ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ ଓଲଟି ୨ ମୃତ, ୨୦ ଆହତ
ପାରଳାଖେମୁଣ୍ଡି : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ମିନି ଟ୍ରକ ଓଲଟି ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି । ଆର.ଉଦୟଗିରି ନିକଟ କଙ୍କଡ଼ାଗୁଡ଼ା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ବାହାଘର ଭୋଜି ଖାଇବାକୁ ଯାଉଥିବା ବାଟରେ ଏହି ଦୁର୍ଘଟଣା ଘଟିଛି । ମୃତାହତମାନେ!-->…
Read More...
Read More...