତ ସାମ୍ବାଦିକ ସଂଘର ସାଧାରଣ ସଭା ଓ କର୍ମକର୍ତ୍ତା ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ତ ସାମ୍ବାଦିକ ସଂଘର ସାଧାରଣ ସଭା ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ବିନ୍ଧ୍ୟବାସିନୀ ଯାତ୍ରୀ ନିବାସରେ ଅନୁଷ୍ଠିତ ହୋଇଯାଇଛି । କରୋନା କଟକଣା ଓ ଅନ୍ୟାନ୍ୟ ଅସୁବିଧା ଯୋଗୁଁ ଦୀର୍ଘଦିନରୁ ସାମ୍ବାଦିକମାନେ…
Read More...

ବରଗଡ ଜିଲ୍ଲା ତୈଳିକ ବୈଶ୍ୟ ସାହୁ ସମାଜର ମହାସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ଧର୍ମପୀଠ ଠାରେ ବରଗଡ ଜିଲ୍ଲା ତୈଳିକ ବୈଶ୍ୟ ସାହୁ ସମାଜର ପଞ୍ଚମ ମହାସଭା ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିବସରେ ସମାଜର ବୟୋଜ୍ୟେଷ୍ଠ ବ୍ୟକ୍ତି ହାରାଧନ ସାହୁ ଓ ନିତ୍ୟାନନ୍ଦ ସା'ଙ୍କ…
Read More...

ବିଚିତ୍ର ଶିକ୍ଷା ନୀତି : ନୂତନ ଶିକ୍ଷା ବର୍ଷରେ ମିଳିଲାନି ପାଠ୍ୟପୁସ୍ତକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ୨୦୨୩ରୁ ନୂତନ ଶିକ୍ଷା ବର୍ଷ ଆରମ୍ଭ ହେଲା ବୋଲି ସରକାର ଘୋଷଣା କରିଥିଲେ । ହେଲେ ଏ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକର କୌଣସି ବିଦ୍ୟାଳୟରେ ଶ୍ରେଣୀ ଉପଯୋଗୀ ପାଠ୍ୟପୁସ୍ତକ ମିଳିନାହିଁ । ଏ ପଟେ ନିର୍ଦ୍ଦେଶ ଅଛି ଯେ ପ୍ରବେଶ…
Read More...

ଆଗାମୀ ବୈଶାଖ ମେଳା ପାଇଁ ସମୀକ୍ଷା ବୈଠକରେ ବରଗଡ଼ ଜିଲ୍ଲାପାଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ମନ୍ଦିର ପରିସରରେ ଶୁକ୍ରବାର ଆଗକୁ ହେବାକୁ ଥିବା (ମଇ ୧ରୁ ୫ ତାରିଖ) ବୈଶାଖ ମେଳାର ୩୫ ଜଣିଆ ପରିଚାଳନା କମିଟି ସହ ବରଗଡ଼ ଜିଲ୍ଲାପାଳ ମନିଷା ବାନାର୍ଜୀ ବୈଠକରେ ଯୋଗ ଦେଇ ସମୀକ୍ଷା କରିଥିଲେ…
Read More...

ସାପ କାମୁଡାରେ ମହିଳା ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଚାଣ୍ଟିପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କେର୍ମେଲି ଗ୍ରାମର ମଥୁରା ସାହୁ(୪୮) ଘର ଓଲେଇବା ପାଇଁ ଝାଡୁ ଆଣିବା ସମୟରେ ଝାଡୁରେ ଲୁଚି ରହିଥିବା ଏକ ବିଷଧର ସାପ ତାଙ୍କ ହାତରେ କାମୁଡି ଦେଇଥିଲା । ତେବେ ଗୁରୁତର…
Read More...

ବଡଭାଇର ତାୱା ମାଡ଼ରେ ସାନଭାଇର ମୃତ୍ୟୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲି ଗ୍ରାମ ପଞ୍ଚାୟତ ଡୁଙ୍ଗୁରିପାଲି ଗ୍ରାମରେ ବଡଭାଇଙ୍କ ଲୁହା ତାୱା ମାଡରେ ସାନଭାଇଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଜଣକ ହେଲେ ମନୋଜ ସୁନା(୨୫) । ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ ମନୋଜ…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଓଡ଼ିଶା ସରକାର, ବିଦ୍ୟାଳୟ ଓ ଗଣଶିକ୍ଷ ବିଭାଗର ଆଦେଶ ଅନୁଯାୟୀ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ନବାଗତ ପିଲାମାନଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା । ଏହି ଅବସରରେ ପ୍ରଧାନ ଶିକ୍ଷୟିତ୍ରୀ ଚୂଡାମଣି ବାରିକଙ୍କ ନିର୍ଦେଶ ମତେ…
Read More...

ଅଙ୍ଗନୱାଡି କେନ୍ଦ୍ରସ୍ତରୀୟ ପୋଷଣ ପଖୱଡା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ବରତୁଣ୍ଡା ପଞ୍ଚାୟତ ଖପୁରିଡ଼ିହି କଲ୍ୟାଣ ମଣ୍ଡପଠାରେ ଅଙ୍ଗନୱାଡି କର୍ମୀ ସଲମା ବେଗମଙ୍କ ନେତୃତ୍ୱରେ କେନ୍ଦ୍ରସ୍ତରୀୟ ପୋଷଣ ପଖୱଡ଼ା ଦିବସ ପାଳନ କରାଯାଇଥିଲା । ଏହି ଦିବସରେ ମୁଖ୍ୟ ଅତିଥି ଭାବେ ଦୁର୍ଯ୍ୟୋଧନ ବିଶି, ଗନ୍ଧମାର୍ଦ୍ଦନ…
Read More...

କୃତି ଶିକ୍ଷକ ଦ୍ୱାଦଶ ପ୍ରଧାନଙ୍କୁ ରାଜ୍ୟ ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ୮୮ତମ ଓଡ଼ିଶା ଦିବସ ତଥା ବରଗଡ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ ସମାରୋହରେ ବିଦ୍ୟାଳୟ ଓ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନଙ୍କୁ ରାଜ୍ୟ…
Read More...