Browsing Tag

padmapur news

ପାଇକମାଲ ଆଦର୍ଶ ବିଦ୍ୟାଳୟଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଅନ୍ତର୍ଗତ ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁରଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେଛୋଦାଦର ଗ୍ରାମ ପଞ୍ଚାୟତର ଯୁବ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ ଯୋଗଦେଇ ବୃକ୍ଷ ହିଁ ଜୀବନ,
Read More...

ସାନ ସାହାଜବାହାଲ ଗାଁରେ ବଚସାକୁ ନେଇ ହତ୍ୟାକାଣ୍ଡ : ଅଭିଯୁକ୍ତ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ସାନ ସାହାଜବାହାଲ ଗାଁରେ ବଚସାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ଗଭରା ଗାଁର ଶୁକ୍ରୁ ବରିହା ଓ ଅନ୍ୟ ଚାରି ଜଣ ଯୁବକ ବରଗଡ ଜିଲ୍ଲାକୁ କାମ କରିବାକୁ ଯାଇଥିଲେ । ଗତ ୩୦
Read More...

ବୃକ୍ଷ ରୋପଣ ଓ ଦାୟିତ୍ୱ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପବିତ୍ର ସମ୍ବଲପୁରୀ ଦିବସ ଉପଲକ୍ଷେ ପଲସଦା ଗ୍ରାମରେ କୁନାଲ ସିଂ ବରିହାଙ୍କ ପରିଚାଳନାରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସରପଞ୍ଚ ପଙ୍କଜ କୁମାର ସାହୁ, ସମିତି ସଭ୍ୟ ମହେନ୍ଦ୍ର କୁମାର ବରିହା, ପଲସଦା
Read More...

ଅପୂର୍ବ ସଫଳତାରେ ସିରଜିନାର ସମଲପୁରୀ ଦିନ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସିରଜିନାର ସାହିତ୍ୟ ଆରୁ ସାଂସ୍କୃତିକ ଅନୁଷ୍ଠାନ ପଦ୍ମପୁର ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ନୃସିଂହନାଥ ମିଳିତ ଆନୁକୂଲ୍ୟରେ ପଶ୍ଚିମ ଓଡିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ଆଇଓସିଏଲ ଗେଷ୍ଟ ହାଉସରେ ସଭାପତି ରାଜୁ ଘିବେଲାଙ୍କ ସଭାପତିତ୍ୱରେ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରଠାରେ ଡ. ଲତିତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଇଂରାଜୀ ବିଭାଗର ଅଧ୍ୟାପକ ଡ. ପ୍ରଦୀପ କୁମାର ପଣ୍ଡାଙ୍କ ଦ୍ୱାରା ଅନୁବାଦନ କରାଯାଇଥିବା
Read More...

ତାଲପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ତାଲପାଲି ହସ୍ପିଟାଲର ନୂତନ ଗୃହରେ ଅବସର ଗ୍ରହଣ କରିଥିବା ଡୋଲାମଣି ପ୍ରଧାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା ପୂର୍ବକ ମାନପତ୍ର ଏବଂ ଉତ୍ତରୀୟ ପ୍ରଦାନ କରାଯାଇଥିଲା ଏବଂ ନୂତନ ଭାବେ କାର୍ଯ୍ୟରେ ଯୋଗଦାନ କରିଥିବା ଡ଼ାକ୍ତର ସିଦ୍ଧାନ୍ତ ପ୍ରଧାନ
Read More...

ନୃସିଂହନାଥ ବୃଦ୍ଧାଶ୍ରମରେ ସ୍ୱର୍ଗତ ଶୁକ୍ରୁବାରୀ ଭଇଁଶାଲଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ପୀଠରେ ଅବସ୍ଥିତ ନୃସିଂହନାଥ ବୃଦ୍ଧାଶ୍ରମରେ ଗତ ୨୧ ତାରିଖ ଦିନ ବୃଦ୍ଧାଶ୍ରମର ଅନ୍ତେବାସୀ ଶ୍ରୀମତୀ ଶୁକ୍ରୁବାରୀ ଭଇଁଶାଲଙ୍କ ୮୫ ବର୍ଷ ବୟସରେ ଦେହାନ୍ତ ହୋଇଥିଲା । ବୃଦ୍ଧାଶ୍ରମ ମୁଖ୍ୟ ଡା.
Read More...

ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ଵିଦ୍ୟା ମନ୍ଦିରର ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞନ ମେଳା ପ୍ରଧାନ ଆଚାର୍ଯ୍ୟଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ପରିସରରେ ସବିତା ମିର୍ଦ୍ଧା ଗୁରୁମା ଅଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ବୁଲୁ ସାହୁ ଗୁରୁଜୀ
Read More...

ଶ୍ରୀ ଶ୍ରୀ ନୃସିଂହନାଥ ବ୍ରାହ୍ମଣ ସମାଜର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଶ୍ରୀ ଶ୍ରୀ ନୃସିଂହନାଥ ବ୍ରାହ୍ମଣ ସମାଜ କାର୍ଯ୍ୟକାରୀ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗିରିଶ ଚନ୍ଦ୍ର ନାୟକ ସଭାପତିତ୍ୱ କରିଥିଲେ । ସମାଜର ବାର୍ଷିକ ଆୟ ବ୍ୟୟ ହିସାବ କରାଯାଇଥିଲା । ସଂଗଠନକୁ କିପରି ମଜଭୁତ କରି ଲୋକାଭିମୁଖୀ
Read More...

ନୂତନ ବିଡିଓଙ୍କୁ ରାଜବୋଡାସମ୍ବର ସରପଞ୍ଚ ସଂଘ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବୋଡାସମ୍ବର ବ୍ଲକରେ ନୂତନ ବିଡିଓଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ରାଜ ବୋଡାସମ୍ବର ସରପଞ୍ଚ ସଂଘ ପକ୍ଷରୁ ସଭାପତି ଆନନ୍ଦ କୁମାର ବେହେରାଙ୍କ ନେତୃତ୍ୱରେ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ବିଡିଓ ବିଶ୍ୱନାଥ ସାହୁଙ୍କୁ ଫୁଲ
Read More...