Browsing Tag

padmapur news

ଡ. ସଞ୍ଜୟ ପଣ୍ଡାଙ୍କୁ ରାଜ୍ୟର ପ୍ରଥମ ଶ୍ରେଷ୍ଠ ଯୋଗାସନ କ୍ରୀଡା ବିଚାରକ ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଯୋଗାସନ କ୍ରୀଡା ସଂଘ, ଓଡ଼ିଶା (ୱାଇଏସ୍‌ଏଓ) ହେଉଛି ଭାରତ ସରକାରଙ୍କ ଯୁବ କାର୍ଯ୍ୟକ୍ରମ ଓ ଖେଳ ମନ୍ତ୍ରଣାଳୟ ଦ୍ୱାରା ସ୍ୱୀକୃତିପ୍ରାପ୍ତ ଜାତୀୟ ଯୋଗାସନ କ୍ରୀଡା ସଂଘ (ଏନ୍‌ୱାଇଏସ୍‌ଏଫ) ଦ୍ୱାରା ମାନ୍ୟତାପ୍ରାପ୍ତ ଅନୁଷ୍ଠାନ । ୱାଇଏସ୍‌ଏଓ ପକ୍ଷରୁ
Read More...

ବ୍ରାହ୍ମଣଡିହି ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ଦୁଲୁକିଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବ୍ରାହ୍ମଣଡିହି ଯୁବ ତାରକା ଅନୁଷ୍ଠାନ ଯୁବକମାନଙ୍କ ଦ୍ୱାରା ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବରଗଡ ସାଂସଦ
Read More...

ସର୍ଗିବାହାଲ ସରସ୍ୱତୀ ଶିଶୁ ମନ୍ଦିରରେ ଗୁରୁଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସୋମବାର ଦିନ ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ସର୍ଗିବାହାଲ ସରସ୍ୱତୀ ଶିଶୁ ମନ୍ଦିରଠାରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜୟନ୍ତୀ ଓ ଗୁରୁଦିବସ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଆଦିବାସୀ ଉଚ୍ଚ ବିଦ୍ୟାଳୟ ଅବସରପ୍ରାପ୍ତ
Read More...

ବିଶିପାଲି ଗ୍ରାମରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମରେ ଜୟ ଜଗନ୍ନାଥ କ୍ଲବ ତରଫରୁ ମହାଆଡମ୍ବରରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିରୀଶ ବହିଦାର, ଆଶିଷ ବହିଦାର, ସମ୍ମାନିତ ଅତିଥି
Read More...

ପଦ୍ମପୁର ବିଜେପି ବରିଷ୍ଠ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ପୀଠ ସ୍ଥିତ ବିନ୍ଧ୍ୟବାସିନୀ ଯାତ୍ରୀ ନିବାସଠାରେ ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀସ୍ତରୀୟ ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ପଦାଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ଡ଼. ବାଞ୍ଛାନିଧି ପଣ୍ଡା (ବିଦ୍ୱତ ପରିଷଦ ପ୍ରାନ୍ତ ସଭାପତି) ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ
Read More...

ବାପୁଜୀ ସ୍ୱେଚ୍ଛାସେବୀ ସଂଗଠନ ଓ ଗଣେଶ ପୂଜା କମିଟି ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ସର୍ଗିବାହାଲ ପଞ୍ଚାୟତ ଅଧିନରେ ଥିବା ଢୋଲବନ୍ଧଠାରେ ବାପୁଜୀ ସ୍ୱେଚ୍ଛାସେବୀ ସଂଗଠନ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ ଗ୍ରାମରେ ଏକ ସଭାର ଆୟୋଜନ କରାଯାଇଥିଲା । ସଭାସ୍ଥଳରେ ଗ୍ରାମର
Read More...

ରାଜବୋଡାସମ୍ବର ମିଳିତ ପ୍ରାଥମିକ ଶିକ୍ଷକ ସଂଘର ଶୋକସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପ୍ରାଥମିକ ଶିକ୍ଷକ ଭବନଠାରେ ରାଜବୋଡାସମ୍ବର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସଦାନନ୍ଦ ପୁରୋହିତଙ୍କ ପୌରାହିତ୍ୟରେ ସ୍ୱର୍ଗୀୟ ଅବସରପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ରବୀନ୍ଦ୍ର ରଣାଙ୍କ ଆତ୍ମାର ସଦ୍‌ଗତି ପାଇଁ ନୀରବ ପ୍ରାର୍ଥନା କରାଯାଇଥିଲା ।
Read More...

୨୦୨୧ ଫସଲ ବୀମା ରାଶି ଓ ଇନଫୁଟ ସବସିଡି ପ୍ରଦାନ ଦାବୀରେ କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କୃଷକ ସଂଗଠନ ପକ୍ଷରୁ ୨୦୨୧ ମସିହାର ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ସହିତ ମରୁଡି ସହାୟତା ଇନପୁଟ ରାଶି ଆଜି ପର୍ଯ୍ୟନ୍ତ ନ ମିଳିବାରୁ ପ୍ରଦାନ କରିବା ଦାବୀରେ ଏକ ୪ ଦଫା ସମ୍ମିଳିତ ଦାବୀପତ୍ର ବରଗଡ଼ ଜିଲ୍ଲାପାଳଙ୍କ
Read More...

ପୁରେନାଦୁର୍ଗେଇ କ୍ଲବ ଦ୍ୱାରା ନୂଆଁଖାଇ ଭେଟ୍‌ଘାଟ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ପୁରେନାଦୁର୍ଗେଇ କ୍ଲବ ଆନୁକୂଲ୍ୟରେ 'ନୂଆଁଖାଇ ଭେଟ୍‌ଘାଟ୍‌' ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ଭାରତ ପୁଟାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷକ ନରେନ୍ଦ୍ର ଦାଉ ସଂଯୋଜନା କରିଥିଲେ ।
Read More...