Browsing Tag

patanagarh news

ବିଜେଡି ଦଳୀୟ ପତାକାକୁ ରାସ୍ତା କାମରେ ସୂଚନା ସଂକେତ ଭାବେ ବ୍ୟବହାର କଲା ଠିକା ସଂସ୍ଥା : ବିଜେଡି କର୍ମୀ ଅସନ୍ତୋଷ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ସହରରେ କିଛି ଦିନ ହେବ ଜିଓ କେବୁଲ କାମ ଚାଲିଛି । ଏହି ପରିପ୍ରେକ୍ଷୀରେ କଲେଜ ଛକରୁ ବାଳିକା ହାଇସ୍କୁଲ ମଧ୍ୟରେ ଏକ ଅଭାବନୀୟ ଘଟଣା ଘଟିଥିବା ଥିବା ଦେଖିବାକୁ ମିଲିଛି । ଅନେକ ସ୍ଥାନରେ ରାସ୍ତା ମରାମତି ବା ରାସ୍ତା କଡରେ ଗାତ
Read More...

ପାଟଣାଗଡ଼ ମୁଖ୍ୟ ରାସ୍ତା ମରାମତି ଦାବୀରେ ବଣିକ ସଂଘ ପକ୍ଷରୁ ରାସ୍ତାରୋକ୍

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବଣିକ ସଂଘ ପକ୍ଷରୁ ସଂଘର ସଭାପତି ରାଜେଶ ମେହେରଙ୍କ ନେତୃତ୍ୱରେ ପାଟଣାଗଡ଼ରୁ ବଲାଙ୍ଗିରକୁ ସଂଯୋଗ କରୁଥିବା ୪୨ ନଂ ରାଜ୍ୟ ରାଜପଥକୁ ଅବରୋଧ କରାଯାଇଥିଲା । ସୂଚନାଯୋଗ୍ୟ ଯେ, ଗତ ୨୨ ତାରଖ ଦିନ ସ୍ମାର୍ଟହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମକୁ ନେଇ
Read More...

ଅଖିଳ ଭାରତୀୟ ଗୋଣ୍ଡୋୱ।ନା ସମାଜ ପକ୍ଷରୁ ନୂଆଁଖାଇ ଭେଟଘାଟ

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ଉପଖଣ୍ଡ ଲରମ୍ଭା ଗ୍ରାମର ବଜାର ପ୍ରାଙ୍ଗଣ ଠାରେ ଅଖିଳ ଗୋଣ୍ଡୋୱ।ନା ସମାଜ ପକ୍ଷରୁ ଉପଖଣ୍ଡ ସ୍ତରୀୟ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଶ୍ୟାମସୁନ୍ଦର ଭୋଇ
Read More...

ସାମ୍ବାଦିକ ଅରିନ୍ଦମ ଦାସ ଓ ଅଗ୍ନିଶମ ଜବାନ ସିତାରାମ ମୁର୍ମୁଙ୍କ ବିୟୋଗରେ ଯୁବ ସାମ୍ବାଦିକ ସଂଘ ପକ୍ଷରୁ ଅଶୃଳ…

ପାଟଣାଗଡ଼, (ଗୋରେଖନାଥ ବରିହା) : ଘରେ ଘରେ ପରିଚିତ ଓଟିଭିର ଚିଫ୍ ରିପୋର୍ଟର ଯୁବ ସାହାସିକ ସାମ୍ବାଦିକ ଅରିନ୍ଦମ ଦାସ ଓ ଅଗ୍ନିଶମ ଜବାନ ସିତାରାମ ମୁର୍ମୁଙ୍କ ଅକାଳ ବିୟୋଗରେ ପାଟଣାଗଡ଼ ବ୍ରହ୍ମପୁରା ସ୍ଥିତ ଆଦିବାସୀ ଭବନ ସଭା ଗୃହ ଠାରେ ପାଟଣାଗଡ଼ ଉପଖଣ୍ଡ ଯୁବ ସାମ୍ବାଦିକ ସଂଘ ପକ୍ଷରୁ
Read More...

