Browsing Tag

padmapur news

ଛିନ୍ଦେଇକେଲାରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାଲପଡା କ୍ଲଷ୍ଟରର ସମସ୍ତ ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ରଚନା, ଗୀତ, ନୃତ୍ୟ, ଭାଷଣ ପରିବେଷଣ…
Read More...

ସଚେତନ ହେମା ମଣ୍ଡପରେ ନାଟକ ‘ଦକ୍ଷିଣା’ ମଞ୍ଚସ୍ଥ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଗ୍ରାମ ପଞ୍ଚାୟତର ଢୋଲବନ୍ଧ ଗ୍ରାମରେ ସଚେତନ ହେମା ଅନୁଷ୍ଠାନ ଆନୁକୂଲ୍ୟରେ ସ୍ୱର୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡୋଳାମଣି ରଣା,…
Read More...

ପଲସଦା କ୍ଲଷ୍ଟରରେ ସୁରଭି- ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ରାଜବୋଡ଼ାସମ୍ବର ବ୍ଲକ ପଲସଦା କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ୨୦୨୨ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବ ପଲସଦା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଖଇରା ସେବାଶ୍ରମରେ ଆରମ୍ଭ ହୋଇଥିଲା । ଖଇରା ସେବାଶ୍ରମ ପ୍ରଧାନ ଶିକ୍ଷକ…
Read More...

ମହୁଲପାଲିରେ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲି ପଞ୍ଚାୟତ ହାଇସ୍କୁଲ ଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହୁଲପାଲି କ୍ଲଷ୍ଟରର ଅଧୀନସ୍ଥ ସମସ୍ତ ବିଦ୍ୟାଳୟର ମନୋନୀତ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ…
Read More...

ଛିନ୍ଦେଇକେଲା ଶ୍ରୀ ସତ୍ୟସାଇ ଭଜନ ମଣ୍ଡଳୀରେ ଅଖଣ୍ଡ ଭଜନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶ୍ରୀ ସତ୍ୟସାଇ ବାବାଙ୍କ ପବିତ୍ର ଅବତାର ଦିବସ ଉପଲକ୍ଷେ ୯୭ଟି ଭଜନ ବାବାଙ୍କ ପାଦ ପଦ୍ମରେ ଅର୍ପଣ କରାଯାଇଛି । ଶ୍ରୀ ସତ୍ୟସାଇ ଭଜନ ମଣ୍ଡଳୀ ଛିନ୍ଦେଇକେଲାର ଭାଇ ଭଉଣୀଙ୍କ ଦ୍ୱାରା ଅଖଣ୍ଡ ଭଜନ ପରିବେଷଣ କରାଯାଇଥିଲା । ଆବାହକ ସନ୍ତୋଷ କୁମାର ପାଢ଼ୀଙ୍କ…
Read More...

ପାଇକମାଲ ହାଇସ୍କୁଲରେ ଫୁଟବଲ ବିତରଣ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଫୁଟବଲ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବରିଷ୍ଠ ଖେଳାଳି କୁସୁମ କୁମାର ରାଓ ଛାତ୍ରଛାତ୍ରୀମାନଙ୍କୁ ସରକାରଙ୍କ…
Read More...

ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁର ସ୍ଥିତ ଏକ ହସ୍ପିଟାଲରେ ପଦ୍ମପୁର ଭେଉଁରିଆ ଛକ ନିବାସୀ ବିଶିଷ୍ଟ ଗାନ୍ଧିବାଦୀ ତଥା ଭୂଦାନ କର୍ମୀ ଗଜେନ୍ଦ୍ର ପ୍ରସାଦ ଦାସଙ୍କ ଧର୍ମପତ୍ନୀ ତଥା ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷୟିତ୍ରୀ ସରୋଜିନୀ ଦାସ(୮୨)ଙ୍କ ସୋମବାର ଦିନ ଅପରାହ୍ନରେ ପରଲୋକ…
Read More...

ରଣଜିତପୁରରେ ବିଶ୍ୱ ଖାଦ୍ୟ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆମ ଖାଦ୍ୟ ଥାଳିରେ ପୁଷ୍ଟିଯୁକ୍ତ ଖାଦ୍ୟର ଘୋର ଅଭାବ ଦେଖା ଦେଇଛି । ଏଥି ଯୋଗୁଁ ମଣିଷ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛି । ଏହାକୁ ପ୍ରତିହତ କରିବା ପାଇଁ ଆମ ଖାଦ୍ୟ ଥାଳିକୁ ପୁଣି ଥରେ ପାରମ୍ପରିକ ଖାଦ୍ୟ ଫେରାଇ ଆଣିବାକୁ ପଡ଼ିବ ବୋଲି ପାଇକମାଲ ବ୍ଲକ…
Read More...

ଫଟାମୁଣ୍ଡା ଆମ୍ବେଦକର ଯୁବକ ସଂଘ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଆମ୍ବେଦକର ଯୁବକ ସଂଘର ଆନୁକୂଲ୍ୟରେ ଗତକାଲି ୧୦ମ ନୂଆଁଖାଇ ଭେଟ୍‌ଘାଟ୍‌ ୨୦୨୨ ଉତ୍ସବ ମହାସମାରୋହରେ ଆୟୋଜିତ ହୋଇଯାଇଛି । ପ୍ରାରମ୍ଭରୁ ଅତିଥିମାନଙ୍କୁ ଗାଁ ମୁଣ୍ଡରୁ ସ୍ୱାଗତ କରି ଶୋଭାଯାତ୍ରାରେ ଗାଁ ପରିକ୍ରମା କରାଯାଇଥିଲା । ସନ୍ଧ୍ୟାରେ…
Read More...

ବିଶ୍ଵ ଖାଦ୍ୟ ଦିବସରେ କ୍ଷୁଦ୍ରଦାନା ଶସ୍ୟ ଖାଦ୍ୟ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଠାରେ ଓଡ଼ିଶା ମିଲେଟ୍ ମିଶନ ଜରିଆରେ ଦେବଦତ୍ତ କ୍ଲବ୍ ଓ କୃଷି ବିଭାଗ ତରଫରୁ କ୍ଷୁଦ୍ରଦାନା ଶସ୍ୟ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୃଷି ବିଭାଗର ଗ୍ରାମ ସେବକ ଦୀପକ ରଣା, ଗାଇସିଲେଟ…
Read More...