Browsing Tag

padmapur news

ପଦ୍ମପୁର ବ୍ଲକରେ ନିଯୁକ୍ତି ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର ବ୍ଲକ ପରିସରରେ ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ଅନ୍ତର୍ଗତ ବ୍ଲକସ୍ତରୀୟ ନିଯୁକ୍ତି ମେଳା ଆଜି ଆୟୋଜିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷ ରଞ୍ଜିତ ସିଂ ବରିହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ୱନାଥ ସାହୁ ଅତିଥି ଭାବେ ଯୋଗଦେଇ
Read More...

ହନୁମାନପଡା ଛକଠାରୁ କଫ ସିରଫ ଜବତ : ୧ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ପୋଲିସ ସନ୍ଧ୍ୟାରେ ପେଟ୍ରୋଲିଂ କରୁଥିବା ସମୟରେ ବରଗଡ଼ ଜିଲ୍ଲା ପଦ୍ମପୁର ସହର ହନୁମାନପଡା ଛକଠାରେ ଜଣେ କଫ ସିରଫ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ତାଙ୍କ ଠାରୁ ଗୋଟିଏ ଜାରରେ ୨୦ ଲିଟର ଅପମିଶ୍ରିତ ତରଳ ପଦାର୍ଥ, ୧୦ ବୋତଲ
Read More...

ଦିପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ଦିପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ସାହୁ ସଭାପତିତ୍ୱ ଅନୁଷ୍ଠିତ ଏକ ସଭାରେ ପ୍ରକୃତି ବନ୍ଧୁ
Read More...

‘କୋଶଳ ପ୍ରବାହ’ରେ ଖବର ପ୍ରସାରଣ ପରେ ଚେଇଁଲା ପୂର୍ତ୍ତ ବିଭାଗ : କ୍ରସର ଗୁଣ୍ଡ ପକେଇ ଖାଲ ହେଲା ଭର୍ତ୍ତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସହରର ବିଜୁ ଏକ୍ସପ୍ରେସ ୱେ ରାସ୍ତାରୁ ଝାରବନ୍ଧ ପଟକୁ ସଂଯୋଗ କରିଥିବା ରାସ୍ତାଟି ଏବେ ମରଣଯନ୍ତା ପାଲଟିଛି ବୋଲି ଗତକାଲି 'କୋଶଳ ପ୍ରବାହ'ରେ ଖବର ପ୍ରସାରିତ ହୋଇଥିଲା, ଯାହାକୁ ଦେଖି ଚେଇଁଛି ପୂର୍ତ୍ତ ବିଭାଗ । ପାଇକମାଲ
Read More...

ଶହୀଦ ମାଧୋ ସିଂ ଆଞ୍ଚଳିକ କୃଷକ ସଙ୍ଗଠନର ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ସୋହେଲା ବ୍ଲକ ଘେଁସ ଶହୀଦ ମାଧୋ ସିଂ ଆଞ୍ଚଳିକ କୃଷକ ସଙ୍ଗଠନର ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ସ୍ଥାନୀୟ ମିଳନ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପଦ୍ମଶ୍ରୀ ହଳଧର ନାଗ, ବରଗଡ ଏଡିଏମ ମିର୍ଦ୍ଧା
Read More...

ମାନସିଂହ ସାହିତ୍ୟ ସଂସଦର ଏକବିଂଶତମ କବିତା ଆସର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସଭାପତି ବିଷ୍ଣୁ ପ୍ରସାଦ ଦଳେଇଙ୍କ ସଭାପତିତ୍ୱରେ ଗତକାଲି ସନ୍ଧ୍ୟା ସମୟରେ ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା, ପୁରୀ ଆନୁକୂଲ୍ୟରେ ଏକବିଂଶତମ ରାଜ୍ୟସ୍ତରୀୟ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ଲଳିତ କୁମାର ସ୍ୱାଇଁ ସମସ୍ତଙ୍କୁ ସ୍ୱାଗତ କରିଥିଲେ
Read More...

ଗିରି ଗୋବର୍ଦ୍ଧନ ପୀଠରେ ଭାଗବତ ଜନ୍ମ ଓ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଚିଖିଲି ଗ୍ରାମ ପଞ୍ଚାୟତର କମଲପଦର ସ୍ଥିତ ଗିରି ଗୋବର୍ଦ୍ଧନ ପୀଠରେ ଭାଗବତ ଜନ୍ମ ଓ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଭୀଷ୍ମଦେବ ପଣ୍ଡା ତାଙ୍କ ପତ୍ନୀ ପଦ୍ମାସିନୀ ପଣ୍ଡା କର୍ତ୍ତା ଦାୟିତ୍ଵ
Read More...

ଶିକ୍ଷକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଯମରତଲା ସରକାରୀ ଅପ୍‌ଗ୍ରେଡ଼ ଉଚ୍ଚ ବିଦ୍ୟାଳୟରେ ଏସଏମସି ଚେୟାରପର୍ସନ ଦଶରଥ ବରିହାଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ରଘୁନାଥ ପୁରୀ ବୈଠକର ଉର୍ଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ପ୍ରଧାନ ଶିକ୍ଷକ
Read More...

ଲିଖିତ ପ୍ରତିଶୃତି ପରେ ଆନ୍ଦୋଳନରୁ ଓହରିଲେ ଖଟିଖିଆ ସଂଘ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଖଟିଖିଆ ସଂଘ ତରଫରୁ ଗତ ୨୩ ତାରିଖରୁ ଝାରବନ୍ଧ ବ୍ଲକ ସାମ୍‌ନାରେ ଦୀର୍ଘ ୧୭ ଦିନ ଧରି ଆନ୍ଦୋଳନ ଚାଲୁଥିଲା । ପେକ୍ସରେ ଲକ୍ଷ ଲକ୍ଷ ଟଙ୍କା ଦୁର୍ନୀତି, ଆବାସ ଯୋଜନା ବିନା ଘର କରି ପଇସା ଉଠାଇବା, ମନରେଗା ଯୋଜନାରେ ଯିଏ କାମ କରି ନାହାନ୍ତି ତାଙ୍କ ନାଁରେ
Read More...

ପ୍ରଶିକ୍ଷଣ ଓ ଜ୍ଞାନ ସଂସ୍କାରରେ ଯୋଗ ଦେଲେ ବ୍ଲକ କଳା ସଂସ୍କୃତି ସଂଘ ଉପସଭାପତି ଲଲିତ ଜଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କଳା ସଂସ୍କୃତି ସଂଘ ଉପସଭାପତି ତଥା କଳାକାର ମହାସଂଘ ସାଧାରଣ ସମ୍ପାଦକ ଲଲିତ ଜଗତ ଭୁବନେଶ୍ୱର ଭଞ୍ଜ କଳା ମଣ୍ଡପଠାରେ ଓଡିଶା ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଆୟୋଜିତ ହୋଇଥିବା ବ୍ଲକ କଳା
Read More...