Browsing Tag

padmapur news

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିମନ୍ତେ କଳାକାର ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସ୍ଥାନୀୟ ରାଜାଜୀ ଟାଉନ ହଲ୍‌ରେ ପଦ୍ମପୁର ବ୍ଲକ ପ୍ରଶାସନ ତରଫରୁ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିମନ୍ତେ କଳାକାର ଚୟନ ୨୦୨୨ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ପଦ୍ମପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ଵନାଥ ସାହୁ, ବ୍ଲକ ସମାଜିକ…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେ ମା’ ଓ ଜେଜେ ବାପା ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ ଓ ଜେଜେ ମା' ଜେଜେ ବାପା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସୁବାଷ ଦାଶ ଓ ଶ୍ରୀମତୀ ତପସ୍ୱିନୀ ଦାଶ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ ।…
Read More...

ଧାନମଣ୍ତି ସମସ୍ୟାକୁ ନେଇ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଉପଜିଲ୍ଲାପାଳଙ୍କ ନିକଟରେ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡରେ ଧାନ କ୍ରୟ ବ୍ୟବସ୍ଥାରେ ରାଜ୍ୟ ସରକାରଙ୍କ ଭୁଲ ଓ ନିଷ୍ଠାହୀନ କାରଣରୁ ଦୀର୍ଘ ବର୍ଷ ଧରି ଓଡ଼ିଶା ପ୍ରଦେଶର ଚାଷୀମାନେ ଅବହେଳିତ ଓ ଦାରିଦ୍ର୍ୟତାର ଶିକାର ହେଉଛନ୍ତି । ସରକାର ଉତ୍ପାଦିତ ଧାନମଣ୍ତି ଗୁଡିକକୁ ପରିଚାଳନା ହେତୁ ଚାଷୀମାନେ…
Read More...

ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଗଣିତ ଦିବସ ପାଳିତ ହୋଇଯାଇଛି । ଏଥିରେ ଶିଶୁ ମନ୍ଦିରର ପୂର୍ବତନ ଛାତ୍ର ସ୍ୱାଗତ କୁମାର ପ୍ରଧାନ ଦୀପ ପ୍ରଜ୍ୱଳନ କରିଥିଲେ । ଶିଶୁ ଭାଇ ଭଉଣୀଙ୍କୁ ଗଣିତ ବିଷୟରେ ଆଲୋକପାତ କରିଥିଲେ । ଆଚାର୍ଯ୍ୟ…
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଳ ବ୍ଲକର ଏକ ମାତ୍ର ବାଳିକା ଉଚ୍ଚ ବିଦ୍ୟାଳୟରେ ଉତ୍ସାହ, ଉଦ୍ଦୀପନା ସହିତ ବାର୍ଷିକ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି । ଆଜି ସକାଳ ୯ ଘଣ୍ଟା ସମୟରେ ପାଇକମାଲ ଶିବ ମନ୍ଦିରରୁ ଏକ ମଶାଲ ଶୋଭାଯାତ୍ରା ଛାତ୍ରୀମାନଙ୍କ ଦ୍ୱାରା ବିଦ୍ୟାଳୟରେ ପହଂଚି…
Read More...

ଟ୍ଵିଟର ଗାର୍ଲ ଦୀପାଙ୍କ ପ୍ରୟାସରେ ହେବ ବୈତାଳି-ଧନେଶ୍ୱର ସେତୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଟେମରି ଗ୍ରାମର ସ୍ୱେଚ୍ଛାସେବୀ ଦୀପା ବାରିକ ଝାରବନ୍ଧ ତଥା ପାଇକମାଲ ଅଞ୍ଚଳର ମୌଳିକ ସମସ୍ୟା ଗୁଡ଼ିକର ସମାଧାନ ନିମନ୍ତେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଆସୁଥିବା ବେଳେ ଅନେକ ସମସ୍ୟାର ସମାଧାନ ହୋଇସାରିଛି, ଯାହା…
Read More...

ସଂଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ସଂଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ନାଟ୍ୟ ରଚନା ପାଇଁ ଗୁରୁଶ୍ରୀ ନାଟ୍ୟ ତପସ୍ୱୀ ଅଶୋକ ବହିଦାର, ଲୋକନୃତ୍ୟ…
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ବରଗଡ଼ ଜିଲ୍ଲା ଗସ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ବରଗଡ଼ ଜିଲ୍ଲାର ପଦ୍ମପୁର ଉପଖଣ୍ଡର ପାଇକମାଲ ଓ ଝାରବନ୍ଧ ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ କରିଛନ୍ତି । ପାଇକମାଲ ବ୍ଲକ ଅଞ୍ଚଳରେ କୃଷି ଉଦ୍ୟୋଗୀ ଯୋଜନା, ବିହନ ପ୍ରକ୍ରିୟାକରଣ, ଛେଳି ପାଳନ…
Read More...

ପାଇକମାଲ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଦୀର୍ଘ ୬୨ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ବିଦ୍ୟାଳୟ ପରିସରରେ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ନୃସିଂହନାଥ ଧର୍ମଶାଳାରୁ ଏକ ଭବ୍ୟ ଶିକ୍ଷାଜ୍ୟୋତି ମଶାଲ ଶୋଭାଯାତ୍ରାରେ ପୁରାତନ ଛାତ୍ରଛାତ୍ରୀ…
Read More...

ବୃଦ୍ଧାଶ୍ରମ ଅନ୍ତେବାସୀମାନଙ୍କୁ ନୃସିଂହନାଥ ଦର୍ଶନ କରାଇଲେ ସମାଜସେବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାରେ ପ୍ରବଳ ଶୀତ ସାଙ୍ଗକୁ ଆରମ୍ଭ ହୋଇଛି ବଣଭୋଜି ଋତୁ । ଏଥିପାଇଁ ଜିଲ୍ଲାର ପର୍ଯ୍ୟଟନସ୍ଥଳୀ ମାନଙ୍କରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି । ଏହି ସବୁ ଭିତରେ ସମାଜରୁ ଅବହେଳିତ ନିଷ୍ପେସିତ ହୋଇ ଜରାଶ୍ରମରେ ରହୁଥିବା ଅନ୍ତେବାସୀମାନଙ୍କ ବିଷୟରେ…
Read More...
error: Content is protected !!