Browsing Tag

patanagarh news

ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ଫେଡେରେସନର ଭର୍‌ଚୁଆଲ୍‌ ମିଟିଂ ଅନୁଷ୍ଠିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ଫେଡେରେସନର ସେକ୍ରେଟାରୀ ଜେନେରାଲଙ୍କ ଆବାହନ କ୍ରମେ, ସଭାପତିଙ୍କ ଅଧ୍ୟକ୍ଷତାରେ ଏକ ଭର୍‌ଚୁଆଲ ମିଟିଂ ଅନୁଷ୍ଠିତ ହୋଇଥିଲା । ଏଥିରେ ରାଜ୍ୟ ଫେଡେରେସନର ସଭାପତି ତ୍ରିଲୋଚନ ନାୟକ, ସମ୍ପାଦକ କାହ୍ନୁ ମହାନ୍ତି, ଉପସଭାପତି
Read More...

ହରିଶଙ୍କର ବନାଞ୍ଚଳରୁ ୬ ଓ ୮ ଫୁଟ ଲମ୍ବର ଦୁଇ ଅଜଗର ଉଦ୍ଧାର

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ହରିଶଙ୍କର ବନାଞ୍ଚଳ ଅଧିକାରୀ ଶ୍ରୀବତ୍ସ କୁମୁରା ଓ ୱ।ଲାଇଭ୍ ସ୍କ୍ୱାର୍ଡଙ୍କ ସହ ହରିଶଙ୍କରରୁ ଖପ୍ରାଖୋଲ ଫେରୁଥିବା ସମୟରେ ଏକ ୮ ଫୁଟ ଲମ୍ବର ଅଜଗର ହରିଶଙ୍କରଛକ ନିକଟରେ ଦେଖିବାକୁ ପାଇଥିଲେ । ବନାଞ୍ଚଳ ଅଧିକାରୀ
Read More...

କରୋନାରେ ମୃତ୍ୟୁବରଣ କରିଥିବା ପିତାମାତାଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରାଏମନ ଫାଉଣ୍ଡେସନ

ପାଟଣାଗଡ଼, (ଗୋରେଖନାଥ ବରିହା) : ଭାଗ୍ୟର ବିଡମ୍ବନା । କେତେବେଳେ କିଏ କଣ ହେବ କେହି କହି ପାରିବେ ନାହିଁ । କିଏ ଜାଣିଥିଲା ଏମିତି ଝଡ଼ ଆସି ଗୋଟିଏ ପରିବାରକୁ ଦୁଃଖ ଆଜାଡ଼ି ଦେବ । ବାପା, ମା'ଙ୍କୁ କରେନା ନେଇଗଲା ଆର ପାରିକି । ବର୍ତ୍ତମାନ ତିନି ଅନାଥଙ୍କ ସବୁ ବୋଝ ବୃଦ୍ଧ ଅଜା ଆଇଙ୍କ
Read More...

ଲରମ୍ଭାରେ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀ ବିଂଝାଲ ସମାଜର କାର୍ଯ୍ୟକାରିଣୀ ବୈଠକ : ସମାଜ ସମ୍ମିଧାନର ଆହୁତ…

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଳକ ଲରମ୍ଭା ବାଗପଡା ଠାରେ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀବାସୀ ବିଂଝାଲ ସମାଜର ଏକ ସାକ୍ଷାତକାର ସଭା ବଲାଙ୍ଗିର ଜିଲ୍ଲା ସଭାପତି ତଥା ଉପଲାଟସଭାପତି ସଭାପତି ଚନ୍ଦ୍ର ଶେଖର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟ ସରକାର ବ୍ୟାପକ ଦୁର୍ନୀତି କରୁଥିବା ପ୍ରତିବାଦରେ ବିଜେପି ପକ୍ଷରୁ ଖପ୍ରାଖୋଲ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେଉଥିବା ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ବେଳେ ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀ ଚୟନ ପ୍ରକିୟା ଅନିୟମିତତା ଓ ଭ୍ରଷ୍ଟାଚାରରେ ଲିପ୍ତ ଥିବା ସମସ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ସହ
Read More...

