Browsing Tag

papadaahandi news

ଭାଲୁ ଆକ୍ରମଣରେ ବୃଦ୍ଧ ମୃତ

ପାପଡାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସିରିସୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ ପାଳପୁର ନଦୀ ନିକଟରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରବର୍ତ୍ତୀ ସମୟରେ ନବରଙ୍ଗପୁର ଜିଲ୍ଲା
Read More...