Browsing Tag

paralakhemundi news

ଗଜପତି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ଓ ଆର୍‌. ଉଦୟଗିରି ବ୍ଲକର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ବୁଧବାର ସକାଳ ୯.୪୭ ମିନିଟରେ ପ୍ରାୟ ୫/୬ ସେକେଣ୍ଡ ଲୋକେ କମ୍ପନ ଅନୁଭବ କରିଥିବା ବେଳେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ । ଏପରିକି ସ୍କୁଲର ଛାତ୍ରଛାତ୍ରୀମାନେ
Read More...

ନଡ଼ିଆ ଗଛରୁ ଖସିପଡ଼ି ଛାତ୍ରଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅଧୀନ ଅଲୋଡ଼ା ସ୍ଥିତ ବିଜୟାନନ୍ଦ ବିଦ୍ୟାଳୟ ଅଧୀନ ଛାତ୍ରାବାସରେ ରବିବାର ଏକ ଅଘଟଣ ଘଟିଛି । ନଡ଼ିଆ ଗଛରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସେ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ର ଆବିଆଲ କାର୍ଜୀ । ମିଳିଥିବା ସୂଚନା
Read More...

୧ କୁଇଣ୍ଟାଲ ୯୮ କେଜି ଗଞ୍ଜେଇ ଜବତ : ୧ ଗିରଫ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅବକାରୀ ବିଭାଗ ରବିବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରି ଜଣଙ୍କୁ ଗିରଫ କରିଛି । ଅବକାରୀ ବିଭାଗର ମୋବାଇଲ ଟିମ୍‌ ପାଟ୍ରୋଲିଂ କରୁଥିବା ଗଞ୍ଜେଇ ଚାଲାଣ ହେଉଥିବା ନେଇ ଖବର ମିଳଥିଲା । ଏନେଇ ଅବକାରୀ ଟିମ୍‌ ଚଢାଉ କରି ଅଡାସିଂ ନିକଟରେ ଏକ
Read More...

ଗଜପତିରେ ୩ ଦିନରେ ୬୬୩.୮ମିମି ବର୍ଷା

ପାରଳାଖେମୁଣ୍ଡି : ଲଘୁଚାପ ପ୍ରଭାବରେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ସହରାଞ୍ଚଳ ସମେତ ୭ ବ୍ଲକ ଅଞ୍ଚଳରେ ବର୍ଷା ଲାଗି ରହିଛି । ଜିଲ୍ଲାରେ ଗତ ୩ ଦିନ ମଧ୍ୟରେ ମୋଟ ୬୬୩.୮ମିମି ବର୍ଷା ରେକର୍ଡ କରାଯାଇଥିବା ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଜଣାପଡିଛି । କାଶୀନଗର ବ୍ଲକରେ ୩ଦିନ ମଧ୍ୟରେ
Read More...

ବିପୁଳ ପରିମାଣର ଚନ୍ଦନ କାଠ ଜବତ : ୧୧ ଗିରଫ

ପାରଳାଖେମୁଣ୍ଡି : ବିପୁଳ ପରିମାଣର ଚନ୍ଦନ କାଠ ଜବତ ସହ୧୧ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ଆନ୍ଧ୍ର ପୁଲିସ୍ । ଏହି ୧୧ ଜଣଙ୍କ ମଧ୍ୟରେ ଗଜପତି ଜିଲ୍ଲା ଗଣ୍ଡାହାତୀ ଅଞ୍ଚଳର ୪ ଜଣ ରହିଥିବା ଜଣାପଡିଛି । ଏହି ଗ୍ୟାଙ୍ଗର ଅନ୍ୟ ୪ ଜଣ ଫେରାର୍ ଥିବା ବେଳେ ସେମାନଙ୍କୁ ଗିରଫ କରିବା ପାଇଁ ପ୍ରୟାସ
Read More...

ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ ଜେନାଙ୍କ ପରଲୋକ

ପାରଳାଖେମୁଣ୍ଡ : ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ ଜେନାଙ୍କ ପରଲୋକ ହୋଇଯାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଗତକାଲି ରାତିରେ ତାଙ୍କର ପୈତୃକ ଘର ପାରଳାଖେମୁଣ୍ଡିର ନିକଟବର୍ତ୍ତୀ ଗୁରାଣ୍ଡିରେ ହୃତଘାତ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଛି । ସେ ଜଣେ ମିଷ୍ଟଭାଷୀ, ପରୋପକାରୀ
Read More...

ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲା : ଆଜି ପତ୍ନୀ ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମ୍‌ବ୍ରାଞ୍ଚ

ପାରଳାଖେମୁଣ୍ଡି : ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଆଜି ପତ୍ନୀ ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମ୍‌ବ୍ରାଞ୍ଚ । ଜେରା ପରେ ଦ୍ୟାଭାରତୀଙ୍କ ବୟାନ ରେକର୍ଡ କରାଯିବ । କ୍ରାଇମ୍‌ ଏଗେନ୍‌ଷ୍ଟ ଓ୍ୱିମେନ୍ ଓ୍ୱିଙ୍ଗର ଦୁଇ ଜଣ ମହିଳା ଅଧିକାରୀ ଜେରାରେ ସାହାଯ୍ୟ କରିବା ପାଇଁ ସାମିଲ ହେବେ
Read More...

ବ୍ଲକରେ କାର୍ୟ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେ‌ଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ

ପାରଳାଖେମୁଣ୍ଡି : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ କାର୍ୟ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେ‌ଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରହିଥିବାର ଖବର ମିଳିଛି । ଭିଜିଲାନ୍ସ ବିଭାଗର ୬ଟି ଟିମ୍ ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ବିହାରରେ ଥିବା
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ ଓଲଟି ୨ ମୃତ, ୨୦ ଆହତ

ପାରଳାଖେମୁଣ୍ଡି : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ମିନି ଟ୍ରକ ଓଲଟି ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି । ଆର.ଉଦୟଗିରି ନିକଟ କଙ୍କଡ଼ାଗୁଡ଼ା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ବାହାଘର ଭୋଜି ଖାଇବାକୁ ଯାଉଥିବା ବାଟରେ ଏହି ଦୁର୍ଘଟଣା ଘଟିଛି । ମୃତାହତମାନେ
Read More...

ଜୁଆ ଆଡ୍ଡା ଉପରେ ଚଢଉ, ପୋଲିସ ଉପରେ ଆକ୍ରମଣ : ୫ ଆହତ

ପାରଳାଖେମୁଣ୍ଡି : ଜୁଆ ଆଡ୍ଡା ଉପରେ ଚଢଉ ବେଳେ ପୋଲିସ ଉପରେ ଆକ୍ରମଣ ହୋଇଥିବା ଏକ ଖବର ଆସିଛି । ଜୁଆ ଆଡ୍ଡା ଚାଲିଥିବା ସୂଚନା ପାଇ ଚଢଉ କରିବା ବେଳେ ପୋଲିସ କର୍ମୀ ଆକ୍ରମଣର ଶିକାର ହୋଇଛ‌ନ୍ତି ଜୁଆଡି‌ଙ୍କ ‌ଦ୍ୱାରା । ଏହି ଘଟଣା ଗଜପତି ଜିଲ୍ଲା ଗୁରାଣ୍ଡି ଅଞ୍ଚଳର ଖରସଣ୍ଢା ଗ୍ରାମରେ
Read More...