Browsing Tag

padmapur news

ଲଖମରାରେ ମାତୃ କର୍ମଶାଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଲଖମରା ସରସ୍ୱତୀ ଶିଶୁ ମନ୍ଦିର ଠାରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ନଲିନୀ ବେହେରା ଦୀପ ପ୍ରଜ୍ଜ୍ୱଳନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଜନାର୍ଦ୍ଦନ ସାହା ସ୍ୱାଗତ ଏବଂ ପରିଚୟ ପ୍ରଦାନ କରିଥିଲେ । ଏଥିରେ…
Read More...

ବହୁ କଂଗ୍ରେସ କର୍ମୀ ବିଜେଡିରେ ସାମିଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଉପନିର୍ବାଚନ ପାଇଁ ଉୁଠୁଛି ପଡୁଛି ଏବେ ପଦ୍ମପୁର ନିର୍ବାଚନ ମଣ୍ଡଳୀ । ଏହା ସହିତ ଦଳ ଦିଆଁ ଖେଳ ବି ଜାରି ରହିଛି । ତେବେ ଏହାରି ଭିତରେ ପଦ୍ମପୁର କଂଗ୍ରେସର ଟାଣୁଆ ନେତା ସଭାପତି ଚମ୍ପକ ପୁରୋହିତଙ୍କ ସହ କଂଗ୍ରେସର ଶତାଧିକ କର୍ମୀ ବିଧିବଦ୍ଧ ଭାବେ ରାଜ୍ୟ…
Read More...

ପଦ୍ମପୁର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ନାମାଙ୍କନ ପତ୍ର ଦାଖଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧି ଦଳ ନେତା ଜୟ ନାରାୟଣ ମିଶ୍ର, କନକ ବର୍ଦ୍ଧନ ସିଂଦେଓ, ବରଗଡ ସାଂସଦ ସୁରେଶ ପୂଜାରୀ ଏବଂ ରାଜ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ…
Read More...

ବିଜେପିର କାର୍ଯ୍ୟକର୍ତ୍ତାଙ୍କ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ପ୍ରବଳ ମାତ୍ରାରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଜନ ସମର୍ଥନ ବଢିବାରେ ଲାଗିଛି । ଆଜି ପଦ୍ମପୁର ନିର୍ବାଚନ ମଣ୍ଡଳୀର ଝାରବନ୍ଧ ବ୍ଲକ ବିଜାଢୋଲ, କନ୍ଧାଡଙ୍ଗର, କୁସୁମଦର୍ହା, ଅନୁଗୁଳ,…
Read More...

ପଦ୍ମପୁର ଉପନିର୍ବାଚନ : ନାମାଙ୍କନ ପତ୍ର ଦାଖଲ କଲେନି ବିଜେପି ପ୍ରାର୍ଥୀ, ଚାଷୀଙ୍କୁ ସମର୍ଥନ ଜଣାଇ ନାମାଙ୍କନ ଭରିଲେନି…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନକୁ ନେଇ ଉଠୁଛି ପଡୁଛି ଅଞ୍ଚଳ । ଆଜି ବିଜେପି ଦଳର ପ୍ରାର୍ଥୀ ପ୍ରଦୀପ ପୁରୋହିତ ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ଦଳ ବଳ ସହିତ ଠାଟ ପଟୁଆରରେ ଦୋରା ପେଟ୍ରୋଲ ପମ୍ପ ପଡିଆରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ ।…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ଓ ଶିଶୁ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରର କୁସୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ପରିସରରେ ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନଙ୍କ ଅଧ୍ୟକ୍ଷତାରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁ ଭାଇ ଭଉଣୀଙ୍କୁ ନେଇ ଶିଶୁ ଦିବସ ପାଳିତ ହୋଇଯାଇଛି ।…
Read More...

ଡୁମ୍ବେରବାହାଲ ସ୍କୁଲରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜିର ଶିଶୁ ହେଉଛି ଭବିଷ୍ୟତର ନାଗରିକ । ତେଣୁ ଶିଶୁର ଉନ୍ନତି ହେଲେ ଦେଶର ଉନ୍ନତି ହେବ ଓ ଶିକ୍ଷାର ଉନ୍ନତି ହେଲେ ଶିଶୁମାନଙ୍କ ଉନ୍ନତି ହେବ ବୋଲି ଡୁମ୍ବେରବାହାଲ ସ୍କୁଲରେ ଅନୁଷ୍ଠିତ ଶିଶୁ ଦିବସ ପାଳନ ଉତ୍ସବରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି ।…
Read More...

ଆହୁରି ତୀବ୍ର ହେବାରେ ଲାଗିଛି ରାଜବୋଡାସମ୍ବର କୃଷକ ସଙ୍ଗଠନର ଆନ୍ଦୋଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର କୃଷକ ସଙ୍ଗଠନର ଆନ୍ଦୋଳନ ଆହୁରି ତୀବ୍ର ହେବାରେ ଲାଗିଛି । ଆଜି ଯାଏଁ କିଛି ବି ସମସ୍ୟାର ସମାଧାନ ହୋଇ ନାହିଁ, ଯାହାକି ଅତ୍ୟନ୍ତ ନିନ୍ଦନୀୟ ଅଟେ ବୋଲି ମତ ପ୍ରକାଶ ପାଇଛି । ଚାଷୀମାନଙ୍କର ୧୩ ଦଫା ଦାବୀରେ କୃଷକ ସଙ୍ଗଠନର ଗଣଧାରଣା…
Read More...

ପଦ୍ମପୁର ଉପନିର୍ବାଚନ ସମୟରେ ବିଜେଡି ଯୁବ ଗୋଷ୍ଠୀ ଦଳ ଛାଡି ବିଜେପି ଦଳରେ ଯୋଗଦେଲେ

ପଦ୍ମପୁର, (ନିରୋଜ କୁମାର ପାଣି) : ପଦ୍ମପୁର ଉପନିର୍ବାଚନ ଆଉ ଅଳ୍ପ ଦିନ ଥିବା ବେଳେ ବିଜେଡି କର୍ମୀ ତଥା ଯୁବଗୋଷ୍ଠୀ ଦଳ ଛାଡି ବିଜେପି ଦଳରେ ଯୋଗଦାନ କରିଛନ୍ତି । ପଦ୍ମପୁର ନିର୍ବାଚନ ମଣ୍ଡଳୀର ଲୁହୁରାପାଲି ଗ୍ରାମ ପଞ୍ଚାୟତ ବରଭଟା ଗ୍ରାମର ବିଜେଡି ଯୁବ କର୍ମୀ ହୃଷିକେଶ ନେଗୀ, ବଲରାମ…
Read More...

ବନ୍ଦଲାର ବାଲୁଙ୍କେଶ୍ୱର ବାବାଙ୍କ ପୂଜା ସମାପନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସୋହେଲା ନିକଟସ୍ଥ ବନ୍ଦଲା ଗ୍ରାମରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ କାର୍ତ୍ତିକ ଶୁକ୍ଳପକ୍ଷ ଦଶମୀରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଗ୍ରାମର ରାଞ୍ଜ ନଦୀକୂଳରେ ବାଲୁଙ୍କେଶ୍ୱର ମହାଦେବ ବାବାଙ୍କ ପୂଜା ସମାପନ ହୋଇଯାଇଛି । ଗ୍ରାମର ରାଞ୍ଜ…
Read More...