Browsing Tag

patanagarh news

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା କନ୍ଦରାଭଟା ଜଳମହାଦେବ ପୀଠ

ରାଜ୍ୟ ପର୍ଯ୍ୟଟନ ବିଭାଗର ସାମାନ୍ୟତମ ଦୃଷ୍ଟିକୁ ଆସିଲେ ଗୌରବଶାଳୀ ପର୍ଯ୍ୟଟନ ସ୍ଥଳୀ ଭାବରେ ପରିଗଣିତ ହୋଇ ପାରିବ ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ହରିଶଙ୍କର ପୀଠ ଗନ୍ଧମାର୍ଦ୍ଦନ ପାଦଦେଶରେ ଅବସ୍ଥିତ । ପର୍ବତର ପଶ୍ଚିମ ଦିଗର
Read More...

ଫୁଲମୁଣ୍ଡାରେ ପ୍ରେସ୍ କନଫରେନ୍ସ ଓ ମିଶନ ଚାଟଶାଳୀ ଉଦ୍‌ଘାଟନ

ପାଟଣାଗଡ଼, (ଗୋରେଖନାଥ ବରିହା) : କରୋନା ମହାମାରୀ ବିପତ୍ତି ସମୟରେ ଦେଶ ସାରା ତଥା ଓଡ଼ିଶା ରାଜ୍ୟ ସାରା ଶିକ୍ଷା ବ୍ୟବସ୍ଥା ଭୁଷୁଡି ପଡିବା ଯୋଗୁଁ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ଆଦିବାସୀ ଖଟିଖିଆ, ଦଳିତ ପରିବାର ଛାତ୍ର ଛାତ୍ରୀ ମାନେ କିପରି ଶିକ୍ଷା ଲାଭ କରିପାରିବେ ଏହାକୁ
Read More...

ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଦିନ ହରିଶଙ୍କର ମନ୍ଦିରରେ ନାଗ ସାପ : ପୂଜକ ଓ ଭକ୍ତ ମାନଙ୍କ ଆହୁରି ଭକ୍ତି ଭାବବେଗ…

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ହରିଶଙ୍କର ମନ୍ଦିରରେ ହରି ଓ ଶଙ୍କର ବାବା ଲିଙ୍ଗ ପୂଜା ପାଉଥିବା ସ୍ଥାନରେ ନାଗ ସାପ ଦେଖିବାକୁ ମିଳିଛି । ମିଳିଥିବା ସୂଚନା ଅନୁସାରେ ଗତ କାଲି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ହେଉଥିବା ହେତୁ
Read More...

ପବିତ୍ର ଶ୍ରାବଣ ଶେଷ ସୋମବାରରେ ହରିଶଙ୍କର ପୀଠରେ ଭକ୍ତଙ୍କ ଭିଡ଼ ପରିଲକ୍ଷିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପଶ୍ଚିମ ଓଡ଼ିଶାର ପ୍ରମୁଖ ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି । ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଦିନ ହୋଇଥିବା ଯୋଗୁ ହରିଶଙ୍କର ବାବାଙ୍କ ଦର୍ଶନ କରିବା ସକାଶେ ବହୁ ଦୂର ଦୂରାନ୍ତରରୁ ଭକ୍ତ ମାନେ
Read More...

ଭତ୍ତା ପ୍ରଦାନ ଦାବୀରେ ପାଟଣାଗଡ଼ ବିଡିଓଙ୍କୁ ଦାବୀପତ୍ର ପ୍ରଦାନ

ପାଟଣାଗଡ଼, (ଗୋରେଖନାଥ ବରିହା) : ସରକାର ଜନସାଧାରଣଙ୍କ ପାଇଁ ଯୋଜନା ଉପରେ ଯୋଜନା ପ୍ରସ୍ତୁତ କରି ଚାଲିଛନ୍ତି କିନ୍ତୁ କେଉଁ ଦୋଷ ତ୍ରୁଟି ଯୋଗୁଁ ଯୋଗ୍ୟ ବାଦ ପଡୁଛନ୍ତି ତାହା କାହାକୁ ଜଣା କେହି କହିପାରିବେ ନାହିଁ । ପ୍ରଶାସନିକ ଅବହେଳା ଯୋଗୁଁ ଯୋଗ୍ୟ ବାଦ ଅଯୋଗ୍ୟ ମାଲେମାଲ, ତେଲିଆ
Read More...

