Browsing Tag

papadahandi news

ତେନ୍ତୁଳି ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାପଡାହାଣ୍ଡି : ପାପଡାହାଣ୍ଡି ଥାନା ଅନ୍ତର୍ଗତ ସୋରିଷପଦର ଜମି ଭିତରେ ଥିବା ଏକ ତେନ୍ତୁଳି ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଉଦ୍ଧାର କରିଥିବା ଜଣାପଡିଛି । ତାଙ୍କ ନାମ କମଳସିଂ ଅମନାତ୍ୟ ବୋଲି ଜଣାପଡିଛି । ସୂଚନା ଅନୁସାରେ ଶନିବାର ରାତିରେ କମଳ ଖାଇ ସାରିବା ପରେ ବାହାରକୁ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ୍ୟୁ

ପାପଡାହାଣ୍ଡି : ପାପଡାହାଣ୍ଡି- ମିରିଗୁଡା ରାସ୍ତାର ପଥର କୁଆଁରୀ ନିକଟରେ ଶନିବାର ଅଜଣା ଗାଡି ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବାଘସିଉନି ଗ୍ରାମର ଦିବାକର ପ୍ରଧାନୀ (୪୫) । ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି । ଦିବାକର ରାସ୍ତାରେ ରକ୍ତାକ୍ତ
Read More...

ମର୍ମନ୍ତଦ ସଡକ ଦୁର୍ଘଟଣା : ୧ ମୃତ

ପାପଡାହାଣ୍ଡି : ପାପଡାହାଣ୍ଡି ଥାନା ସୁନା ଡଙ୍ଗରୀ ରାସ୍ତା ନିକଟ ୩୯ନଂ ରାଜ୍ୟ ରାଜପଥରେ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ନାଁ ଦୀପକ କୁମାର । ତାଙ୍କ ଘର ଉତ୍ତରପ୍ରଦେଶର ଆଲ୍ଲିଗଡରେ । ସେ ଜଣେ ବୁଲା ବେପାରୀ । ଆଖପାଖ ଅଂଚଳରେ ବୁଲା ବ୍ୟବସାୟୀ କରି
Read More...

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ୍‌, ୧ ମୃତ, ୧ ଗୁରୁତର

ପାପଡାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ନାକଟିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଦର ମହକୁମା ତୁରୀନଦୀ ପୋଲ ତଳେ ବାଇକ ଖସି ଜଣକ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ମୃତ ବ୍ୟକ୍ତି ଜଣକ ନାକଟିଗୁଡା ଗ୍ରାମର ଖଗପତି ପୂଜାରୀ ବୋଲି ଜଣାପଡିଛି । ଗୁରୁତର
Read More...

ଦେଶୀ ବନ୍ଧୁକ ମରାମତି ବେଳେ ଫୁଟିଲା ଗୁଳି : ୫ ଆହତ

ପାପଡାହାଣ୍ଡି/ମୈଦଲପୁର : ଦେଶୀ ବନ୍ଧୁକ ମରାମତି ବେଳେ ଗୁଳି ଫୁଟିବାରୁ ମାଲିକ ସହ ୫ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ ପୂଜାରୀଗୁଡା ଗ୍ରାମର ବୁଦୁ ମାଝୀ(ବନ୍ଧୁକ ମାଲିକ), ମୈଦଲପୁରର ସବିତା ମାଳି, ବେତଝରଣର ଫୁଲରିଡା କଚିମ, ନୀଳାଦ୍ରିଗୁଡାର ତୁଳସା ପୂଜାରୀ ଏବଂ ମୁକ୍ତା ଜାନି ।
Read More...

ନିଆଁ ଲାଗି ଧାନ ଗଦା ନଷ୍ଟ

ମୈଦଲପୁର : ପାପଡାହାଣ୍ଡି ବ୍ଲକ ଚନ୍ଦ୍ରପୁର ସଦର ମହାକୁମାରେ ବୁଧବାର ଭୋର ୪ଟା ସମୟରେ ନିଆଁ ଲାଗି ଏକ ଧାନ ଗଦା ନଷ୍ଟ ହୋଇଯାଇଥିବା ଖବର ମିଳିଛି । କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ପୋଡ଼ି ଯାଇଥିବା ଧାନ ଗଦାଟି ଗ୍ରାମର ଯଦୁ ମାଝିଙ୍କର ବୋଲି ଜଣାପଡିଛି । ସୂଚନା
Read More...

ପୋଖରୀରେ ବୁଡ଼ି ଯୁବକ ମୃତ

ପାପଡ଼ାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଗ୍ରାମର ଝାରମୁଣ୍ଡାଠାରେ ବୁଡ଼ି ଜଣେ ଯୁବଙ୍କର ରବିବାର ମୃତ୍ୟୁ ଘଟିଛି । ତାଙ୍କ ନାମ ମିଳନ କୁଲଦୀପ(୧୮) ବୋଲି ଜଣାପଡିଛି । ସୂଚନା ଅନୁସାରେ ସେ ପୋଖରୀକୁ ଗାଧୋଇବା ପାଇଁ କିଛି ପିଲାଙ୍କ ସହ ଯାଇଥିଲେ । ଏହି ସମୟରେ ସେ
Read More...

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ପାପଡ଼ାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ମୋକିଆ ଗ୍ରାମରେ ଜବରଦଖଲ ଉଚ୍ଛେଦବେଳେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି । ପଞ୍ଚାୟତ ଜାଗାରେ ଅବୈଧ ଷ୍ଟଲ୍‌ ନିର୍ମାଣ ଓ ନାଳ ଉପରେ ଦୋକାନ ଘରକୁ ପ୍ରଶାସନ ଭାଙ୍ଗିଦେଇଛି । ଦୀର୍ଘଦିନ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ
Read More...

ବଜ୍ରପାତରେ ୩ ଗୁରୁତର

ପାପଡ଼ାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକର ଦୁଇଟି ସ୍ଥାନରେ ଶନିବାର ବଜ୍ରପାତ ଘଟି ୩ ଜଣ ଗୁରୁତର ହୋଇଛନ୍ତି । ସେମାନେ ହେଲେ ପାତ୍ରୀ ପଞ୍ଚାୟତ ଜବାଗୁଡ଼ା ଗ୍ରାମର ରବି ଚନ୍ଦ୍ର ଯାନୀ (୯) ଓ ତୁମ୍ବର୍ଲା ପଞ୍ଚାୟତ ଗୋବର୍ଲା ଗ୍ରାମର ବୁଟି ପୂଜାରୀ ଓ ଦୀର୍ଯ୍ୟ ନାୟକ ।
Read More...

ଭିନ୍ନକ୍ଷମଙ୍କୁ ମିଳିଲା ହୁଇଲ ଚେୟାର

ପାପଡାହାଣ୍ଡି : ପାପଡାହାଣ୍ଡି ବ୍ଲକ ଉପାଧକ୍ଷ ସୁଶାନ୍ତ କୁମାର ବେହେରା ଭିନ୍ନକ୍ଷମଙ୍କୁ ହୁଇଲ ଚେୟାର ପ୍ରଦାନ କରିଥିବା ସୂଚନା ମିଳିଛି । ସୂଚନା ମୁତାବକ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସେମଳା ପଞ୍ଚାୟତର ଦଶରୀ ବିନ୍ଧାଣି ଦୁଇ ବର୍ଷରୁ ଅଧିକ ସମୟ ହେବ ପକ୍ଷାଘାତ ରୋଗରେ ପୀଡିତ
Read More...