ଭୟାବହ ଅଗ୍ନିକାଣ୍ଡ : ଶହଶହ ଧାନ ବିଡ଼ା ପୋଡ଼ି ପାଉଁଶ
ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ବାଉଁଶୂଳି ପଞ୍ଚାୟତ ଭୁଲୁଦା ମଝି ସାହି ଖଳାରେ ଶନିବାର ରାତିରେ ଅଗ୍ନିକାଣ୍ଡ ଘଟିବାରୁ ୩ ଜଣ ଚାଷୀ ଶହଶହ ଧାନ ବିଡ଼ା ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି । ତେବେ ଖଳାରେ ଅଗ୍ନିକାଣ୍ଡ କିଭଳି ଘଟିଲା ତାହା ଜଣାପଡ଼ିନାହିଁ ।
Read More...
Read More...