Browsing Tag

padmapur news

କାମୁଡିଲା ବୁଲା କୁକୁର : ବୃଦ୍ଧା ଆହତ, ସାହାଯ୍ୟର ହାତ ବଢାଇଲେ ସାମାଜିକ କର୍ମୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଷ୍ଟେଟ ବ୍ୟାଙ୍କ ନିକଟରେ ଜଣେ ଅସହାୟ ବୃଦ୍ଧାଙ୍କୁ ଗୋଟିଏ ବୁଲା କୁକୁର କାମୁଡି ଦେବା ପରେ ବୃଦ୍ଧା ଜଣକ ଭୟରେ ତଳେ ପଡି ଯାଇଥିଲେ । ତାଙ୍କୁ ଘଟଣା ସ୍ଥଳରୁ ଚନ୍ଦ୍ରଶେଖର ମିଶ୍ର ଓ ସାମାଜିକ କର୍ମୀ ବଡ ଶତପଥି ପାଇକମାଲ ସରକାରୀ
Read More...

ଜମଲା ଗ୍ରାମ ପଂଚାୟତକୁ ବ୍ଲକ ମାନ୍ୟତା ଦାବୀ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ସବ୍ ଡିିଭିଜନର ଜମଲା ଗ୍ରାମ ପଂଚାୟତକୁ ଏକ ବ୍ଲକ ମାନ୍ୟତା ଦାବୀ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ବ୍ଲକ ଜୋନ୍ ୨ର ଜିଲ୍ଲା ପରିଷଦ ପ୍ରତିନିଧି ଅନିରୁଦ୍ଧ ରଣାଙ୍କ ସଭାପତିତ୍ୱରେ ଏକ ସଭାର ଆୟୋଜନ
Read More...

ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ଆନନ୍ଦ ବାଗଙ୍କୁ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ଅମୃତ ପୁରସ୍କାର ପାଇଁ ମନୋନୀତ ବିଶିପାଲି ଗ୍ରାମର ଆନନ୍ଦ ବାଗଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଭାରତ ସରକାର ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୭୫ ଜଣ ୭୫
Read More...

ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପାଇକମାଳ ବ୍ଲକ ଅଧ୍ୟକ୍ଷା ଭାବନା ସିଂ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବରଗଡ ପୋଲିସ
Read More...

ପଦ୍ମପୁରରେ ଫଳାଫଳର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପଦ୍ମପୁର, (କେପିଏନ୍‌ଏସ୍‌) : ପଦ୍ମପୁରରେ ଫଳାଫଳର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଦ୍ମପୁରବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି କେମିତି ପୂରଣ ହେବ ତା’ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଯେଉଁ ସବୁ ପ୍ରତିଶ୍ରୁତି ଦିଆଯାଇଛି ସେ ସବୁ ପାଳନ କରାଯିବ ।
Read More...

ପଦ୍ମପୁର ବ୍ଲକରେ ପିଲାଙ୍କ ପାଖରେ ପାଠାଗାର କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପୁସ୍ତକ ବ୍ୟକ୍ତି ଭିତରେ ଥିବା ଜିଜ୍ଞାସା ପ୍ରବୃତ୍ତିକୁ ଜାଗ୍ରତ କରେ । ଅଜ୍ଞାନର ପରଦା ହଟାଇ ଜ୍ଞାନର ଗବାକ୍ଷ ଉନ୍ମୁକ୍ତ କରେ । ତେଣୁ ଛାତ୍ରଛାତ୍ରୀମାନେ ପୁସ୍ତକ ପଠନ ପ୍ରତି ଯତ୍ନବାନ ହେବାକୁ 'ଶିଶୁଶ୍ରୀ ଭ୍ରାମ୍ୟମାଣ ପାଠାଗାର'ର ବ୍ଲକ ପରିକ୍ରମା
Read More...

୪୨ ଦିନରେ ପଦ୍ମପୁର ଜିଲ୍ଲା ଦାବୀ ଆନ୍ଦୋଳନ

ପଦ୍ମପୁର ବିଧାୟିକା ନେଲେ ଜିଲ୍ଲା ଗଠନ ଦାୟିତ୍ଵ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବୀକୁ ଅଗ୍ରାଧିକାର ଦେଇ ଦାୟିତ୍ଵ ନେଲି ବୋଲି କହିଲେ ନବ ନିର୍ବାଚିତ ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା । ଗତ ତିନି ଦଶଂଧି ଧରି ପଦ୍ମପୁର ଉପଖଣ୍ଡକୁ
Read More...

ଘୁଚାପାଲି ପ୍ରାଥମିକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଚେତଗାଁ ପଞ୍ଚାୟତ ଅନ୍ତର୍ଗତ ଘୁଚାପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉଦ୍‌ଯାପନୀ ଉତ୍ସବରେ ଅନୁଷ୍ଠିତ ସଭାରେ ଗିରିଧାରୀ କଲାରୀ ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଭାବରେ ଚେତଗାଁ ସରପଞ୍ଚ ଶ୍ରୀମତୀ ବନିତା ମହାନନ୍ଦ
Read More...

ଘୁଚାପାଲି ପ୍ରାଥମିକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛେତଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଘୁଚାପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ସଭାରେ ଗିରିଧାରୀ କଲାରୀଙ୍କ ସଭାପତିତ୍ୱରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ମହାସମାରୋହରେ
Read More...

ଗୋଁଣ୍ତ ମହାସଭାର ନୂତନ ଗୁଡି କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଅଖିଳ ଭାରତୀୟ ଗୋଁଣ୍ତୱାନା ଗୋଁଣ୍ତ ମହାସଭା ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଧୁମାଭଟା ଠାରେ ଜିଲ୍ଲା ସଭାପତି ଭାଗିରଥି ସିଂହଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ପଦ୍ମପୁର ବ୍ଲକ, ପାଇକମାଲ ବ୍ଲକ, ଝାରବନ୍ଧ
Read More...