ଜୟତରୁଣ ଯୁବକ ସଂଘ ପକ୍ଷରୁ ୭୫ ତମ ସ୍ୱାଧୀନତା ଦିବସ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମର ଜୟତରୁଣ ଯୁବକ ସଂଘ ପକ୍ଷରୁ ୭୫ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଯୁବ ସଂଗଠକ ବିପିନ ବରିହା ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଦେଶ ମାତୃକାର ସେବାରେ ସମର୍ପିତ ହୋଇ ଦେଶ ପାଇଁ ଜୀବନ ଦେଇ
Read More...

ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ୭୫ ତମ ସ୍ୱାଧୀନତା ଦିବସ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ସ୍ଥାନୀୟ ରମାଇ ହାଇସ୍କୁଲ ପଡ଼ିଆରେ ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ୭୫ ତମ ସ୍ୱାଧୀନତା ଦିବସ କୋଭିଡ କଟକଣା ନିୟମ ଅନୁସାରେ ପାଳିତ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ ଦାୟିତ୍ଵରେ ଥିବା ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡା ମୁଖ୍ୟ ଅତିଥି, ସହକାରୀ ଜିଲ୍ଲାପାଳ
Read More...

ଆଶାୟୀ କନିଷ୍ଠ ଶିକ୍ଷକ ନିଯୁକ୍ତି ବିଜ୍ଞପ୍ତି ଦାବୀ ନେଇ ମୁଖ୍ୟମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଟଣାଗଡ଼…

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ସମସ୍ତ ଆଶାୟୀ କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ତିନି ଦଫା ସମ୍ବଳିତ ଦାବୀପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଉଦ୍ଦେଶ୍ୟରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେରଙ୍କୁ ପ୍ରଦାନ କରିଛନ୍ତି ।
Read More...

କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା ଧମକ ଦେଇଥିବା ଖପ୍ରାଖୋଲ ରେଂଜରଙ୍କୁ ଗିରଫ ଦାବୀରେ ଜିଲ୍ଲା ପେସାଦାର…

ପାଟଣାଗଡ଼, (କେପିଏନ୍‌ଏସ୍‌) : ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା ଧମକ ଦେଇଥିବା ଖପ୍ରାଖୋଲ ରେଂଜର ଶ୍ରୀବତ୍ସ କୁମୁରାଙ୍କୁ ଗିରଫ ଦାବୀ ତଥା ସାମ୍ବାଦିକଙ୍କ ଉପରେ ହୋଇଥିବା ମିଥ୍ୟା କେଶ ପ୍ରତ୍ୟାହାର ଦାବୀରେ ଆଜି ଜିଲ୍ଲା ପେସାଦାର ସାମ୍ବାଦିକ ସଂଘ ତରଫରୁ ବଲାଙ୍ଗିର ଏସ୍‌ପିଙ୍କ
Read More...

ନୂତନ ଉପଖଣ୍ଡ ସ୍ତରୀୟ ମା’ ଓ ଶିଶୁ କେୟାର ହସ୍ପିଟାଲ ନିର୍ମାଣ ପାଇଁ ବିଧାୟକ ସରୋଜ କୁମାର ମେହେରଙ୍କ ଦ୍ଵାରା…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡର ନୂତନ ଉପଖଣ୍ଡ ସ୍ତରୀୟ ମା' ଓ ଶିଶୁ କେୟାର ହସ୍ପିଟାଲ ନିର୍ମାଣ କାର୍ଯ୍ୟ ପାଇଁ ପାଟଣାଗଡ଼ ରାମପାଲି ଠାରେ ଭୂମି ପୂଜନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଭୂମି ପୂଜନ ସମାରୋହରେ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ
Read More...