ହାତୀ ଆକ୍ରମଣରେ ଚାଲିଗଲା ଜୀବନ
ପାଟଣା : ହାତୀ ଆକ୍ରମଣରେ ଚାଲିଗଲା ଜଣେ ମହିଳାଙ୍କ ଜୀବନ । ସୂଚନା ଅନୁସାରେ ଘଟଗାଁ ବ୍ଲକ ଅନ୍ତର୍ଗତ ତୋରାଣିପୋଖରୀ ପଞ୍ଚାୟତ ପୋଇପାଣି ଗ୍ରାମର ଗୁରୁଚରଣ ମହାରଣାଙ୍କ ପତ୍ନୀ ତୁଳସୀ ମହାରଣା (୪୫)ଙ୍କୁ ଗତ ୪ତାରିଖ ସନ୍ଧ୍ୟା ପାଖାପାଖି ୬ଟା ସମୟରେ ଏକ ଦନ୍ତା ହାତୀ ଟେକି କଚାଡି ଦେବାରୁ ସେ!-->…
Read More...
Read More...