ବ୍ଳକ ସମୁଖରେ ପାଟଣାଗଡ଼ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ପାଟଣାଗଡ଼, (ଗୋରେଖନାଥ ବରିହା) : କେନ୍ଦ୍ର ସରକାର ପେଟ୍ରୋଲ ଡିଜେଲ ସହ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଦର ବୃଦ୍ଧି ଦିନକୁ ଦିନ ବୃଦ୍ଧି ପାଉଥିବା ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଳକ ସମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ନଗର କଂଗ୍ରେସ
Read More...

ବ୍ଳକ ଘେରିଲା ବିଜେପି : ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ପୂର୍ବତନ ବିଜେପି ରାଜ୍ୟ ସଭାପତି ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନେତୃତ୍ୱରେ ପାଟଣାଗଡ଼ ବ୍ଳକ ବିଜେପି ପକ୍ଷରୁ ପାଟଣାଗଡ଼ ବ୍ଳକ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଓଡ଼ିଶା ପ୍ରଦେଶ ଭାରତୀୟ ଜନତା ପାର୍ଟି ସଭାପତି ସମିର
Read More...

ଉପଜିଲ୍ଲାପାଳ ସୋମନାଥ ପଧାନଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ବିଦାୟକାଳିନ ସମ୍ବର୍ଦ୍ଧନା

ପାଟଣାଗଡ଼, (ଗୋରେଖ ବରିହା) : ସ୍ଥାନୀୟ ଉପଜିଲ୍ଲାପାଳଙ୍କ ବାସ ଭବନ ପ୍ରାଙ୍ଗଣରେ ପାଟଣାଗଡ଼ ଉପଜିଲ୍ଲାପାଳ ସୋମନାଥ ପଧାନଙ୍କୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ, କୋଶଲ ରାଜ୍ୟ ସଂମନ୍ଵୟ ସମିତି, ନାଗରିକ କମିଟି ଓ ବଣିକ ସଂଘ ତରଫରୁ କୋଭିଡ ନିୟମ ଅନୁଯାୟୀ ଏକ ବିଦାୟକାଳିନ ସମ୍ବର୍ଦ୍ଧନା
Read More...

କୋରେନାରେ ବାପା ମା’ ହରାଇଥିବା ତିନି ବେସାହାରା ଭାଇଭଉଣୀଙ୍କୁ ସହାୟତାର ହାତ ବଢ଼ାଇଲା ଜିଲ୍ଲା ଆଦିବାସୀ କଲ୍ୟାଣ…

ପାଟଣାଗଡ଼, (ଗୋରେଖନାଥ ବରିହା) : କିଏ ଜାଣିଥିଲା ଏମିତି ଝଡ଼ ଆସି ଗୋଟିଏ ପରିବାରକୁ ଦୁଃଖ ଆଜାଡ଼ି ଦେବ । ବାପା, ମା'ଙ୍କୁ କୋରେନା ନେଇଗଲା ଆରପାରିକି । ଏମିତି ହୃଦୟ ବିଦାରକ ଘଟଣା ବଲାଙ୍ଗିର ଜିଲ୍ଲା ବେଳପଡା ବ୍ଲକ ସୁଲେକେଲା ଗ୍ରାମର ଭାଗବତପଡ଼ାରେ ଘଟିଥିବା ଜଣାପଡିଛି । କୋରେନା
Read More...

ଜୟ ମା’ପାଟଣେଶ୍ଵରୀ ମହାବିଦ୍ୟାଳୟ ଚଙ୍ଗରିଆ ପାଞ୍ଚଛକରେ ବନମହୋତ୍ସବ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ପାଞ୍ଚଛକସ୍ଥିତ ଜୟ ମା'ପାଟଣେଶ୍ଵରୀ ମହାବିଦ୍ୟାଳୟ ପରିସରରେ ବନମହୋତ୍ସବ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ପାଟଣାଗଡ଼ ମହାରାଜା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ମହାରାଣୀ
Read More...