ପଦ୍ମପୁର ଉପନିର୍ବାଚନ : ନାମାଙ୍କନ ପତ୍ର ଦାଖଲ କଲେନି ବିଜେପି ପ୍ରାର୍ଥୀ, ଚାଷୀଙ୍କୁ ସମର୍ଥନ ଜଣାଇ ନାମାଙ୍କନ ଭରିଲେନି…
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନକୁ ନେଇ ଉଠୁଛି ପଡୁଛି ଅଞ୍ଚଳ । ଆଜି ବିଜେପି ଦଳର ପ୍ରାର୍ଥୀ ପ୍ରଦୀପ ପୁରୋହିତ ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ଦଳ ବଳ ସହିତ ଠାଟ ପଟୁଆରରେ ଦୋରା ପେଟ୍ରୋଲ ପମ୍ପ ପଡିଆରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ ।!-->…
Read More...
Read More...