ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଗଣିତ ଦିବସ ପାଳିତ ହୋଇଯାଇଛି । ଏଥିରେ ଶିଶୁ ମନ୍ଦିରର ପୂର୍ବତନ ଛାତ୍ର ସ୍ୱାଗତ କୁମାର ପ୍ରଧାନ ଦୀପ ପ୍ରଜ୍ୱଳନ କରିଥିଲେ । ଶିଶୁ ଭାଇ ଭଉଣୀଙ୍କୁ ଗଣିତ ବିଷୟରେ ଆଲୋକପାତ କରିଥିଲେ । ଆଚାର୍ଯ୍ୟ!-->…
Read More...
Read More...