Browsing Tag

patamundai news

ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍ : ଏଏସ୍‌ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍ । ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ । ଏଏସ୍‌ଆଇଙ୍କୁ ଜିଲ୍ଲା ପୁଲିସ ମୁଖ୍ୟାଳୟକୁ ବଦଳି କଲେ କେନ୍ଦ୍ରାପଡ଼ା ଏସ୍‌ପି ସିଦ୍ଧାର୍ଥ କଟ୍ଟାରିଆ । ଘଟଣାର ନିରପେକ୍ଷ ତଦନ୍ତ ପାଇଁ
Read More...

ଭିତରକନିକାରେ ଆରମ୍ଭ ହେଲା ପକ୍ଷୀ ଗଣନା କାର୍ଯ୍ୟ

ପଟ୍ଟାମୁଣ୍ଡାଇ : ଆଜିଠାରୁ ଭିତରକନିକା ଅଭୟାରଣ୍ୟରେ ଆରମ୍ଭ ହେଲା ପକ୍ଷୀ ଗଣନା କାର୍ଯ୍ୟ । ଏହି ଗଣନା କାର୍ୟ୍ୟରେ ୧୬ଟି ଟିମ୍‌ ନିୟୋଜିତ ଥିବାବେଳେ ପ୍ରତ୍ୟେକ ଟିମ୍‌ରେ ୪ରୁ ୫ ଜଣ ଲେଖାଏଁ କର୍ମଚାରୀ ରହିଥିବା ସୂଚନା ରହିଛି । ଏହି କାର୍ଯ୍ୟ ପାଇଁ ଚଳିତ ବର୍ଷ କଲେଜର ଛାତ୍ରଛାତ୍ରୀ ମାନଙ୍କୁ
Read More...

୭ଜଣ ଡକାୟତଙ୍କୁ ଗିରଫ କଲା ପୋଲିସ

ପଟ୍ଟାମୁଣ୍ଡାଇ : କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ତଥା କଟକ-ଚାନ୍ଦବାଲି ରାସ୍ତାର ତନୁପୁର ବ୍ରିଜ୍‌ ନିକଟରୁ ବୁଧବାର ରାତିରେ ପୋଲିସ ୭ ଡକାୟତଙ୍କୁ ଗିରଫ କରିଛି । ସେମାନଙ୍କଠାରୁ କଟୁରି, ଛୁରି, ଭୁଜାଲି, ୯ ଏମ୍‌ଏମ୍‌ ପିସ୍ତଲ ଜବତ କରାଯାଇଛି । ଗିରଫ ଲୁଟେରା ହେଲେ
Read More...