ଅସହାୟ ଶବକୁ ଚାରି କାନ୍ଧ ଦେଇ ଶବ ସତ୍କାର କଲା ସେବା ଚେରିଟେବୁଲ ଟ୍ରଷ୍ଟ

ପାଟଣାଗଡ଼, (ଗୋରେଖନାଥ ବରିହା) : ପ୍ରେମ ମଣିଷକୁ କେତେବେଳେ ଅନ୍ଧ କରିଦିଏ ତ କେତେବେଳେ ଭବିଷ୍ୟତ ଉଜ୍ଜ୍ୱଳ କରିଦିଏ ତ କେତେବେଳେ ଚରମ ସୀମା ଉଲଂଘନ କରିଦିଏ । କେତେବେଳେ ପ୍ରେମ ଜୀବନ ଦେବାରେ ମଧ୍ୟ ପଛ ଘୁଞ୍ଚା ଦିଏନି । ପ୍ରେମ ଚିରନ୍ତନ ପ୍ରେମ ଶାଶ୍ୱତ । ପୁଅ ଝିଅ ପ୍ରେମ କରି ବେଳେବେଳେ
Read More...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି କାର୍ଯ୍ୟକ୍ରମ ହୋଇଥିବା ସ୍ଥାନରେ ହୋମ ଯଜ୍ଞ ଏବଂ ଗଙ୍ଗାଜଳ ସିଞ୍ଚନ କରି…

ପାଟଣାଗଡ, (ଗୋରେଖନାଥ ବରିହା) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଲାଙ୍ଗିର ଗସ୍ତ କରି ସ୍ଥାନୀୟ ରମାଇ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ହେଲଥ୍ କାର୍ଡ ବଂଟନର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମକୁ
Read More...

୩୫ ଜଣ ବିଜେପି ଦଳ ଛାଡି ବିଜେଡିରେ ଯୋଗଦାନ କଲେ

ପାଟଣାଗଡ, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜେଡି କାର୍ଯ୍ୟାଳୟରେ ଉଲବା ପଞ୍ଚାୟତର ଉଲବା ଗ୍ରାମର ୩୫ ଜଣ ବିଜେପି ଦଳ ଛାଡି ବିଜେଡି ଦଳରେ
Read More...

ପାଟଣାଗଡ଼ ମୁଖ୍ୟମନ୍ତ୍ରୀଙ୍କ ପହଞ୍ଚିବା ପୂର୍ବରୁ କଂଗ୍ରେସ ନେତାଙ୍କୁ ଉଠାଇନେଲା ପୋଲିସ

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟଣାଗଡ଼ ଆସିବା କାର୍ଯ୍ୟକ୍ରମ ରହିଥିବା ବେଳେ କଂଗ୍ରେସ ପକ୍ଷରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୧୧ ଦଫା ଦାବୀ ନେଇ ଶାନ୍ତିପୂର୍ଣ୍ଣ ଧାରଣାର କାର୍ଯ୍ୟକ୍ରମ ଥିଲା, ଯାହାକି ଆରମ୍ଭ ହେବା ପୂର୍ବରୁ ପାଟଣାଗଡ଼
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟଣାଗଡ ଗସ୍ତକୁ ନେଇ ବିଜେଡି ନେତାଙ୍କ ସମୀକ୍ଷା

ପାଟଣାଗଡ, (କେପିଏନ୍‌ଏସ୍‌) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଲାଙ୍ଗିର ଜିଲ୍ଲା ଆସିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ପ୍ରଥମେ ଟିଟିଲାଗଡ଼, ପାଟଣାଗଡ ପରେ ବଲାଙ୍ଗିର ଯିବାର କାର୍ଯ୍ୟକ୍ରମ ରହିଛି । ଏନେଇ ପାଟଣାଗଡ ରମାଇଁ ହାଇସ୍କୁଲରେ ବିଭିନ୍ନ ପ୍ରକଳ୍ପର
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପାଟଣାଗଡ ଗସ୍ତ : ପୁଲିସ ବିଭାଗର ଜୋର୍‌ଦାର୍‌ ପ୍ରସ୍ତୁତି

ପାଟଣାଗଡ, (କେପିଏନ୍‌ଏସ୍‌) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟଣାଗଡ ଗସ୍ତରେ ଆସିବେ । ଏନେଇ ପାଟଣାଗଡ ରମାଇଁ ହାଇସ୍କୁଲରେ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ଓଡିଶା ପୁଲିସ ବିଭାଗ ତରଫରୁ ଆଜି ସକାଳୁ ବଲାଙ୍ଗିର ଏସପିଙ୍କ
Read More...