ଅବକାରୀ ବିଭାଗର ଚଢାଉ : ଚୋରା ମଦ ସହ ୨ ଗିରଫ
ପାଟଣା : କେନ୍ଦୁଝର ଜିଲ୍ଲା ଅବକାରୀ ଅଧିକ୍ଷକ ନାରାୟଣ ମେହେରଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ପୂର୍ବାହ୍ନରେ ପାଟଣା ଅବକାରୀ ବିଭାଗ ପକ୍ଷରୁ ମାଧପୁର ଓ ବାଲିବନ୍ଧ ଗ୍ରାମରେ ଚଢ଼ାଉ କରାଯାଇଥିଲା । ଚଢ଼ାଉ ସମୟରେ ୧୮ ଲିଟର ଚୋରା ମଦ ଜବତ କରାଯିବା ସହ ୨ ଜଣଙ୍କୁ ଗିରଫ କରାଯାଇଛି । ଗିରଫ!-->…
Read More...
Read More...