Browsing Tag

patanagarh news

ଜୟତରୁଣ ଯୁବକ ସଂଘ ପକ୍ଷରୁ ୭୫ ତମ ସ୍ୱାଧୀନତା ଦିବସ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମର ଜୟତରୁଣ ଯୁବକ ସଂଘ ପକ୍ଷରୁ ୭୫ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଯୁବ ସଂଗଠକ ବିପିନ ବରିହା ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଦେଶ ମାତୃକାର ସେବାରେ ସମର୍ପିତ ହୋଇ ଦେଶ ପାଇଁ ଜୀବନ ଦେଇ…
Read More...

ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ୭୫ ତମ ସ୍ୱାଧୀନତା ଦିବସ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ସ୍ଥାନୀୟ ରମାଇ ହାଇସ୍କୁଲ ପଡ଼ିଆରେ ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ୭୫ ତମ ସ୍ୱାଧୀନତା ଦିବସ କୋଭିଡ କଟକଣା ନିୟମ ଅନୁସାରେ ପାଳିତ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ ଦାୟିତ୍ଵରେ ଥିବା ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡା ମୁଖ୍ୟ ଅତିଥି, ସହକାରୀ ଜିଲ୍ଲାପାଳ…
Read More...

ଆଶାୟୀ କନିଷ୍ଠ ଶିକ୍ଷକ ନିଯୁକ୍ତି ବିଜ୍ଞପ୍ତି ଦାବୀ ନେଇ ମୁଖ୍ୟମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଟଣାଗଡ଼…

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ସମସ୍ତ ଆଶାୟୀ କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ତିନି ଦଫା ସମ୍ବଳିତ ଦାବୀପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଉଦ୍ଦେଶ୍ୟରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେରଙ୍କୁ ପ୍ରଦାନ କରିଛନ୍ତି ।…
Read More...

କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା ଧମକ ଦେଇଥିବା ଖପ୍ରାଖୋଲ ରେଂଜରଙ୍କୁ ଗିରଫ ଦାବୀରେ ଜିଲ୍ଲା ପେସାଦାର…

ପାଟଣାଗଡ଼, (କେପିଏନ୍‌ଏସ୍‌) : ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା ଧମକ ଦେଇଥିବା ଖପ୍ରାଖୋଲ ରେଂଜର ଶ୍ରୀବତ୍ସ କୁମୁରାଙ୍କୁ ଗିରଫ ଦାବୀ ତଥା ସାମ୍ବାଦିକଙ୍କ ଉପରେ ହୋଇଥିବା ମିଥ୍ୟା କେଶ ପ୍ରତ୍ୟାହାର ଦାବୀରେ ଆଜି ଜିଲ୍ଲା ପେସାଦାର ସାମ୍ବାଦିକ ସଂଘ ତରଫରୁ ବଲାଙ୍ଗିର ଏସ୍‌ପିଙ୍କ…
Read More...

ନୂତନ ଉପଖଣ୍ଡ ସ୍ତରୀୟ ମା’ ଓ ଶିଶୁ କେୟାର ହସ୍ପିଟାଲ ନିର୍ମାଣ ପାଇଁ ବିଧାୟକ ସରୋଜ କୁମାର ମେହେରଙ୍କ ଦ୍ଵାରା…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡର ନୂତନ ଉପଖଣ୍ଡ ସ୍ତରୀୟ ମା' ଓ ଶିଶୁ କେୟାର ହସ୍ପିଟାଲ ନିର୍ମାଣ କାର୍ଯ୍ୟ ପାଇଁ ପାଟଣାଗଡ଼ ରାମପାଲି ଠାରେ ଭୂମି ପୂଜନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଭୂମି ପୂଜନ ସମାରୋହରେ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ…
Read More...

ମୃତ୍ତିକା ପରୀକ୍ଷଣ କାର୍ଡ ଓ ମୃତ୍ତିକା ସଂରକ୍ଷଣ ଉପରେ କୃଷକ ମାନଙ୍କ ପରୀକ୍ଷଣ ଶିବିର

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମରେ ମୃତ୍ତିକା ପରୀକ୍ଷଣ ଓ ସଂରକ୍ଷଣ ଉପରେ କୃଷକ ମାନଙ୍କୁ ନେଇ କୃଷକ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କୃଷକ ପରୀକ୍ଷଣ ଶିବିରର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ…
Read More...

୩୨ ବୋତଲ କଫ୍‌ ସିରିପ ଜବତ ସହ ଜଣେ ଗିରଫ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ସାନଉଡେନ ଖେଳ ପଡିଆ ନିକଟରେ ଲୁହାସିଂହା ଗ୍ରାମର ରାସନ ସାହୁ ନାମକ ଜଣେ ଯୁବକ କଫ୍‌ ସିରିପ ବିକ୍ରୟ କରୁଥିବା ବେଳେ ପୁଲିସ ଗିରଫ କରିଥିବା ଜଣାପଡିଛି । ତା' ପାଖରୁ, ୩୨ ବୋତଲ କଫ୍‌ ସିରିପ ଜବତ କରାଯାଇଛି । ପ୍ରକାଶ…
Read More...

ବିଭିନ୍ନ ସ୍ଥାନରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

ପାଟଣାଗଡ଼, (ଗୋରେଖ ନାଥ ବରିହା) : ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବରପଦର ପଞ୍ଚାୟତର କୁତମୁଣ୍ଡା ଗ୍ରାମରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ଅନୁଷ୍ଠିତ ଶିବିରରେ ଗ୍ରାମର ସମସ୍ତ ପ୍ରସୂତି ଏବଂ ଗର୍ଭବତୀ ମା'ମାନଙ୍କୁ ସ୍ତନ୍ୟପାନର ମହତ୍ତ୍ୱ ସମ୍ପର୍କରେ ଅବଗତ…
Read More...

ପର୍ଲିମାଲରେ ସର୍ବ ଭାରତୀୟ ବିଝାଂଲ ସମାଜର ସାମାଜିକ ସଭା

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ପର୍ଲିମାଲ ଗ୍ରାମ ହାଇସ୍କୁଲ ଠାରେ ସର୍ବଭାରତୀୟ ବିଂଝାଲ ସମାଜର ଏକ ସାମାଜିକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଉପଲାଟ ସଭାପତି ତଥା ବଲାଙ୍ଗିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମାଜର…
Read More...

ବିଜେପି ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ବ୍ଲକ ଅନ୍ତର୍ଗତ ଯୋଗୀମୁଣ୍ଡା ମଣ୍ଡଳର ମଣ୍ଡଳ ସଭାପତି ଚତୁର୍ମୁଖ ମେହେରଙ୍କ ସଭାପତିତ୍ୱରେ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ପଣ୍ଡାମୁଣ୍ଡା ଗ୍ରାମଠାରେ ଅନୁଷ୍ଠିତ ହୋଇ ଯାଇଅଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଭାଜପାର ପୁର୍ବତନ ଜିଲ୍ଲା…
Read More...