Browsing Tag

padmapur news

ଜେନିଥ ଲାୟନ୍ସ ଗୁରୁକୁଳରେ ସମ୍ବଲପୁରୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁରୀ ଭାଷା ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଓ ସମ୍ବଲପୁରୀ ଭାଷାର ଜନକ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ବାର୍ଷିକୀକୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୧ ତାରିଖକୁ ସମ୍ବଲପୁରୀ ଦିବସ ଭାବେ ପାଳନ କରିଥାଉ । ଏହି
Read More...

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗ୍ରନ୍ଥାଗାରିକ ପ୍ରଶାନ୍ତ କୁମାର ସାହୁଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନ ସଭାର ସଭାପତିତ୍ୱ କରିଥିଲେ ।
Read More...

ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ସମ୍ପୁର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ ବିଡ଼ିଓ ପ୍ରଫୁଲ୍ଲ କୁମାର ଓଦୁଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସମାରୋହରେ ମୁଖ୍ୟ ଅତିଥି ଭାବେ ଉପ
Read More...

ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଧେଶିକାଙ୍କ ପଦ୍ମପୁର ଗସ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୁରୁବାର ପଦ୍ମପୁର ଉପଖଣ୍ଡକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଧେଶିକା କଲ୍ୟାଣୀ ଦାସ ଏକ ଦିନିକିଆ ଗସ୍ତରେ ଆସି ଉପଖଣ୍ଡ ସୂଚନା ଓ ଲୋକ‌ ସମ୍ପର୍କ ବିଭାଗର କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ଅବସରରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ
Read More...

ଜନ୍ମ ଦିନ ବୃଦ୍ଧାଶ୍ରମ ଅନ୍ତୋନିବାସୀ ସହ ପାଳିଲେ ଯୋଗାଣ ଅଧିକାରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ବ୍ଳକ ଯୋଗାଣ ଅଧିକାରୀ ଦେବାଶିଷ ମେହେରଙ୍କ ୨୭ତମ ଜନ୍ମ ଦିବସକୁ ନିଆରା ଢଙ୍ଗରେ ପାଇକମାଲ ସ୍ଥିତ ବୃଦ୍ଧାଶ୍ରମରେ ପାଳନ କରାଯାଇଛି । ଏହି ଅବସରରେ ଅନ୍ତୋନିବାସିନୀ ଓ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଶ୍ରୀ ମେହେରଙ୍କ
Read More...

ଗଞ୍ଜେଇ ଚାଲାଣରେ ୨ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଖଣ୍ଡିଝରଣଠାରେ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଜଣ ବ୍ୟକ୍ତିକୁ ଗିରଫ କରି ପାଇକମାଲ ପୋଲିସ କୋର୍ଟ ଚାଲାଣ କରିଛି । ସୂଚନାଯୋଗ୍ୟ, ବୁଧବାର ପାଇକମାଳ ପୋଲିସ ଖଣ୍ଡିଝରଣ ନିକଟରେ ଯାଇଥିବା ବିଜୁ ଏକ୍ସପ୍ରେସ ୱେ ଚେକିଂ
Read More...

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଦ୍ଵିତୀୟ ଅଭିଭାବକ ଶିକ୍ଷକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ୨୦୨୫-୨୬ ଶିକ୍ଷାବର୍ଷର ଦ୍ୱିତୀୟ ଅଭିଭାବକ ଅଭିଭାବିକ ଶିକ୍ଷକ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇସାରିଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ
Read More...

ସମୀକ୍ଷା ବୈଠକରେ ଗର୍ଜିଲେ କାଉନସିଲର ଇଂ କୁନାଲ ପାଣିଗ୍ରାହୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦୀର୍ଘ ଦିନର ସମସ୍ୟାକୁ ନେଇ ସମୀକ୍ଷା ବୈଠଳରେ ଗର୍ଜିଲେ କାଉନସିଲର ଇଂ କୁନାଲ ପାଣିଗ୍ରାହୀ । ପଦ୍ମପୁର ଉପଖଣ୍ଡ ସଦର ମହକୁମା ବିଜ୍ଞାପିତ ଅଂଚଳ ପରିଷଦ ୨ ନମ୍ବର ୱାର୍ଡର ବିଭିନ୍ନ ସମସ୍ୟାକୁ ନେଇ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ସ୍ୱାସ୍ଥ୍ୟ ପରୀକ୍ଷଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁ ବାଟିକା ବିଭାଗର ଶିଶୁମାନଙ୍କର ଆଜି ସ୍ୱାସ୍ଥ୍ୟ ପରୀକ୍ଷଣ କରାଯାଇଛି । ଏହି ଅବସରରେ ତାଲପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ଡ଼ଃ ସମୀର ମେହେର ଯୋଗଦେଇ ୨୪୫ ଜଣ ଶିଶୁମାନଙ୍କର ସ୍ୱାସ୍ଥ୍ୟ
Read More...

ପଦ୍ମପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ବରଗଡ଼…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁରଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯାଉ । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । କେନ୍ଦ୍ରୀୟ ବିଦ୍ୟାଳୟ
Read More...